Monthly Archives

February 2022

ସପା ଜାରି କଲା ନିର୍ବାଚନୀ ଇସ୍ତାହାର : ମହିଳା, କୃଷକ ଓ ଯୁବକଙ୍କୁ ଦେଲେ ଲୋଭନୀୟ ପ୍ରତିଶ୍ରୁତି

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି ମଙ୍ଗଳବାର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ନିଜର ଇସ୍ତାହାର ଘୋଷଣା କରିଛି । ଏଥିରେ କୁହାଯାଇଛି ଯେ, ଦଳ ଜିତିଲେ ଆଗାମୀ ୫ ବର୍ଷରେ ସମସ୍ତ ଫସଲ ପାଇଁ ଏମଏସପି ଯୋଗାଇ ଦିଆଯିବ ଏବଂ ୧୫ ଦିନ ମଧ୍ୟରେ ଆଖୁ ଚାଷୀଙ୍କୁ ଦେୟ ନିଶ୍ଚିତ କରାଯିବ । ମାଗଣା…
Read More...

ଆସନ୍ତାକାଲି ଦ୍ୱିତୀୟ ଦିନିକିଆ, ସିରିଜ କବ୍‌ଜା ଲକ୍ଷ୍ୟରେ ଭାରତ

ଅହମ୍ମଦାବାଦ :ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଭାରତ ପ୍ରଥମ ମ୍ୟାଚ ଜିତି ସିରିଜରେ ୧-୦ରେ ଆଗୁଆ ରହିଛି । ଏହି ସିରିଜର ଦ୍ୱିତୀୟ ମ୍ୟାଚ୍‌ ବୁଧବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ, ଯେଉଁଠାରେ ଟିମ୍‌ ଇଣ୍ଡିଆ ଏକ ଅପ୍ରତ୍ୟାଶିତ ଅଗ୍ରଣୀ ନେଇ ସିରିଜ୍‌ ହାସଲ…
Read More...

୧୨ରୁ ଭୁବନେଶ୍ୱରରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୮/୨ : ଭୁବନେଶ୍ୱରରେ ଆଗାମୀ ୧୨ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ଼ କଟକଣା ମଧ୍ୟରେ ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣ ଲାଗି ଗତ କିଛି ଦିନ ହେଲା ବନ୍ଦ ରହିଥିଲା ଧର୍ମାନୁଷ୍ଠାନ । ରାଜ୍ୟରେ ଗତ କିଛି ହେଲା…
Read More...

ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର, ସମାଜ ପରିବର୍ତ୍ତନରେ ଗଣମାଧ୍ୟମର ଭୂମିକା

ଜି. ଉଦୟଗିରି : ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜି. ଉଦୟଗିରି ସାମ୍ବାଦିକ ସଂଘର ଆୟୋଜନ ଓ ସ୍ୱେଚ୍ଛାସେବୀ ସଙ୍ଗଠନ ୱାର୍ଡ଼ର ସହଯୋଗରେ କନ୍ଧମାଳ ଜିଲ୍ଲା ସାମ୍ବାଦିକଙ୍କ ମଧ୍ୟରେ ଏକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ପାରଳାଖେମୁଣ୍ଡି ସରସ୍ୱତୀ ଶିଶୁ ମନ୍ଦିର ତରଫରୁ ଭାରତ ରତ୍ନ ଲତାଙ୍କ ଉଦ୍ଦେଶ୍ୟରେ ନୀରବ କ୍ୟାଣ୍ଡେଲ ଶୋଭାଯାତ୍ରା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଭାରତ ରତ୍ନ ଲତା ମଙ୍ଗେସକରଙ୍କ ମୃତ୍ୟୁରେ ନୀରବ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରା ଯାଇଥିଲା । ଛାତ୍ରଛାତ୍ରୀ ମାନେ ସରସ୍ୱତୀ ଶିଶୁ ମନ୍ଦିରଠାରୁ ବାହାରି…
Read More...

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି,5 ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟ ବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ୟ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର…
Read More...

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ ସାମ୍ବାଦକଙ୍କୁ ସହିଦ ମାନ୍ୟତା ପାଇଁ ଜିଲ୍ଲାପଳଙ୍କୁ ଦାବିପତ୍ର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ତରଫରୁ କଳାହାଣ୍ଡି ଜିଲ୍ଲାର ମ.ରାମପୁର ବ୍ଲକ ଅଞ୍ଚଳରେ ଗତ ୫ ତାରିଖରେ ମାଓବାଦୀମାନଙ୍କ ଦ୍ୱାରା ବିଛା ଯାଇଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ମୋହନଗିରିର ସାମ୍ୱାଦିକ ରୋହିତ ବିଶ୍ୱାଳଙ୍କ ପ୍ରାଣହାନୀ ଓ ତତ୍‌ ସଂଲଗ୍ନ ୬ଦଫା…
Read More...

ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ବର: କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍ସାମିନେସନ(ସିଆଇଏସ୍‌ସିଇ) ଦ୍ବାରା ପରିଚାଳିତ ବିଦ୍ୟାଳୟଗୁଡ଼ିକର ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି(ଦ୍ବାଦଶ) ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସେମିଷ୍ଟର-୧ ପରୀକ୍ଷା ଫଳ ପ୍ରକାଶ ପାଇଛି। ପୂର୍ବାହ୍ନରେ ଫଳ ପ୍ରକାଶ ପରେ…
Read More...

ଛାତ୍ର ବୟସରେ ଚିନ୍ମୟଙ୍କ ସମାଜସେବା ନିଶା

କିଆକଟା : ଆଜିର ବ୍ୟସ୍ତବହୁଳ ଜୀବନ ଭିତରେ ମଣିଷ କେବଳ ନିଜ ସ୍ୱାର୍ଥ ପଛରେ ଦୌଡୁଥିବା ଦେଖିବାକୁ ମିଳୁଛି । ନିଜ ବ୍ୟବସାୟ, କାର୍ଯ୍ୟାଳୟ, ପରିବାରିକ ସମସ୍ୟା ଭିତରେ ଛନ୍ଦି ହୋଇ ସମାଜ ଏବଂ ସାମାଜିକ କର୍ତ୍ତବ୍ୟକୁ ଭୁଲି ଯାଉଛନ୍ତି ଆଜିର ଯୁବପୀଢି । କିନ୍ତୁ ଆଜିବି ଏମିତି କିଛି ଯୁବକ…
Read More...

ଲତାଙ୍କୁ ଝୁରୁଛନ୍ତି ସୋଏବ ଅଖତର, କହିଲେ ରହିଗଲା ବଡ ଅବଶୋଷ

ନୂଆଦିଲ୍ଲୀ: ଆଉ ନାହାନ୍ତି ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର । ଭାରତ ରତ୍ନ ହରାଇଛି ଭାରତ । ହେଲେ ତାଙ୍କ ସମସ୍ତ କଥାକୁ ମନେ ପକାଉଛନ୍ତି ପ୍ରିୟଜନ । ଏହାରି ଭିତରେ ନଜର ଆସିଛି ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ୍ ଅଖତରଙ୍କ କଥା । ଶୋଏବ ଲତାଙ୍କୁ ମନେପକାଇ ତାଙ୍କ ପ୍ରଶଂସକଙ୍କ ସହ…
Read More...