Yearly Archives

2021

ଆଇନଜୀବୀମାନେ ନେଲେ ୨ୟ ଡୋଜ୍‌ ଟିକା

ବ୍ରହ୍ମପୁର : କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ବହୁ ଆଇନଜୀବୀ ସଂକ୍ରମିତ ହୋଇଥିଲେ ହୋଇ କିଛି ଆଇନଜୀବୀଙ୍କ ମୃତ୍ୟୁବରଣ ମଧ୍ୟ କରିଛନ୍ତି । ତେଣୁ ଆଇନଜୀବୀଙ୍କ ସୁରକ୍ଷା ଦୃଷ୍ଟିରୁ ସୁବିଧାରେ ଟିକାକରଣ ବ୍ୟବସ୍ଥା କରିବାକୁ ସଂଘ ସମ୍ପାଦକ ପ୍ରଦୀପ କୁମାର ବେହେରା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗକୁ
Read More...

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌ : ଆଉ ୬୧ ଜୀବନ ନେଲା କରୋନା

ଭୁବନେଶ୍ୱର ୦୯ ।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ବିରୋଧରେ ପ୍ରତିବାଦକରି ବିଜେପି ପକ୍ଷରୁ ବ୍ଳକ ଘେରାଉ

ପାଟଣାଗଡ,୮/୭- ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସଯୋଜନାରେ ପ୍ରାୟ ଏକ ଲକ୍ଷରୁ ଉର୍ଦ୍ଧ୍ୱ ଘର ଆବଣ୍ଟନ ରେ ଅନିୟମିତତା ହୋଇଛି ।ଏଥିରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ପ୍ରତିବାଦରେ ଆଜି ଭାଜପା ପକ୍ଷରୁ ବେଲପଡା ବ୍ଳକ ଘେରାଉ କରାଯାଇଥିଲା । ପୂର୍ବତନ ବିଜେପି ବିଧାୟକ କନକ ବର୍ଦ୍ଧନ
Read More...

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା, ରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ଭୁବନେଶ୍ୱର,୮/୭- ଚଳିତବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣାଯାଇଛି ।
Read More...

ଓଡିଶାର ଅଲମ୍ପିୟାନଙ୍କ ସହିତ କଥା ହୋଇ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ : ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର…

ଭୁବନେଶ୍ୱର,୮/୭- ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍‌ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତିକୁ ବିରୋଧ କରି ଭାଜପାର କଣ୍ଟାମାଳ ବ୍ଲକ ଘେରାଉ: ଟଙ୍କା…

କଣ୍ଟାମାଳ,୮/୭ -ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚାଲିଥିବା ବ୍ୟାପକ ଦୁର୍ନୀତିରେ ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଓ ଯୋଗ୍ୟ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇଦେବା ଦାବୀରେ ଗୁରୁବାର ରାଜ୍ୟ ବିଜେପି ସାଧାରଣ ସଂପାଦିକା ଡଃ.
Read More...

ବିଶ୍ୱ ଜନସଂଖ୍ୟା ସଚେତନତା ପକ୍ଷ ପାଳନ

ସୁବର୍ଣ୍ଣପୁର,୮/୭ -ଜିଲ୍ଲା ମୁଖ୍ୟଚିକିତ୍ସାଳୟ ସୁବର୍ଣ୍ଣପୁର ପରିସରରୁ ବିଶ୍ୱ ଜନସଂଖ୍ୟା ସଚେତନତା ପକ୍ଷ ପାଳନ ଅବସରରେ ବ୍ୟାପକ ସଚେତନତା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମାନସ ରଞ୍ଜନ ଦଣ୍ଡପାଟ ସବୁଜ
Read More...

ବାଲିଗୁଡ଼ାରେ ରଥଯାତ୍ରା ପ୍ରସ୍ତୁତି ବୈଠକ, ବିନା ଭକ୍ତରେ ପାଳନ ହେବ ଯାତ୍ରା

ବାଲିଗୁଡ଼ା,୮/୭: କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଜଗନ୍ନାଥ ମନ୍ଦିରରେ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା । ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରଥଯାତ୍ରା ପ୍ରସ୍ତୁତି ବୈଠକ । ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କେବଳ
Read More...