Monthly Archives

January 2022

ନବ ନିଯୁକ୍ତ ଆଇଏଏସ୍‌ ଅଧିକାରୀମାନେ ଶ୍ରୀଜିଉଙ୍କୁ ଦର୍ଶନ କଲେ

ପୁରୀ: ନୂତନ ଭାବେ ନିଯୁକ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ମାନେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଭାରତ ଦର୍ଶନ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏହି ଅଧିକାରୀ ଆଜି ପୁରୀରେ ପହଞ୍ଚିଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ, ଉପ ଜିଲ୍ଲାପାଳ
Read More...

କରୋନା କଟକଣା ଭିତରେ ଆଜିଠୁ ଦଶମ ସମେଟିଭ ପରୀକ୍ଷା ଆରମ୍ଭ

ଗଣିଆ : ଓମିକ୍ରନ୍‌ର ଆଶଙ୍କା ଭିତରେ ଆଜିଠାରୁ ଆରମ୍ଭ ହେଇଛି ଦଶମ ଶ୍ରେଣୀର ସମେଟିଭ ପରୀକ୍ଷା । ଆଜି ପ୍ରଥମ ସିଟିଂରେ ଓଡିଆ ବିଷୟରେ ପରୀକ୍ଷା ଦେଇଥିବା ବେଳେ ଦ୍ୱିତୀୟ ସିଟିଂରେ ଛାତ୍ରଛାତ୍ରୀମାନେ ଗଣିତ ବିଷୟରେ ପରୀକ୍ଷା ଦେଇଛନ୍ତି । ସକାଳ ୧୦ଟାରୁ ୧୧ଟା ଓ ଦିନ ୧୨ଟାରୁ ଗୋଟାଏ ଯାଏଁ ଏଭଳି
Read More...

ବୌଦ୍ଧ ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ

ବୌଦ୍ଧ:ବୌଦ୍ଧ ଜିଲ୍ଲାରେ ଚଳିତ ବର୍ଷର ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ କରାଯାଇଅଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲାର ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ
Read More...

କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ପୁରୀ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର,
Read More...

ସ୍କୁଲ ଓ କଲେଜ କ୍ଲାସ ବନ୍ଦ, ଅନଲାଇନରେ ହେବ ପାଠପଢା

ଭୁବନେଶ୍ୱର : ଦେଶରେ ପୁଣି କରୋନା ଦ୍ରୁତ ଗତିରେ ବଢୁଥିବାରୁ ରାଜ୍ୟ ସରକାର ମାର୍ଗ ଦର୍ଶିକା ଜାରି କରିଛନ୍ତି । ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ ନାଇଟ କର୍ଫ୍ୟୁ ଲାଗୁ ହେବ । ଆଗରୁ ଏହା ରାତି ୧୦ଟାରୁ ସକାଳ ୫ଟା ଥିଲା ।ସେହିପରି ମାଟ୍ରିକ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ତେବେ
Read More...

ରାଜ୍ୟର ସମସ୍ତ ସହରାଞ୍ଚଳରେ ଏଣିକି ରାତି ୯ଟାରୁ ନାଇଟ୍‌କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା । ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ନେଇ ନୂଆ ଗାଇଡଲାଇନ୍‌ ଜାରି କରିଛନ୍ତି । ରାଜ୍ୟର ସମସ୍ତ ସହରାଞ୍ଚଳରେ ଏଣିକି ରାତି ୯ଟାରୁ ନାଇଟ୍‌କର୍ଫ୍ୟୁ
Read More...

ଭାରତ ୨୬୬ରେ ଅଲଆଉଟ୍‌, ଦ.ଆଫ୍ରିକାକୁ ବିଜୟ ଲକ୍ଷ୍ୟ ୨୪୦

ଜୋହାନ୍ସବର୍ଗ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଜୋହାନ୍ସବର୍ଗରେ ଖେଳାଯାଉଛି । ତୃତୀୟ ଦିନରେ ଭାରତ ଦ୍ୱିତୀୟ ଇନିଂସରେ ୨୬୬ ରନ ଅଲଆଉଟ୍‌ ହୋଇଯାଇଛି । ଏହି ଟେଷ୍ଟ ମ୍ୟାଚ୍‌ ଜିତିବା ପାଇଁ ଦକ୍ଷିଣ ଆଫ୍ରିକାକୁ ୨୪୦ ରନ୍‌
Read More...

ଆଇସିସି ଟେଷ୍ଟ ର‍୍ୟାଙ୍କିଙ୍ଗ, ରାହୁଲଙ୍କୁ ଜବରଦସ୍ତ ଫାଇଦା

ଦୁବାଇ : ଆଜି ପ୍ରକାଶ ପାଇଛି ଆଇସିସିର ତାଜା ଟେଷ୍ଟ ମାନ୍ୟତା ତାଲିକା । ଏଥିରେ ଭାରତୀୟ ଖେଳାଳିମାନଙ୍କୁ ଖୁବ ଉଲ୍ଲେଖନୀୟ ଫାଇଦା ମିଳିଛି । ଅଧିନାୟକ କେଏଲ ରାହୁଲ ୧୮ଟି ପାହାଚ ଅତିକ୍ରମ କରି ତାଲିକାର ୩୧ତମ ସ୍ଥାନରେ ପହଞ୍ଚିଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚରେ ଶତକୀୟ
Read More...

ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଏହି କ୍ରମରେ ଆଜି ପୁଣି ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ୨୪ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ବିଦେଶ ଫେରନ୍ତା ବୋଲି ଜଣାପଡିଛି
Read More...

ସୁବର୍ଣ୍ଣପୁର ଜିଲ୍ଲା ଗ୍ରନ୍ଥାଗାରରେ ଯୁବାବର୍ଗଙ୍କ ପାଇଁ କ୍ୟାରିଅର କାଉନସେଲିଂର ଦ୍ୱିତୀୟ ବୈଠକ

ସୁବର୍ଣ୍ଣପୁର: ଜିଲ୍ଲାର ଯୁବାବର୍ଗଙ୍କ ଉନ୍ନତ ଭବିଷ୍ୟତ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସଂସ୍କୃତି ଭବନରେ ସ୍ଥାପିତ ନୂତନ ଜିଲ୍ଲା ଗ୍ରନ୍ଥାଗାରରେ କ୍ୟାରିଅର କାଉନସେଲିଂର ଦ୍ୱିତୀୟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ
Read More...