Monthly Archives

February 2022

ବଜେଟ : ଏଣିକି ଡାକଘର ଓ ବ୍ୟାଙ୍କ ଆକାଉଣ୍ଟ ମଧ୍ୟରେ ହୋଇପାରିବ ଅନଲାଇନ ଟଙ୍କା ଟ୍ରାନ୍ସଫର

ନୂଆଦିଲ୍ଲୀ : କରୋନା ଅବଧିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ୱିତୀୟ ଥର ପାଇଁ ସାଧାରଣ ବଜେଟ୍‌ ଉପସ୍ଥାପନ କରୁଛନ୍ତି । ଏହି ସମୟରେ ସେ ଡାକ ବିଭାଗର ଡିଜିଟାଇଜେସନ୍‌ ଉପରେ ଗୁରୁତ୍ୱାରୋପ କରିଛନ୍ତି । ସେ କହିଛନ୍ତି ଯେ ଡାକଘରଗୁଡ଼ିକ ବର୍ତ୍ତମାନ ସମ୍ପୂର୍ଣ୍ଣ ଡିଜିଟାଲ୍‌ ହେବ ।…
Read More...

ବଜେଟରେ କୃଷକମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ : ଆଜି ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ୨୦୨୨-୨୩ ଆର୍ଥିକ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ଚାଷୀଙ୍କୁ ଡିଜିଟାଲ ସେବା ଦିଆଯିବ, ତୈଳବୀଜ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ ଅଭିଯାନ ଆରମ୍ଭ ହେବ । ଏହା ବ୍ୟତୀତ ରାସାୟନିକ ମୁକ୍ତ…
Read More...

ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର

ପୁରୀ : ଆଜି ଠାରୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ୨୦ ଦିନର ବ୍ୟବଧାନ ପରେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ହୋଇଛି ମିଳନ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ଜାନୁଆରୀ ୧୦ ତାରିଖରୁ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା । ଏବେ ସଂକ୍ରମଣ ସ୍ଥିତିରେ ସୁଧାର…
Read More...

ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ

ଦଶପଲ୍ଲା : - ପୂଜ୍ୟ ପୂଜା ସମିତି ମଧ୍ୟ ଖଣ୍ଡ ପକ୍ଷରୁ ଗାନ୍ଧିଜୀଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ମଧ୍ୟଖଣ୍ଡ ହାଇ ସ୍କୁଲ ପ୍ରାଙ୍ଗଣରେ ପୂଜ୍ୟପୂଜା ସଂସଦର ସଭାପତି ଆଦେଇତ ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇ ଯାଇଛି । ପ୍ରାରମ୍ଭରେ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ…
Read More...

ନିଖିଳ ଓଡିଶା ଆଶାକର୍ମୀ ସଂଘର ବୈଠକ, ହକ୍‌ ଅଧିକାର ପାଇଁ ଲଢେ଼ଇ କରି ପାଇଁ ସାଂଗଠନିକ ସୁଦୃଢ଼ କରିବାକୁ ନିଷ୍ପତ୍ତି

ପାଟଣାଗଡ଼: ପାଟଣାଗଡ଼ ବ୍ରାହ୍ମପୁରା ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ଆଶାକର୍ମୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂଘର ଜିଲ୍ଲା ସଭାପତି ତିର୍ଥ ପ୍ରଧାନଙ୍କ ସଭାପତିତ୍ୱରେ ସଭା ଆରମ୍ଭ ହୋଇଥିବା ବେଳେ ଦୁର୍ଯ୍ୟେଧନ ବିଶ୍ୱାଲ ସଭା…
Read More...

ସାଧାରଣ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ଦେଶର ଅଭିବୃଦ୍ଧି ହାର ୯.୨୭ ପ୍ରତିଶତ ରହିବ ବୋଲି ସେ କହିଛନ୍ତି ।କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ, ପୁଞ୍ଜି ବିନିବେଶ, ସଡ଼କ…
Read More...

ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…
Read More...