ବୌଦ୍ଧ ଜିଲ୍ଲାରେ ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ୍ ହେଲା ନିମୋକୋକାଲ୍ କନ୍ଜୁଗେଟ୍ ଟିକା
ବୌଦ୍ଧ,୩୦/୬-ନିମୋନିଆ ଜନିତ ଶିଶୁମୃତ୍ୟୁକୁ ରୋକିବା ପାଇଁ ସାରା ରାଜ୍ୟରେ ନିମୋକୋକାଲ୍ କନ୍ଜୁଗେଟ୍ ଟିକାକୁ ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ୍ କରାଯାଇଛି । ରାଜ୍ୟସ୍ତରରେ ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରିଥିଲେ । ଏ!-->…
Read More...
Read More...