ଲର୍ଡ୍ସରେ ଡେବ୍ୟୁ ମ୍ୟାଚରେ ଶତକ ଅର୍ଜନ କରି ଇତିହାସ ରଚିଲେ ଏହି କ୍ରିକେଟର
ଲର୍ଡ୍ସ : ନ୍ୟୁଜିଲାଣ୍ଡର ଓପନିଂ ବ୍ୟାଟସମ୍ୟାନ ଡେଓ୍ଵନ କନଓ୍ଵେ ବୁଧବାର ଇତିହାସ ରଚିଛନ୍ତି। ନିଜର ପଦାର୍ପଣ ମ୍ୟାଚ୍ରେ ସେ ଦମଦାର ଶତକ ଅର୍ଜନ କରିଛନ୍ତି। ଲର୍ଡ୍ସରେ ଏମିତି କମାଲ କରିବାରେ କନଓ୍ଵେ ଦୁନିଆର ଷଷ୍ଠ ବ୍ୟାଟସମ୍ୟାନ ହୋଇଛନ୍ତି। ଏଥିସହ ପଦାର୍ପଣ ମ୍ୟାଚ୍ରେ ଶତକ ଅର୍ଜନ!-->…
Read More...
Read More...