ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 500 ଟଙ୍କା ଲେଖାଏଁ ଦାନ କରିବେ ଶିକ୍ଷକ
ବୌଦ୍ଧ ,୨/୬- ବୌଦ୍ଧ ବ୍ଲକରେ କାର୍ଯ୍ୟରତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରିବା ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଜଣା ପଡିଛି l ପ୍ରତି ଶିକ୍ଷକ ମାନଙ୍କ ଠାରୁ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ!-->…
Read More...
Read More...