Monthly Archives

April 2022

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି, ଲାଭବାନ ହେବେ କେନ୍ଦୁପତ୍ର ତୋଳାଳି

ଭୁବନେଶ୍ୱର: ବଢ଼ିଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ। ଏହାଦ୍ୱାରା ଉପକୃତ ହେବେ ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ
Read More...

ଆଇପିଏଲର ଜନ୍ମଦିନରେ ହ୍ୟାଟ୍ରିକ୍‌ ନେଇ ଇତିହାସ ରଚିଲେ ଚହଲ

ମୁମ୍ବାଇ : ସୋମବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ର ୧୫ ତମ ଜନ୍ମଦିନରେ ମୁମ୍ବାଇର ବ୍ରାବୋର୍ନ୍‌ ଷ୍ଟାଡିୟମରେ ଏପରି ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଲିଗ୍‌ ଇତିହାସରେ କେବେ ହୋଇ ନଥିଲା । ଆଇପିଏଲର ୧୫ ତମ ଜନ୍ମଦିନରେ ଲିଗ୍‌ର ପ୍ରଥମ ଚାମ୍ପିଅନ୍‌ ରାଜସ୍ଥାନ ରୟାଲ୍ସ
Read More...

ମାହାଙ୍ଗା ଗଣହତ୍ୟା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଚହଳ ପକାଇଥିବା ମାହାଙ୍ଗା କୁସୁପୁର ଗଣହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ରିପୋର୍ଟ ଅନୁସାରେ ମୃତକଙ୍କ ଶରୀରର ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ରହିଛି । କ୍ଷତଚିହ୍ନରୁ ସ୍ପଷ୍ଟ ହେଉଛି ହତ୍ୟାକାଣ୍ଡରେ ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର କରାଯାଇଛି । ଟଣାଭିଡା
Read More...

ନିଲମ୍ବିତ ହେଲେ ୩ କନଷ୍ଟେବଲ

ସମ୍ବଲପୁର: ଆଜି ତିନିଜଣ କନଷ୍ଟେବଲଙ୍କୁ ନିଲମ୍ବିତ କରାଯାଇଛି । ସରକାରୀ ଗାଡିରେ ତେଲ ପକାଇବାରେ ଓଭର ବିଲିଂ ଅଭିଯୋଗରେ ଆଜି ୩ଜଣ କନଷ୍ଟେବଲ ନିଲମ୍ବିତ ହୋଇଛନ୍ତି । ସେମାନେ ଚଞ୍ଚକତା କରି ଓଭର ବିଲିଂ କରିଥିଲେ । ଏଥିପାଇଁ ମୋଟର ଭେଇକିଲ ବିଭାଗର ୩ ଜଣ କନଷ୍ଟେବଲଙ୍କୁ ଜିଲ୍ଲା ଏସପି
Read More...

ପ୍ରଖ୍ୟାତ କଣ୍ଠଶିଳ୍ପୀ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ସୁବର୍ଣ୍ଣପୁର : ମହାନଦୀ ସାହିତ୍ୟ ସଂସଦ ପ୍ରେକ୍ଷାଳୟରେ ଓଡ଼ିଶାର ବରେଣ୍ୟ କଣ୍ଠଶିଳ୍ପୀ ସଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଶ୍ରଦ୍ଧାଂଜଳି ସଭାରେ ଅନୁଷ୍ଠାନର ଉପ ସଭାପତି ଡକ୍ଟର ପୁରୁଷୋତ୍ତମ ମିଶ୍ର
Read More...

ଲଙ୍କାପୋଡି ଯାତ୍ରାର ୮ମ ଦିବସ ; ନାଗଫାସ ବନ୍ଧନ ଓ କୁମ୍ଭକର୍ଣ୍ଣ

ଦଶପଲ୍ଲା : ଲଙ୍କାପୋଡି ଯାତ୍ରାର କୁମ୍ଭକର୍ଣ୍ଣ ବଧ ପ୍ରସଙ୍ଗଟି ସବୁଠାରୁ ଆକର୍ଷଣୀୟ ଓ ସବୁଠାରୁ ସଂଘର୍ଷମୟ ଅଧ୍ୟାୟ । ଯୁଦ୍ଧ ଆରମ୍ଭ ପୂର୍ବରୁ ଶ୍ରୀ ରାମଚନ୍ଦ୍ର ଦୂତ ଭାବରେ ଚିଟାଉ ଦେଇ ଅଙ୍ଗଦଙ୍କୁ ରାବଣ ପାଖକୁ ପ୍ରେରଣ କରନ୍ତି । ମାତ୍ର ଲଙ୍କାପତି ରାବଣ ଭ୍ରୁକ୍ଷେପ କରେନାହିଁ । ଏଣୁ
Read More...

ଆତଙ୍କୀ ହମଲାରେ ରେଳବାଇ ପୁଲିସ୍‌ ମୃତ

ପୁଲୱାମା: ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲା କାକାପୋରାରେ ଆଜି ଆତଙ୍କବାଦୀମାନେ ପୁଣିଥରେ ହମଲା କରିଛନ୍ତି । ଏଥିରେ ଜଣେ ରେଳବାଇ ପୁଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ଏହି ଦୁଇ ଆରପିଏଫ ଅଧିକାରୀ କାକାପୋରା ଠାରେ ଛିଡା ହୋଇଥିବା ବେଳେ ଆତଙ୍କବାଦୀମାନେ
Read More...

ମନୋଜ ପାଣ୍ଡେ ନୂଆ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ: ଲେପ୍ଟନାଣ୍ଟ ଜେନେରାଲ୍‌ ମନୋଜ ପାଣ୍ଡେ ଦେଶର ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି । ଏଥିସହ ପ୍ରଥମ ଥର ଲାଗି ଜଣେ ସେନା ଇଂଜିନୟରଙ୍କୁ ସ୍ଥଳବାହିନୀର ମୁଖ୍ୟ ଭାବେ ଚୟନ କରାଯାଇଛି । ଏପ୍ରିଲ ୩୦ରେ ସେନାମୁଖ୍ୟ ଜେନେରାଲ୍‌ ମୁକୁନ୍ଦ ନରଭାଣେଙ୍କର କାର୍ଯ୍ୟକାଳ
Read More...

ବାଲୁକା କଳା ମାଧ୍ୟମରେ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ : ବିଶିଷ୍ଟ କଣ୍ଠ ଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ କରଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛ଼ି । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରଫୁଲ କରଙ୍କ ବିୟୋଗ ରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏ ନେଇ ଏକ ସୁନ୍ଦର ବାଲୁକା ଚିତ୍ରକଳା
Read More...

ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ,୧୮/୪- ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧ ଦ୍ୱାରା ଶିଳ୍ପ ତାଲିମ ସରକାରୀ ଅନୁଷ୍ଠାନ ବୌଦ୍ଧ ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧର ସଚିବ ଚରଣଜିତ ଓରାମଙ୍କ ଦ୍ୱାରା ପରିଚାଳିତ ହୋଇଯାଇଛି । ଆମ
Read More...