Yearly Archives

2021

ଘୁ.ଉଦୟଗିରିରେ ସ୍ମାର୍ଟ କାର୍ଡ ବିତରଣ କାର୍ଯ୍ୟକ୍ରମ

ଘୁ ଉଦୟଗିରି : ଘୁ ଉଦୟଗିରି ହାତିଶାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ଆଜି ବିଜୁ ସ୍ୱାସ୍ଥ୍ୟ ବୀମା ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଆଇଟି ଏବଂ
Read More...

ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର: ସୋନପୁର ସଦର ବ୍ଲକର ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ
Read More...

୧୮୭୨ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କମିଟି ବୈଠକରେ ୮ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନୀତିଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୮୭୨.୧୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ
Read More...

କିଟ୍‍ ଓ କିସ୍‍ ହକି ଷ୍ଟାଡିଅମରେ ହେବ FIH ଓଡ଼ିଶା ପୁରୁଷ କନିଷ୍ଠ ବିଶ୍ୱକପ୍‍ ୨୦୨୧ ତାଲିମ୍‍ ଓ ଅଭ୍ୟାସ

ଭୁବନେଶ୍ୱର, ୨୧ ।୧୧: ଏଫ୍‍ଆଇଏଚ୍‍ ଓଡ଼ିଶା ପୁରୁଷ କନିଷ୍ଠ ବିଶ୍ୱକପ୍‍ ଭୁବନେଶ୍ୱର ୨୦୨୧ ନଭେମ୍ବର ୨୪ରୁୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ କିଟ୍‍ ଓ କିସ୍‍ର ହକି ଷ୍ଟାଡିଅମରେ ସମସ୍ତ ଅଭ୍ୟାସ ଓ ତାଲିମ୍‍ ମ୍ୟାଚ୍‍ଗୁଡ଼ିକ ଅନୁଷ୍ଠିତ ହେବ । ଏହି ବିଶ୍ୱକପ୍‍ ପାଇଁ ଭାରତ
Read More...

ଭିଜିଲାନ୍ସ ଜାଲରେ ଆଇସିଡିଏସର ସୁପର ଭାଇଜର

ନୂଆପଡା : ଭିଜିଲାନ୍ସ ଜାଲରେ ଆଇସିଡିଏସର ସୁପର ଭାଇଜର । ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଚାଟିଆଗୁଡା ସେକ୍ଟର ସୁପରଭାଇଜର ହର୍ଶମଣୀ ଦେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନବାଡି କର୍ମୀ ଭାବେ ନିଯୁକ୍ତି କରାଇ ଦେବା ପାଇଁ କହି ୮୦
Read More...

ରନ୍ଧନ ଗ୍ୟାସ ଦରବୃଦ୍ଧି ନେଇ ପିପିଲିରେ ବିଜେଡିର ପ୍ରତିବାଦ

ପୁରୀ : ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁକୁ ଓହ୍ଲାଇ ପ୍ରତିବାଦ କରିଛି ବିଜେଡ଼ି । ରାଜ୍ୟ ବ୍ୟାପୀ ଏହି ପ୍ରତିବାଦ କରାଯାଉଥିବା ବେଳେ ପିପିଲିରେ ମଧ୍ୟ ଏହା କରିଛି ବିଜେଡ଼ି । ଛାତ୍ର, ଯୁବ ଓ ମହିଳା ବିଜେଡ଼ିର ଶତାଧିକ କର୍ମୀ ପିପିଲି ଚର୍ଚ୍ଚ ଛକରୁ ଶୋଭାଯାତ୍ରାରେ
Read More...

ଫୁଲବାଣୀରେ ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ

ଫୁଲବାଣୀ: ସୋମବାର ହେଲିକପ୍ଟର ଯୋଗେ କନ୍ଧମାଳ ଗସ୍ତରେ ଆସି ଫୁଲବାଣୀର କନ୍ଧମାଳ ଷ୍ଟାଡିୟମଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଥିଲେ । ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ନିଜର ତଥା ନିଜ
Read More...

କନ୍ଧମାଳରେ ପ୍ରତିଷ୍ଠା ହେବ ମେଡିକାଲ କଲେଜ ଓ ହସ୍ପିଟାଲ

ଭୁବନେଶ୍ୱର: ଦିନିକିଆ କନ୍ଧମାଳ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହି ଜିଲ୍ଲାର ସାଢେ ୬ଲକ୍ଷ ଲୋକ ଏହି ଯୋଜନାରେ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ
Read More...

୩ ରାଜଧାନୀ ବିଲ୍‌ ପ୍ରତ୍ୟାହାର କଲେ ଆନ୍ଧ୍ର ସରକାର

ହାଇଦ୍ରାବାଦ: ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ ଆନ୍ଧ୍ର ପ୍ରଦେଶ ସରକାର ବିବାଦୀୟ ୩ ରାଜଧାନୀ ବିଲ୍‌କୁ ଆଜି ପ୍ରତ୍ୟାହାର କରିଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଆଜି ବିଧାନସଭା କମ୍ପ୍ଲେକ୍ସରେ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ୩ ରାଜଧାନୀ ଗଠନ ପାଇଁ ଆଗତ
Read More...

ତେତେଲେଙ୍ଗା ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଓ ଅଭିଭାବକ ସଂଘ ବୈଠକ

ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ବ୍ଲକ ତେତେଲେଙ୍ଗା ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଶିକ୍ଷକ ଓ ଅଭିଭାବକ ସଂଘ ବୈଠକରେ ଅଭିଭାବକ ପ୍ରତିନିଧି ଅଞ୍ଜନ କୁମାର ପ୍ରଧାନ ଅଧକ୍ଷତା କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସ୍ୱାଧୀନ ବିଶ୍ୱାଳ ସଭା ପରିଚାଳନା କରିଥିଲେ । ସେହିପରି ଅଧକ୍ଷ
Read More...