Monthly Archives

April 2022

ସାହାସ ଓ ଆତ୍ମ ବିଶ୍ୱାସ ହିଁ ନାରୀ ସୁରକ୍ଷାର ମହାମନ୍ତ୍ର

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକର ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟରେ ଚାଲିଥିବା ଆତ୍ମ ସୁରକ୍ଷା ତାଲିମ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡ଼ଃ ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଉଦଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଟିକାବାଲି ଏମସିଏସ କଲେଜର ଅଧ୍ୟକ୍ଷ ତଥା ଜିଲ୍ଲା…
Read More...

ପୁଣି ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍‌ ଭଡ଼ା । ଅଟୋମେଟିକ ମେକାନିଜିମ ଆଧାରରେ ବସ୍‌ ଭଡ଼ା ବଢିଛି । ବସ୍‌ ଭଡା ବୃଦ୍ଧି ନେଇ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର ସୂଚନା ଅନୁସାରେ ସାଧାରଣ ଓ…
Read More...

ବିଦ୍ୟୁତ୍‌ ଆଘାତରେ ଯୁବକ ଆହତ, ମେଡିକାଲରେ ଭର୍ତ୍ତି

ଘୁ.ଉଦୟଗିରି : ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପଛ ପଟେ ଥିବା ହାଟ ପଦା ସାହି ଝୁମୁକା ନାୟକଙ୍କ ଭାଇ ମୁନା ନାୟକ ବିଦ୍ୟୁତ୍‌ ଆଘାତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଆଜି ସକାଳେ ମୁନା ନିଜ ଘର ସାମନାରେ ଥିବା ଟ୍ରାନ୍ସଫର୍ମର ନିକଟରେ କିଛି…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ…
Read More...

ୱାର୍ଡ ଏବଂ ସ୍ୱାସ୍ଥ୍ୟ କେନ୍ଦ୍ର ବୁଲିଲେ ନବନିର୍ବାଚିତ ଏନଏସି ଅଧ୍ୟକ୍ଷା

ଘୁ.ଉଦୟଗିରି:ପୌର ନିର୍ବାଚନ ସରିବା ପରେ ଏବେ ନିର୍ବାଚିତ ନେତାଙ୍କ ଆଗରେ ସହରର ବିକାଶ ପାଇଁ ଏକ ବଡ଼ ଆହ୍ୱାନ ରହିଥିବା ବେଳେ ସ୍ଥାନୀୟ ଏନଏସିର ନବନିର୍ବାଚିତ ଅଧ୍ୟକ୍ଷା ଶ୍ରୀମତୀ ଭାନୁପ୍ରଭା ମିଶ୍ର ଆରମ୍ଭ କରିଛନ୍ତି ନିଜ କାର୍ଯ୍ୟ । ୱାର୍ଡକୁ ୱାର୍ଡ ବୁଲି ସାହି ବାସିନ୍ଦାଙ୍କ ସହ ମିଶି…
Read More...

ବୌଦ୍ଧ: ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ

ବୌଦ୍ଧ,୧୮/୪- କୋଭିଡ କଟକଣା ଯୋଗୁଁ ଗତ ୨ବର୍ଷ ହେଲା ବୌଦ୍ଧଜିଲ୍ଲାରେ ଜିଲ୍ଲାପାଳଙ୍କ ସାପ୍ତାହିକ ଅଭିଯୋଗ ଶୁଣାଣୀ ବନ୍ଦ ରହିଥିଲା । କୋଭିଡ କଟକଣା ହଟିବାପରେ ଆଜି ତୃତୀୟ ସୋମବାର ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ପୁରୀ : ଶନିବାର ପୁରୀ ସମୁଦ୍ରରେ ଗାଧୋଉ ଥିବା ବେଳେ ନିଖୋଜ ହୋଇଯାଇଥିବା ବାଲେଶ୍ୱରର ବଂଶୀଧର ବେହେରାଙ୍କ ମୃତଦେହ ପୁରୀ ଚନ୍ଦ୍ରଭାଗା ମେରାଇନ ଥାନା ପୋଲିସ ଜବତ କରିଛି । ଗତକାଲି ରାତିରେ ପୋଲିସ ବେଲେଶ୍ୱର ମନ୍ଦିର କଇଁଛ ଘର ନିକଟସ୍ଥ ସମୁଦ୍ରକୂଳରୁ ତାଙ୍କ ଶବକୁ ଜବତ କରିଛି । ଏ ନେଇ…
Read More...

କ୍ୱାରେଣ୍ଟାଇନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସର ସବୁ ଖେଳାଳି

ନୂଆଦିଲ୍ଲୀ: ଚଳିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ତଥା ଆଇପିଏଲ୍‌ରେ ଘାରିଲା କରୋନା ଭୟ । ପୁଣି ଥରେ ଆଇପିଏଲ୍‌ରେ ପଶିଲା ଏହି ଭାଇରସ୍‌ । ନିକଟରେ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌ର ଫିଜିୟୋ ପ୍ୟାଟ୍ରିକ୍‌ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହା ପରେ ଏବେ ପୂରା ଟିମ୍‌କୁ କ୍ୱାରେଣ୍ଟାଇନ୍‌…
Read More...

ମହାବୀର କ୍ଷେତ୍ରରେ ଲଙ୍କାପୋଡି ଯାତ୍ରା : ସୀତାଠାବ ଓ ରାବଣର ଛତ୍ର ଛେଦନ ମଞ୍ଚସ୍ଥ

ଦଶପଲ୍ଲା : ଲଙ୍କାପୋଡ଼ି ଯାତ୍ରାର ୮ମ ଦିବସଟି ମୁଖ୍ୟତଃ ସୁନ୍ଦରାକାଣ୍ଡ ଓ ମହାବୀର ବଜରଂଗବାଲିଙ୍କ ଉପରେ ପର୍ଯ୍ୟବେସିତ । ବର୍ଷାଋତୁ ସମାପନ ହେବାପରେ ମହାରାଜା ସୁଗ୍ରୀବ,ମା ସୀତାଙ୍କ ସନ୍ଧାନ ନିମନ୍ତେ କୌଣସି ଆଗ୍ରହ ନ ଦେଖାଇବାରୁ ଶ୍ରୀରାମଙ୍କ ଆଦେଶରେ ଲକ୍ଷ୍ମଣ କିସ୍କିନ୍ଦା ନଗରକୁ ଗମନ…
Read More...

ମହାନ ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୫ ତମ ଶ୍ରାଦ୍ଧ ଦିବସ ପାଳିତ

ଗଜପତି,୧୮/୪- ମହାନ ଜନନାୟକ, ପ୍ରବାଦ ପୁରୁଷ କଳିଙ୍ଗର ବରପୁତ୍ର ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପାରଳାଖେମୁଣ୍ଡି ଉପକଣ୍ଠ ଓଡ଼ିଶା ଆନ୍ଧ୍ର ସୀମାନ୍ତରେ…
Read More...