Monthly Archives

February 2022

ନିର୍ବାଚନ ପାଇଁ ଜିଲ୍ଲାପାଳଙ୍କ ମୋହନା ବ୍ଲକ ଗସ୍ତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିଚାଳନାର ବିଭିନ୍ନ ଭିତ୍ତିଭୂମି ତଦାରଖ କରିବା ପାଇଁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ନିର୍ବାଚନ ସାମଗ୍ରୀ ବିତରଣ କେନ୍ଦ୍ର ଓ ଷ୍ଟ୍ରଙ୍ଗରୁମ ପରିଦର୍ଶନ କରିଛନ୍ତି । ଜିଲ୍ଲାପାଳ ମୋହନା ବ୍ଲକ ଓ ପଞ୍ଚାୟତ ନିର୍ବାଚନ…
Read More...

ଆଇପିଏଲ ନିଲାମରେ ବଡ ଭୁଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ, ଯାହା ଭରଣ କରିବା ମୁସ୍କିଲ

ମୁମ୍ବାଇ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ର ମେଗା ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ୨୧ ଖେଳାଳି କିଣିଥିବାବେଳେ ଚାରିଜଣ ଖେଳାଳିଙ୍କୁ ରିଟେନ କରିଥିଲେ । ୪ ଖେଳାଳିଙ୍କୁ ରିଟେନ କରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ ପର୍ସରେ ୪୮ କୋଟି ଟଙ୍କା ଥିଲା । ସେଥରୁ ୧୫.୨୫ କୋଟି ଟଙ୍କାରେ…
Read More...

ଅସୁରକ୍ଷିତ ଭୋଟ ଦାନ କେନ୍ଦ୍ର ବରପିଟା ପ୍ରାଥମିକ ବିଦ୍ୟାଳୟ

ପାଟଣାଗଡ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ପୁଣି ଥରେ ଚର୍ଚ୍ଚାରେ ବରପିଟା ପ୍ରାଥମିକ ବିଦ୍ୟାଳୟ ତଥା ୱାର୍ଡସ୍ତରୀୟ ମତଦାନ କେନ୍ଦ୍ର । ଅନେକ ସମୟରେ ଚର୍ଚ୍ଚାର ପରିସର ଆସିଥିବା ଏହି ବିଦ୍ୟାଳୟରେ ଆଗାମୀ ୧୬ ତାରିଖ ଦିନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ହେବ । କିନ୍ତୁ…
Read More...

ଗ୍ରାହକ ବେଶରେ ମାଡ଼ିବସିଲା ବନବିଭାଗର ସ୍ୱତନ୍ତ୍ର ଟିମ୍‌; ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ତୁମୁଡ଼ିବନ୍ଧ ବନାଞ୍ଚଳର କୁର୍ତ୍ତମଗଡ଼ ସେକ୍ସନର ମାଙ୍ଗାପାଙ୍ଗା ଅଞ୍ଚଳରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ଘଟଣାରେ ୨ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛି…
Read More...

ପଞ୍ଚାୟତ ଭୋଟ ପାଇଁ ଛୁଟି ଘୋଷଣା,ଉଭୟ ସରକାରୀ ଓ ବେସରକାରୀ ସଂସ୍ଥା ପାଇଁ ଲାଗୁ ହେବ ନିୟମ

ଭୁବନେଶ୍ୱର: ପଞ୍ଚାୟତ ଭୋଟ ପାଇଁ ଛୁଟି ଘୋଷଣା । ଭୋଟ ପାଇଁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ମତଦାନ ପାଇଁ ସମସ୍ତ କର୍ମଚାରୀଙ୍କୁ ମିଳିବ ଛୁଟି । ଭୋଟ ଦିନ ସବୈତନିକ ଛୁଟି ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସରକାରୀ ଓ ବେସରକାରୀ ସଂସ୍ଥା ପାଇଁ ଲାଗୁ…
Read More...

ଭିଜିଲାନ୍ସ ଜାଲରେ ନୂଆଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ନୂଆଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି । ଏରିଏର ଟଙ୍କା କରାଇ ଦେବା ପାଇଁ କ୍ଷୀରୋଦ ଚନ୍ଦ୍ର ନାୟକ ନାମକ ଜଣେ ଶିକ୍ଷକଙ୍କଠାରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକ ୩୦ ହଜାର…
Read More...

୧୬ରେ ବର୍ଷା ସମ୍ଭାବନା

ବଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ଲାଗି ରହିଛି । ହେଲେ ରାଜ୍ୟରେ ଆସନ୍ତା ୨ଦିନ ଭିତରେ ଶୀତର ପ୍ରକୋପ ହ୍ରାସ ପାଇବ ।  ଆସନ୍ତା ୧୬ ତାରିଖରେ ପଶ୍ଚିମ ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ ପ୍ରଭାବରେ ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ…
Read More...

ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି

କଟକ: ଆଜି ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଆଇନଜୀବୀ ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ଏମ. ଏସ ରମଣ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି ତିନି ନୂଆ ବିଚାରପତି । ୩ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ ଏସ.…
Read More...

ଭିଜିଲାନ୍ସ ପଞ୍ଝାରେ ମୁଖ୍ୟ ଇଲେକ୍ଟ୍ରିକାଲ ଇନ୍ସପେକ୍ଟର

ସମ୍ବଲପୁର: ଭିଜିଲାନ୍ସ ଜାଲରେ ମୁଖ୍ୟ ଇଲେକ୍ଟ୍ରିକାଲ ଇନ୍ସପେକ୍ଟର । ସମ୍ବଲପୁର ଜିଲ୍ଲା ମୁଖ୍ୟ ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ସୁନିଲ କୁମାର ପଣ୍ଡା ଏବେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ…
Read More...

ବାତଜ୍ୱର ଔଷଧସେବନ କାର୍ଯ୍ୟକ୍ରମ ଶୁଭାରମ୍ଭ

ଗଣିଆ : ପୂର୍ବାହ୍ନରେ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି । ଗଣିଆ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରର ସ୍ୱାସ୍ଥ୍ୟ ଅଧିକାରୀ ମଧୁସୂଦନ ଦାସ ଆନୁଷ୍ଠାନିକ ଭାବେଏହି କାଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି କାଯ୍ୟକ୍ରମ ଫେବୃଆରୀ…
Read More...