ଓଜେୟୁ ବୌଦ୍ଧଜିଲ୍ଲା ଶାଖାର ନୂତନ କର୍ମକର୍ତ୍ତା ଚୟନ: ପୂର୍ଣ୍ଣଚନ୍ଦ୍ର ସାହୁ ସଭାପତି, ଭାଗବତ ମେହେର ସଂପାଦକ
ବୌଦ୍ଧ,୨୩/୭ - ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିୟନ ଓଜେୟୁ ବୌଦ୍ଧଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ବୌଦ୍ଧଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧଜିଲ୍ଲା ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ଇସ୍ତଫାପରେ ସାଙ୍ଗଠାନିକ କର୍ମକର୍ତ୍ତା ପୁନଃ ଚୟନ କରାଯାଇଛି । ସୁକାନ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...