ସ୍ୱେଚ୍ଛାସେବୀ ସଂଗଠନ ‘ସୁରକ୍ଷା’ର ମୁଖ୍ୟଙ୍କ ପରଲୋକ
ପାରଳାଖେମୁଣ୍ଡି,୨୧/୩‐ ଗଜପତି ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ସୁରକ୍ଷାର ମୁଖ୍ୟ ଏସ୍ .ମୋତିଲାଲ ରେଡ୍ଡୀଙ୍କ ନିଜ ପୁରୁଣାପାଟଣା ବାସଭବନଠାରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା । ଦୀର୍ଘ ଦୁଇ ଦଶନ୍ଧି ଧରି ଗଜପତି ଜିଲ୍ଲାର ବିଭିନ୍ନ ପଛୁଆ ବ୍ଲକ!-->…
Read More...
Read More...