Monthly Archives

April 2022

ଝଙ୍କଡ଼ବାସୀ ମା’ ଶାରଳା ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସ୍ଥିତ ଅଧିଷ୍ଠାତ୍ରୀ ଦେବୀ ମା ଶାରଳା ମନ୍ଦିର ପୀଠକୁ ଆଜି ଗସ୍ତରେ ଆସିଥିଲେ ୫ଟି ସଚିବ ଭି କେ ପାଣ୍ଡିଆନ । ଆଜି ସକାଳ ପ୍ରାୟ ୭ଟା ସମୟରେ ପାଣ୍ଡିଆନ ମା ଶାରଳା ମନ୍ଦିରରେ ପହଞ୍ଚିଥିଲେ । ମା ଙ୍କ ଦର୍ଶନ ସହ ପ୍ରଥମ ଆଳତୀ କରିବା ପରେ ମନ୍ଦିର ଚାରିପାଖରେ
Read More...

ନୟାଗଡ଼ ରାମେଶ୍ୱର ସାହିରୁ କିନ୍ନରଙ୍କ ମୃତଦେହ ଉଦ୍ଧାର

ଦଶପଲ୍ଲା : ନୟାଗଡ଼ ରାମେଶ୍ୱର ସାହି ସ୍ଥିତ ମଙ୍ଗଳା ସାହିର ଏକ ଘରୁ ଜଣେ କିନ୍ନରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ଆତ୍ମହତ୍ୟା କରିଥିବା ଶୁଣିବାକୁ ମିଳୁଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ମଧ୍ୟ ହୋଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିବା ସହ ରାଜପାଟଣା
Read More...

ଏହି ସ୍କୁଲରେ ମାଗଣାରେ ପଢିବେ କୋଭିଡ ଅନାଥ

ଭୁବନେଶ୍ୱର: କରୋନା ମହାମାରୀ ଦୁଇ ବର୍ଷରୁ ଅଧିକ ସମୟ ଧରି ସାରା ବିଶ୍ୱର ଅର୍ଥିକ ସ୍ଥିତିକୁ କବଜା କରି ରଖିଥିଲା । ଏହି ମହାମାରୀରେ ଅନାଥ ହୋଇଛନ୍ତି ହଜାର ହଜାର ଶିଶୁ । ବାପା, ମା’ଙ୍କୁ ହରାଇ ଅସହାୟ ହୋଇଯାଇଛନ୍ତି । ହେଲେ ଏବେ ଏହି କୋଭିଡ ଅନାଥ ଶିଶୁଙ୍କ ପାଇଁ ପାଠ ପଢିବାର ସୁଯୋଗ
Read More...

’ରାମ ଗାଥାରେ ସାମାଜିକ ପ୍ରଭାବ ଓ ବୌଦ୍ଧର ରାମଲୀଳା’ ଶୀର୍ଷକ ଆଲୋଚନା ଚକ୍ର

ବୌଦ୍ଧ,୨୬/୪- ଶ୍ରୀରାମଲୀଳା ଯାତ୍ରା ଉପଲକ୍ଷେ ବୌଦ୍ଧଠାରେ "ରାମ ଗାଥାରେ ସାମାଜିକ ପ୍ରଭାବ ଓ ବୌଦ୍ଧର ରାମଲୀଳା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଲ୍ଲିଶ୍ରୀ ଓ ପୁସ୍ତକ ମେଳାର ତୃତୀୟ ଦିବସରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ଉଦଘାଟକ ଭାବରେ ପୂର୍ବତନ ବାଚସ୍ପତି ତଥା ବୌଦ୍ଧ
Read More...

