Monthly Archives

April 2022

ଐତିହାସିକ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ : ପଶ୍ଚିମଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କରରେ ଆସନ୍ତା ମେ ମାସ ୧୪ରୁ ୧୬ ପର୍ଯ୍ୟନ୍ତ ଐତିହାସିକ ବୈଶାଖୀ ମେଳା ତଥା ନୃସିଂହ ଚତୁର୍ଦ୍ଦଶୀ ମେଳା ଅନୁଷ୍ଠିତ ହେବ । ଆଜି ପାଟଣାଗଡ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଜୟା ନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି
Read More...

ବୌଦ୍ଧ ଜିଲ୍ଲା ବିଦ୍ୟୁତ କର୍ମଚାରୀଙ୍କ ବାର୍ଷିକ ସମ୍ମିଳନୀ

ବୌଦ୍ଧ,୨୧/୪- ବୌଦ୍ଧଜିଲ୍ଲାର ବିଦ୍ୟୁତ କର୍ମଚାରୀଙ୍କ ବାର୍ଷିକ ସମ୍ମିଳନୀ ସ୍ଥାନୀୟ କର୍ମଚାରୀ ଭବନ ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜୁଳି କର୍ମଚାରୀ ସଂଘର ସଭାପତି ଭ୍ରମରବର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ବିଜୁଳି କର୍ମଚାରୀ ସଂଘର
Read More...

ନବରଙ୍ଗପୁର ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ

ନବରଙ୍ଗପୁର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ୧୧୩ ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସଦାଶିବ ତ୍ରିପାଠୀ ପାର୍କ ସ୍ଥିତ ସଦାଶିବ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।
Read More...

ତାତି ବଢୁଥିବା ବେଳେ ବିଭାଗ ଚିନ୍ତାଶୂନ୍ୟ:ନଳକୂଅ ଅଛି,କିନ୍ତୁ ପାଣି ବାହାରୁନି

କଣ୍ଟାବାଞ୍ଜି : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ତଥା ତାତି ଭୟଙ୍କର । ବିଶେଷତଃ,ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ । ସୋନପୁର,ବଲାଙ୍ଗୀର ଭଳି ଜିଲ୍ଲାରେ ପାରଦ ୪୪ ଡିଗ୍ରି ଅତିକ୍ରମ କଲାଣି । ଆଗକୁ ମଧ୍ୟ ତାତି ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏବେ ସୋନପୁର ଭଳି
Read More...

ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା

ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ବାଣୀଗୋଛା ଥାନା ଅନ୍ତର୍ଗତ ଦୁଡା ଗ୍ରାମପାୟତର ଜୁରାଗଣ୍ଡା ଗ୍ରାମରେ ଗତକାଲି ରାତିରେ ଘଟିଯାଇଛି ଏକ ବିଭତ୍ସ ହତ୍ୟାକାଣ୍ଡ । ପ୍ରାପ୍ତ ସୂଚନା ଅନୁସାରେ ସେହିଗ୍ରାମର ଦହନ ନାମକ ଜଣେ ବ୍ୟକ୍ତି, ତାଙ୍କୁ ପଡୋଶୀ ବିଧବା ମହିଳା, ବିମଳା ମଳିକ
Read More...

ମୁମ୍ବାଇ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଚେନ୍ନାଇ ଟିମରେ ନୂଆ ଖେଳାଳିଙ୍କ ଏଣ୍ଟ୍ରି

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସର ଏକ ନୂଆ ଖେଳାଳି ପ୍ରବେଶ କରିଛନ୍ତି । ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ଆଡାମ ମିଲନେଙ୍କ ଆଘାତ ପରେ ମାଥିଶା ପାଥିରାନାଙ୍କୁ ତାଙ୍କ ଦଳରେ ସିଏସକେ ଅନ୍ତର୍ଭୁକ୍ତ କରିଛି । କୋଲକାତା ନାଇଟ୍‌ ରାଇଡର୍ସ
Read More...

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟକୁ ମଞ୍ଜୁରୀ

ଭୁବନେଶ୍ୱର ୨୧।୦୪ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି।
Read More...

ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର

ପାଟଣାଗଡ଼,୨୧/୪- ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଭାରତ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ରବିନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ
Read More...

ଜାଣନ୍ତୁ ପ୍ରିୟଙ୍କା ଚୋପ୍ରାଙ୍କ ଝିଅର ନାମ

ଗତ ଜାନୁଆରୀରେ ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସ୍‌ ପିତାମାତା ହୋଇଥିଲେ । ପ୍ରିୟଙ୍କା ଏପର୍ଯ୍ୟନ୍ତ ତାଙ୍କ ଝିଅର ନାମ ପ୍ରକାଶ କରିନାହାଁନ୍ତି । ଯଦିଓ ରିପୋର୍ଟ ଅନୁଯାୟୀ, ତାଙ୍କ ଝିଅର ନାମ ମାଲତୀ ମାରି ବୋଲି କୁହାଯାଉଛି । ପ୍ରିୟଙ୍କା ସରୋଗେସି ମାଧ୍ୟମରେ ମାଆ ହୋଇଥିଲେ । ଖବର ମୁତାବକ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବଙ୍କ କଟକ ଚଣ୍ଡି ମନ୍ଦିର ପରିଦର୍ଶନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ
Read More...