ବେଲଘର ବନାଞ୍ଚଳରେ ବାଘ ଆତଙ୍କ, ବଳଦକୁ ବାଘ ଖାଇଥିବା ଅଭିଯୋଗ
ବାଲିଗୁଡ଼ା,୨୬/୩: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି । ବେଲଘର ବନାଞ୍ଚଳର ଗୁମା ସେକ୍ସନ ଅନ୍ତର୍ଗତ ତଗାପାଙ୍ଗା ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ବନବିଭାଗ ନିକଟରେ । ବଳଦ ମାଲିକ ସୁରେଶ୍ୱର ମଲ୍ଲିକଙ୍କ!-->…
Read More...
Read More...