Monthly Archives

April 2022

ଆସନ୍ତାକାଲିଠାରୁ ୫ ଦିନ ପାଇଁ ସ୍କୁଲ ଛୁଟି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ମଙ୍ଗଳବାରଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ। ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ
Read More...

ଗୋଛାପଡା ୫-ଟି ହାଇସ୍କୁଲର ତଦାରଖ କଲେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ

ବାଉଁଶୁଣୀ : ଆଜି ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଗୋଛାପଡା ଗ୍ରାମପଞ୍ଚାୟତର ୫ଟି ହାଇସ୍କୁଲ ତଦାରଖ, ବହିରା ଗ୍ରାମପଞ୍ଚାୟତ ପୁରୁଣା ବହିରା ଚକୁଣୀବନ୍ଧ ଉନ୍ନତିକରଣ, ପୁରୁଣା ବହିରା ବିଦ୍ୟାଳୟ ଉନ୍ନତିକରଣ ପାଇଁ ପରିଦର୍ଶନ, ତାଳସରଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ
Read More...

ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୪୮ କୋଟି ଟଙ୍କାର ବଜେଟ ପାରିତ

ପୁରୀ : ୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୪୮ କୋଟି ୫୧ ଲକ୍ଷ ଟଙ୍କାର ବଜେଟ ପାରିତ ହୋଇଛି ।? ବଜେଟରେ ବିଭିନ୍ନ ଯାନୀଯାତ୍ରା, ପାଳିଆ ସେବକ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ବିଭିନ୍ନ ସଂକ୍ରାନ୍ତରେ ଖର୍ଚ୍ଚ ରହିଛି । ଏହାସହ ହୁଣ୍ଡିରୁ ଆମଦାନୀ
Read More...

ପଞ୍ଚାୟତ ସମିତିର ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ

ଘୁ ଉଦୟଗିରି : ସ୍ଥାନୀୟ ପଞ୍ଚାୟତ ସଭାଗୃହରେ ପଞ୍ଚାୟତ ସମିତିର ପ୍ରଥମ ବୈଠକ ଅଧ୍ୟକ୍ଷା ସୁଷମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ଗୋଷ୍ଠୀ ପ୍ରକଳ୍ପ ସଂଯୋଜକ ଜଗନ୍ନାଥ ରଥ ସମସ୍ତ ମଞ୍ଚାସିନ ଅତିଥି ଓ ବିଭିନ୍ନ ବ୍ଲକର ନିର୍ବାଚିତ ଲୋକ ପ୍ରତିନିଧିଙ୍କ ପରିଚୟ
Read More...

ଯୁକ୍ତ ୨ ପରୀକ୍ଷା:ନିଜ ଶିକ୍ଷକମାନଙ୍କ ଦ୍ୱାରା କରାଯିବ ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।
Read More...

ବୌଦ୍ଧ ପଲ୍ଲିଶ୍ରୀ ଓ ପୁସ୍ତକ ମେଳାର ଦ୍ୱିତୀୟ ଦିବସରେ ବ୍ୟଙ୍ଗକବି ସମ୍ମିଳନୀ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ

ବୌଦ୍ଧ,୨୫/୪- ଶ୍ରୀରାମଲୀଳା ଯାତ୍ରା ଉପଲକ୍ଷେ ଅନୁଷ୍ଠିତ ବୌଦ୍ଧ ପଲ୍ଲିଶ୍ରୀ ଓ ପୁସ୍ତକ ମେଳାର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ହଳଧର ନାଗ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ, ବୌଦ୍ଧବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି
Read More...

ଆଦିବାସୀ ଚିତ୍ରକଳା ପ୍ରତିଯୋଗିତାରେ ଛାତ୍ରଙ୍କ କୃତିତ୍ୱ

ପଦ୍ମପୁର,୨୫/୪- ପଦ୍ମପୁର ନିକଟସ୍ଥ ମହୁଲପାଲି ଗାଁର ଜଣାଶୁଣା ଚିତ୍ରଶିଳ୍ପୀ ନରେନ୍ଦ୍ର ବରିହାଙ୍କ ପୁଅ ଓମ ଅଙ୍କିତ ବରିହା ନିଜ ଗାଁ ତଥା ଅଞ୍ଚଳ ପାଇଁ ଗୈାରବ ଆଣି ଦେଇଛନ୍ତି । ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ପକ୍ଷରୁ ରାଜଧାନୀ ଭୁବନେଶ୍ୱରଠାରେ ଆୟୋଜିତ ଆଦିବାସୀ
Read More...

ଖବର କାଗଜ ବିତରକଙ୍କୁ ପରିଚୟ ପତ୍ର ପ୍ରଦାନ

ବୌଦ୍ଧ,୨୫/୪- ସ୍ଥାନୀୟ ଟାଉନହଲ୍‌ ଠାରେ ବୌଦ୍ଧଜ଼ିଲ୍ଲାର ଖବର କାଗଜ ବିତରକ ମାନଙ୍କୁ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଆଜି ପରିଚୟ ପତ୍ର ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂ ଉପସ୍ଥିତ ଥିଲେ । ଖବର କାଗଜ
Read More...

ଆଉ ଗୋଟିଏ ଭୁଲ, ବ୍ୟାନ୍‌ ହୋଇପାରନ୍ତି କେଏଲ ରାହୁଲ

ନୂଆଦିଲ୍ଲୀ: ଆଇପିଏଲ ୨୦୨୨ରେ ରବିବାର ମୁହାଁମୁହିଁ ହୋଇଥିଲେ ମୁମ୍ବାଇ ଇଣ୍ଡିଆନ୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ । କେଏଲ ରାହୁଲଙ୍କ ନେତୃତ୍ୱରେ ଦଳ ମୁମ୍ବାଇକୁ ୩୬ ରନରେ ପରାସ୍ତ କରିଛି । ଏହି ବିଜୟ ସତ୍ତ୍ୱେ ରାହୁଲଙ୍କ ଦଣ୍ଡ ମିଳିଛି । ସ୍ଲୋ ଓଭର ବୋଲିଂ ପାଇଁ ତାଙ୍କ ଉପରେ ଫାଇନ ପଡିଛି ।
Read More...

ସାମାଜିକ ସଂଗଠନ ଦ୍ୱାରା ଶ୍ମଶାନ ସଫେଇ

ଦଶପଲ୍ଲା : ଦଶପଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ଏନାବୁଲାର ମାନବିକ ସଂଗଠନ ପକ୍ଷରୁ ଦଶପଲ୍ଲାର ପ୍ରମୁଖ ଶ୍ମଶାନ ଗୁଡିକର ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଦିଲ୍ଲୀପ କୁମାର ମିଶ୍ରଙ୍କ ନେତୃତ୍ୱରେ କୋଡିଏରୁ ଅଧିକ ସ୍ୱେଚ୍ଛାସେବୀ ଏହି ସଫେଇ କାର୍ଯ୍ୟରେ ଭାଗନେଇଥିଲେ । ଖୋର୍ଦ୍ଧା
Read More...