Monthly Archives

January 2022

୧୦ରୁ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ଆଶଙ୍କା କରାଯାଉଛି । ସେହିପରି ପଶ୍ଚିମଓଡିଶାର ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପଶ୍ଚିମା ଝଡ ପ୍ରଭାରେ ୧୦
Read More...

ଜିଲ୍ଲପାଳ ଅଫିସରେ ଭଙ୍ଗାରୁଜା କଲେ ବିଜେପି କର୍ମୀ

ଭଦ୍ରକ : ଓବିସିମାନଙ୍କ ପାଇଁ ସଂରକ୍ଷଣ କରିବା, ଭୋଟର ତାଲିକାରେ ଜାଲିଆତି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସରଂକ୍ଷଣ ତାଲିକାରେ ବ୍ୟାପକ ଭାବେ ବେଆଇନ କାର୍ଯ୍ୟ କରାଯାଇଥିବା ଦାବିରେ ଭଦ୍ରକ ବିଜେପି ପକ୍ଷରୁ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି । ଏହି
Read More...

ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଜଳେଶ୍ବର : ବାଇକକୁ ପଛପଟୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ । ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲ୍ଲା ତାଳବଣିଆଠାରେ ଦୁର୍ଘଟଣା ଘଟିଛି । ଉତ୍ତ୍ୟକ୍ତ ଲୋକ ରାସ୍ତା ରୋକ କରିଛନ୍ତି । ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ରାଜ୍ୟ
Read More...

ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ତ୍ରୁଟିକୁ ନେଇ ଚିନ୍ତା ବ୍ୟକ୍ତ କଲେ ରାଷ୍ଟ୍ରପତି । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଖବର
Read More...

ଆମ୍‌ ଆଦ୍‌ମି ପାର୍ଟିର ନୂତନ ଜିଲ୍ଲା କାର୍ଯ୍ୟାଳୟ ଉଦଘାଟିତ

ପାରଳାଖେମୁଣ୍ଡି : ଆମ୍‌ ଆଦ୍‌ମି ପାର୍ଟି ଗଜପତି ଜିଲ୍ଲା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କରଣ ସାହିରେ ନୂତନ ଜିଲ୍ଲା କାର୍ଯ୍ୟାଳୟ ଉଦ୍‌ଘାଟନ ହୋଇଯାଇଛି । ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଆବାହକ ସୁବାସ
Read More...

ଅନୁଷ୍ଠିତ ହେଲା ମାଟ୍ରିକ ସମେଟିଭ ପରୀକ୍ଷା,୧୪୩ ଛାତ୍ରଛାତ୍ରୀ ଅନୁପସ୍ଥିତ

ଦଶପଲ୍ଲା : ଗତକାଲି ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ମାଟ୍ରିକ ପରୀକ୍ଷାର୍ଥୀ ମାନଙ୍କୁ ନେଇ ପରୀକ୍ଷା କରାଯାଇଥିଲା । ନୂତନ ପଦ୍ଧତି ଅନୁଯାୟୀ ସମେଟିଭ ଆସେସ୍‌ ମେଣ୍ଟ -୧ ର ଗଣିତ ବିଷୟ ଉପରେ ପରୀକ୍ଷା କରାଯାଇଥିଲା । ଦଶପଲ୍ଲା ଏନ୍‌ଏସି ଅନ୍ତର୍ଗତ ସମସ୍ତ ବିଦ୍ୟାଳୟରୁ ମୋଟ ୨୦୩୭ ଜଣ
Read More...

ମିଶନ୍‌ ଶକ୍ତି ଗୃହର ଶିଳାନ୍ୟାସ କଲେ ମନ୍ତ୍ରୀ ଅରୁଣ ସାହୁ

ଦଶପଲ୍ଲା : ଓଡ଼ଗାଁ ବ୍ଲକ ପରିସରରେ ବ୍ଲକସ୍ତରୀୟ ମିଶନ ଶକ୍ତି ମହାସଂଘ ଭବନର ଶିଳାନ୍ୟାସ କରିଛନ୍ତି ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ । ବୁଧବାର ଅପରାହ୍ନରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଗହଣରେ ଆସି ଭିତ୍ତିପ୍ରସ୍ତର ସ୍ଥଳକୁ ଆସି ଶୁଭ ଦେଇଥିଲେ । ଏହି ଅବସରରେ ମନ୍ତ୍ରୀ
Read More...

ରାଜ୍ୟରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଓମିକ୍ରନ ନେଲା ପ୍ରଥମ ମୁଣ୍ଡ । ମୃତକ ଜଣକ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତକ ମହଳା ଜଣକ ବଲାଙ୍ଗିର ଜିଲ୍ଲା ଆଗଲପୁରର ବୋଲି ଜଣାପଡିଛି । ମୃତକ ମହିଳା ଓମିକ୍ରନ ଆକ୍ରାନ୍ତ ଥିବା ବଲାଙ୍ଗିର ସିଡିଏମଓ ଡ଼. ସ୍ନେହଲତା ସାହୁ ସୂଚନା ଦେଇଛନ୍ତି । ଗତ ୨୭
Read More...

ମହିଳା କ୍ରିକେଟ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚଳିତ ବର୍ଷ ନ୍ୟୁଜିଲ୍ୟାଣ୍ଡରେ ଆୟୋଜିତ ହେବାକୁ ଥିବା ମହିଳା ବିଶ୍ୱକପ ପାଇଁ କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ଭାରତୀୟ ଦଳ ଘୋଷଣା କରିଛି । ମାର୍ଚ୍ଚ ୪ ରୁ ଏପ୍ରିଲ ୩ ପର୍ଯ୍ୟନ୍ତ ହେବାକୁ ଥିବା ଆଇସିସି ଦିନିକିଆ ବିଶ୍ୱକପ ପାଇଁ ଘୋଷିତ ୧୫ ଜଣ ଭାରତୀୟ ମହିଳା
Read More...

ପ୍ରିଣ୍ଟିଂ ମିଲରେ ଗ୍ୟାସ୍ ଲିକ୍, ୬ ମୃତ

ସୁରତ : ଗୁଜୁରାଟର ସୁରଟରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ ପ୍ରିଣ୍ଟିଂ ମିଲରେ କେମିକାଲ୍ ଲିକ୍ ହେତୁ ୬ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାରେ ୨୦ ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ସ୍ଥାନୀୟ ପୋଲିସକୁ ଦିଆଯାଇଛି। ଉଦ୍ଧାର
Read More...