Monthly Archives

April 2022

କରୋନାରୁ ସୁସ୍ଥ ହେଲେଣି ୪.୨୫ କୋଟି

ନୂଆଦିଲ୍ଲୀ,୧୫/୪: ଆଜି ଦେଶରେ କରୋନାର ଦୈନିକ ସଂକ୍ରମଣ କମିଛି । ଏହା ହଜାରେ ତଳେ ରହିଛି । କେନ୍ଦ୍ର ସ୍ୱାସ୍ତ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି । ୨୪
Read More...

ବୌଦ୍ଧ ଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦ ତରଫରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ବୌଦ୍ଧ,୧୫/୪- ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ସାଧାରଣ ସଂପାଦକ ସୁଧାଂଶୁ ଡାଙ୍ଗଙ୍କ ନେତୃତ୍ୱରେ ସମ୍ବିଧାନ ପ୍ରଣେତା ବାବାସାହେବ ଡଃ ବି ଆର୍‌ ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ଅବସରରେ କଚେରୀ ଛକ ସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ
Read More...

ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଆମ୍ବେଦକର ମୁକ୍ତ ଶିକ୍ଷାଦାନ କେନ୍ଦ୍ରର ଶୁଭାରମ୍ଭ

ବୌଦ୍ଧ,୧୫/୪- ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ବିଶ୍ୱ ରତ୍ନ, ସମାଜ ସଂସ୍କାରକ , ନାରୀ ମୁକ୍ତିଦାତା , ପ୍ରବାଦ ପୁରୁଷ , ସଂବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ୧୩୧ ତମ ଜନ୍ମ ତିଥିରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଭାରତୀୟ ସମ୍ବିଧାନ
Read More...

ସିଏସ୍‌କେକୁ ବଡ ଝଟକା, ଆଇପିଏଲ-୨୦୨୨ରୁ ବାଦ ପଡିଲେ ଦୀପକ ଚହର

ମୁମ୍ବାଇ : ଡିପେଣ୍ଡିଂ ଚମ୍ପିଆନ ଚେନ୍ନାଇ ସୁପର କିଙ୍ଗ୍‌ସକୁ ଏକ ବଡ ଝଟକା ଲାଗିଛି । ଦଳ ଏ ପର୍ଯ୍ୟନ୍ତ ୫ଟି ମ୍ୟାଚରୁ ୪ଟି ପରାଜୟ ଭୋଗିଥିବା ବେଳେ ଷ୍ଟାର ବୋଲର ଦୀପକ ଚହର ଆଇପିଏଲ-୧୫ ସିଜିନରୁ ବାହର ହୋଇଯାଇଛି । ଆହତ କାରଣରୁ ସିଏସକେ ଦ୍ରୁତ ବୋଲର ଦୀପକ ଚହରଙ୍କୁ ଆଇପିଏଲର ୧୫ ତମ
Read More...

ରାଜ୍ୟର ୪ ଜିଲ୍ଲାରେ ଭୂମିକମ୍ପ ଝଟକା

ଭୁବନେଶ୍ୱର: ରାଜ୍ୟର ୪ଜିଲ୍ଲାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୫ ରେକର୍ଡ ହୋଇଛି । ଦିନ ୧୧ଟା ୧୯ରେ ଭୂକମ୍ପ ଝଟକା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମ, ନୟାଗଡ, ଫୁଲବାଣୀ ଓ ବୌଦ୍ଧ ଜିଲ୍ଲାରେ ଭୂକମ୍ପ ଝଟକା
Read More...

ନିରାମୟ ଯୋଜନାରେ ରୋଗୀଙ୍କୁ ମିଳୁନି ଔଷଧ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଥିବା ଜିଲ୍ଲା ଚିକିତ୍ସାଳୟ ପରିସରରେ ନିରାମୟ ଔଷଧ ବିତରଣ କେନ୍ଦ୍ର ବିନା ମୂଲ୍ୟରେ ରୋଗୀଙ୍କୁ ଔଷଧ ଯୋଗାଉଥିବା କହୁଥିବା ବେଳେ ରୋଗୀଙ୍କୁ ବାହାରେ ଅର୍ଥ ଖର୍ଚ୍ଚ କରି ଔଷଧ କିଣିବାକୁ ପଡୁଛି । ରୋଗୀ ଡାକ୍ତରଙ୍କର ପରାମର୍ଶ
Read More...

ବରାହ ଆକ୍ରମଣରେ ଯୁବକ ଗୁରୁତର

ବାଲିଗୁଡ଼ା: ବଳଦ ଖୋଜିବାକୁ ଯାଇ ବରାହ ଆକ୍ରମଣର ଶିକାର ହେଲେ ଯୁବକ । ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲାର ଉପାନ୍ତ ଅଞ୍ଚଳ କୋଟଗଡ଼ ବ୍ଲକ୍‌ ଅନ୍ତର୍ଗତ ରଢ଼ା ଗ୍ରାମରେ । ସୂଚନା ପ୍ରକାରେ ରଢ଼ା ଗ୍ରାମର ବିକ୍ରମ ସୁକାମାଝୀ ନାମକ ୨୮ ବର୍ଷୀୟ ଯୁବକଙ୍କ ବଳଦ ଜଙ୍ଗଲକୁ ଚରିବାକୁ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ

ଗଜପତି,୧୫/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ମହିଳା ଉଚ୍ଚ଼ମାଧ୍ୟମିକ ବିଦ୍ୟାଳୟ ପରିସରରେ ଯୁକ୍ତ ଦୁଇ ପ୍ରଥମବର୍ଷ ଛାତ୍ରୀମାନଙ୍କ ପାଇଁ ୮ଦିନ ଧରି ଚାଲିଥିବା ଆତ୍ମରକ୍ଷା ତାଲିମ ଶିବିର ସଫଳତାର ସହ ଉଦଯାପିତ ହୋଇଯାଇଛି । ଉଚ୍ଚ଼ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ
Read More...

ଗଜପତି ଜିଲ୍ଲା ଆପ୍‌ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି : ଆମ୍‌ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ନେତୃତ୍ୱରେ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ୍‌ ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଦଳର ସଦସ୍ୟମାନେ ଏକାଠି ହୋଇ ପାରଳାଖେମୁଣ୍ଡି ସ୍ଥିତ
Read More...

ବୌଦ୍ଧଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦ ତରଫରୁ ଆମ୍ବେଦକର ଜୟନ୍ତୀ ପାଳିତ

ବୌଦ୍ଧ,୧୫/୪: ବୌଦ୍ଧ ଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦ ତରଫରୁ ଡଃ.ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୧ ତମ ଜନ୍ମଜୟନ୍ତି ପାଳିତ ହୋଇଯାଇଛି । କୋର୍ଟଛକ ସ୍ଥିତ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା, ସମ୍ମାନିତ
Read More...