ବୌଦ୍ଧ: ଆଜି ୪ କରୋନା ପଜିଟିଭ ଚିହ୍ନଟ
ବୌଦ୍ଧ,୧୩/୪- ଆଜି ବୌଦ୍ଧ ଜିଲ୍ଲାରେ ପୁଣି ନୂତନ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ନୂତନ ୪ କରୋନା ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ବର୍ତ୍ତମାନସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪୨ ରେ ପହଞ୍ଚିଛି । ସିଡିଏମଓ!-->…
Read More...
Read More...