ବୌଦ୍ଧ ପଲ୍ଲିଶ୍ରୀ ଓ ପୁସ୍ତକମେଳାର ତୃତୀୟ ସନ୍ଧ୍ୟା, ସମ୍ବଲପୁରୀ ନୃତ୍ୟ ମନ ମୋହିଲା

ବୌଦ୍ଧ,୨୬/୪- ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ତଥା ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସଭାପତିତ୍ୱରେ ଅନୁଷ୍ଠିତ ପଲ୍ଲିଶ୍ରୀ ଓ ପୁସ୍ତକ ମେଳାର ତୃତୀୟ ଦିବସର ସନ୍ଧ୍ୟା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ ମହୀଧର ରଣା ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ସିନେ ତାରକା
Read More...

ନେତାଜୀ ସୁଭାଷ ବୋଷ ଜୁନିୟର କଲେଜରେ ଇତିହାସ କଂଗ୍ରେସ୍‌ ଉଦ୍‌ଘାଟିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁଭାଷ ବୋଷ ଜୁନିୟର କଲେଜରେ କନ୍ଧମାଳ ଜିଲ୍ଲା ଇତିହାସ କଂଗ୍ରେସ ଡଃ. ସୁନୀଲ କୁମାର ପାତ୍ର ଅଧିକ୍ଷକଙ୍କ ସଭାପତିତ୍ୱରେ ଅୟୋଜିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡଃ. ମନ୍ମଥ ପାଢୀ ପୂର୍ବତନ କୁଳପତି
Read More...

ଟାକରା ଘାଟି ନିକଟରୁ ଅଜଣା ବାଇକ୍‌ ଉଦ୍ଧାର

ଦଶପଲ୍ଲା,୨୬/୪: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ସ୍ଥାନୀୟ ଟାକରାଘାଟି ନିକଟସ୍ଥ ଅସିନିବେରେଣା ଖାଲ ନିକଟରୁ ପୁଲିସ ଏକ ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଉଦ୍ଧାର କରିଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଘାଟି ତଳେ ପ୍ରାୟ ୫ ଦିନ ହେଲା ( ଓଆର୍‌ ୧୨ ୯୦୫୯ ) ବାଇକଟି ସେହିଭଳି
Read More...

ଦୀର୍ଘ ଦୁଇ ବର୍ଷ ପରେ ବାଲିଗୁଡାରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ

ବାଲିଗୁଡା,୨୬/୪: ଦୀର୍ଘ ୨ ବର୍ଷ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ଦୁଇବର୍ଷ ପରେ ଆଜି ପୁଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା. ଡି ବୃନ୍ଦା, କନ୍ଧମାଳ ଏସ୍‌ପି ଭିନୀତ୍‌ ଅଗ୍ରୱାଲ୍‌, ଏସଡିପିଓ
Read More...

ଗୌତମ ଆଦାନୀ ବିଶ୍ୱର ୫ମ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀଙ୍କ ସଂପତ୍ତି ପରିମାଣ ବଢିଚାଲିଛି । ଆଉ ତା ସହିତ ବିଶ୍ୱ ଧନୀ ତାଲିକାରେ ସେ ଉପରକୁ ଉଠି ଚାଲିଛନ୍ତି । ଏବେ ସେ ବିଶ୍ୱର ୫ମ ଧନୀ ବ୍ୟକ୍ତି ହୋଇଯାଇଛନ୍ତି । ପୂର୍ବରୁ ବିଶ୍ୱ ଧନୀ ତାଲିକାର ୫ମ ସ୍ଥାନରେ ଥିବା କିମ୍ବଦନ୍ତୀ ଇନଭେଷ୍ଟର ୱାରେନ
Read More...

ବିଶ୍ୱର ସବୁଠାରୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ

ଟୋକିଓ : ବିଶ୍ୱର ସବୁଠାରୁ ବୟସ୍କ ବ୍ୟକ୍ତିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୧୯ ବର୍ଷ ବୟସ ହୋଇଥିଲା । ଏହି ଜାପାନୀ ବ୍ୟକ୍ତିଙ୍କ ନାମ କେନ ଟାନାକା । ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିବା କଥା ଜାପାନ ସରକାର ସୋମବାର ଘୋଷଣା କରିଛନ୍ତି । ସେ ୧୯୦୩ ମସିହାରେ ଜନ୍ମ
Read More...