Sign in
Sign in
Recover your password.
A password will be e-mailed to you.
Yearly Archives
2021
ତେଲ ନଦୀରେ ଭାସି ଯାଉଥିବା ବୃଦ୍ଧା ଉଦ୍ଧାର
ବୌଦ୍ଧ,୩/୬ - ଆଜି ସକାଳେ ମନମୁଣ୍ଡା ନିକଟ ତେଲନଦୀକୁ ଗାଧୋଇବା ପାଇଁ ଯାଇଥିବା ଜଣେ ବୃଦ୍ଧା ଭାସି ଯାଉଥିବା ବେଳେ ବାସୁଦେବ ପାଲି ନିକଟରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ମନମୁଣ୍ଡା ଗ୍ରାମପଞ୍ଚାୟତ ଦେଉଳି ଗ୍ରାମର ହୀରା ରାଜହଂସ (୬୦)!-->…
Read More...
Read More...
ପୁଣି ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ, ଦିନକରେ ୪୨ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ!-->…
Read More...
Read More...
ସୋନୁ ସୁଦଙ୍କ ସତଚେଷ୍ଟା ପରେ ବି ବଞ୍ଚିପାରିଲେନି ୨୫ ବର୍ଷିୟ ଯୁବକ, ଦୁଃଖ ପ୍ରକାଶ କଲେ ଅଭିନେତା
ନିକଟରେ ଅଭିନେତା ସୋନୁ ସୁଦ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି । ସେଥିରେ ସେ ଜଣେ ୨୫ ବର୍ଷର ଯୁବକର ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସୋନୁ ସୁଦ ଏବଂ ତାଙ୍କ ଦଳ ଏହି ଯୁବକଙ୍କୁ ବଞ୍ଚାଇବା ପାଇଁ ଯଥାସମ୍ଭବ ଚେଷ୍ଟା କରିଥିଲେ । କିନ୍ତୁ, ତାଙ୍କର!-->…
Read More...
Read More...
ଇସ୍ରାଏଲରେ କ୍ଷମତା ରାଜନୀତି : ଶେଷ ହେବ ନେତାନ୍ୟାହୁ ଯୁଗ, ବେନେଟ ହେବେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ
ଇସ୍ରାଏଲରେ ଚାଲିଥିବା କ୍ଷମତା ରାଜନୀତିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି । ୮ ବିରୋଧୀ ଦଳଙ୍କ ମଧ୍ୟ ଗଠବନ୍ଧନ ହୋଇଛି । ଫଳରେ ୧୨ ବର୍ଷ ଧରି କ୍ଷମତାରେ ଥିବା ସରକାର ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ପଦ ଯିବା ଥୟ ହୋଇଯାଇଛି । ମାର୍ଚ୍ଚରେ ଅନୁଷ୍ଠିତ!-->…
Read More...
Read More...
ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ୨୪ ଘଣ୍ଟାରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ଜଣ!-->…
Read More...
Read More...
କରୋନା ସଚେତନତା ଅଭିଯାନ
ବୌଦ୍ଧ/ବାଉଁଶୁଣୀ,୨/୬ – ବୌଦ୍ଧବ୍ଲକ ମନୁପାଲି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗାଁ କଲ୍ୟାଣ ସମିତି ଓ ବେସରକାରୀ ସଂସ୍ଥା "ଚନ୍ଦ୍ରମା’ ର ମିଳିତ ଆନୁକୂଲ୍ୟରେ କରୋନା ସଚେତନତା ଅଭିଯାନ ଆଜି ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯାନଟିକୁ "ଚନ୍ଦ୍ରମା’ ର ଉପସଭାପତି କରୁଣାକର ଘଣ୍ଟୁଆଳ ଉଦଘାଟନ!-->…
Read More...
Read More...
ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି ଟଙ୍କା
ଭୁବନେଶ୍ୱର,୨/୬- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି!-->…
Read More...
Read More...
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨/୬- ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ୱ ଭାବରେ ବର୍ଣ୍ଣନା!-->…
Read More...
Read More...
ଦୁଇ ବାଇକ ମଧ୍ୟରେ ଧକ୍କା, ଉଭୟ ବାଇକ ଚାଳକ ଗୁରୁତର
ବୌଦ୍ଧ/ବାଉଁଶୁଣୀ,୨/୬ - ଆଜି ସନ୍ଧ୍ୟା ସମୟରେ ଜାତୀୟ ରାଜପଥ ନମ୍ବର ୫୭ର ବାଉଁଶୁଣୀ ଡିମିରିପାଲି ଛକ ନିକଟରେ ଦୁଇଟି ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଦୁଇ ଜଣ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଯୁବକ ଦ୍ୱୟ ହେଲେ ଡିମିରିପାଲି ଗ୍ରାମର ହିମାଂଶୁ ଲୁହା(୪୫) ଓ ମଙ୍ଗଲାମୁଣ୍ଡା ଗ୍ରାମର!-->…
Read More...
Read More...