ପୋଲିସ୍ ବେଶରେ ଡକାୟତି ଉଦ୍ୟମ ଘଟଣା, ଅସଲି ପୋଲିସ ପଞ୍ଝାରେ ପୁଣି ଦୁଇଜଣ ନକଲି ପୋଲିସ
ବାଲିଗୁଡ଼ା,୭/୪: ବାଲିଗୁଡ଼ା ପୋଲିସକୁ ପୁଣି ଏକ ସଫଳତା । ପୁଣି ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ଫେକ୍ ପୋଲିସ୍ ଅଫିସରକୁ ଗିରଫ କରିଥିବାବେଳେ ଅନ୍ୟ!-->…
Read More...
Read More...