Monthly Archives

April 2022

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଆଜି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଟାଣ ଖରା ଅନୁଭୂତ ହେଉଛି। ପଦାକୁ ବାହାରିବା ଅସହଜ ହେଉଛି। ଆଜି ବୌଦ୍ଧରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫ ଡ଼ିଗ୍ରି ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବରରେ ୩୯.୮ ଓ କଟକରେ ୪୦ ଡ଼ିଗ୍ରି
Read More...

ବେଲପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ୍‌ ତ୍ରିପାଠୀ

ପାଟଣାଗଡ଼,୨୮/୪- ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ ତ୍ରିପାଠୀ । ବୁଧବାର ବେଲପଡ଼ା ବ୍ଲକ ସାତଚୁଆ ଗାଁ ନିକଟରେ ଥିବା ସାରସ କୁକୁଡ଼ା ଫାର୍ମକୁ ଗସ୍ତକରି ବୁଲି ଦେଖିଥିଲେ । ଶ୍ରୀ ତ୍ରିପାଠୀଙ୍କ
Read More...

ଜିଲ୍ଲା ବାଲ୍ୟବିବାହ ମଞ୍ଚର ବାର୍ଷିକ ଅଧିବେଶନ

ବୌଦ୍ଧ,୨୮/୪:- ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ
Read More...

ପଦୋନ୍ନତି ପାଇଲେ ୮ ବ୍ଲକ୍‌ର ୫୨୦ ଶିକ୍ଷକ

ଦଶପଲ୍ଲା : ନୟାଗଡ ଜିଲ୍ଲାର ୮ଗୋଟି ବ୍ଲକରୁ ଏକକାଳୀନ ୫୨୦ଜଣ ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ମିଳିଥିବା ପଦୋନ୍ନତି ଗତ ୨୬ ତାରିଖଠାରୁ କାର୍ଯ୍ୟକାରୀ କରାଯାଇଛି । ଗତ ନଭେମ୍ବର ମାସରୁ ଏହି ପଦୋନ୍ନତି ଲେବଲ ' ଭି ' ରୁ ଲେଭଲ ' ଆଇ ଭି ' କୁ ତାଲିକା ପ୍ରସ୍ତୁତ କରାଯାଇ ଥିଲେ ହେଁ କାହାକୁ କେଉଁ
Read More...

ରାଜ୍ୟସଭା ନିର୍ବାଚନ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ତ୍ୱରାନ୍ୱିତ ହେଲା ପ୍ରକ୍ରିୟା । ରାଜ୍ୟସଭା ନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ । ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ରିଟର୍ଣ୍ଣିଂ ଅଫିସର ଓ ଗଙ୍ଗାଧର ମଲ୍ଲିକଙ୍କୁ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସର ଭାବେ
Read More...

ସ୍କୁଲ୍‌ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ କଲେ ସ୍ଥାନୀୟ ବାସିନ୍ଦା

ବାଲିଗୁଡ଼ା: ସ୍କୁଲ୍‌ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଶତାଧିକ ସ୍ଥାନୀୟ ବାସିନ୍ଦା । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୁଆସାହିଠାରେ ଥିବା ବହୁ ପୁରାତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେ.ଜି.ବି.ଭି) କସ୍ତୁରବା ଗାନ୍ଧୀ ବାଳିକା
Read More...

ଖରା ଦେଖି ନିଆଯିବ ସ୍କୁଲ ଖୋଲିବା ନିଷ୍ପତ୍ତି : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ଜାରି ରହିଛି ପ୍ରଚଣ୍ଡ ଖରା ସହ ଗ୍ରୀଷ୍ମ ପ୍ରବାହ । ଖରା ପାଇଁ ଏପ୍ରିଲ ୨୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ବେଳେ ଖରା ଦେଖି ସ୍କୁଲ ଖୋଲିବା ପାଇଁ ପୁଣି ନିଷ୍ପତ୍ତି ନିଆଯିବ ବୋଲି ଆଜି ମନ୍ତ୍ରୀ ସମୀର ଦାଶ
Read More...

ବୌଦ୍ଧ ପଲ୍ଲିଶ୍ରୀ ଓ ପୁସ୍ତକ ମେଳା ଉଦ୍‌ଯାପିତ

ବୌଦ୍ଧ,୨୮/୪- ଗତ ୪ଦିନ ଧରି ଚାଲିଥିବା ବୌଦ୍ଧ ପଲ୍ଲିଶ୍ରୀ ଓ ପୁସ୍ତକମେଳାର ଉଦଯାପନୀ ଦିବସର ଶେଷ ସାନ୍ଧ୍ୟ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜ଼ିଲ୍ଲା
Read More...

ଜିଲ୍ଲାସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ ଉଦଯାପିତ

ବୌଦ୍ଧ,୨୮/୪:- ବୌଦ୍ଧ ସହରର ସରକାରୀ ବାଳିକା ଉଚ୍ଚ଼ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପଞ୍ଚଦିବସୀୟ ଦକ୍ଷତା ବୃଦ୍ଧି ତାଲିମ ଉଦଯାପିତ ହୋଇଯାଇଛି । ଗତ ୨୩ ତାରିଖ ଠାରୁ ଆରମ୍ଭ ହୋଇଥିବା ୫ଟି ହାଇସ୍କୁଲ ପ୍ରଧାନଶିକ୍ଷକ ଓ ଶିକ୍ଷକ /ଶିକ୍ଷୟିତ୍ରୀ ମାନଙ୍କର ନେତୃତ୍ୱ ବିକାଶ ଓ ଡିଜିଟାଲ
Read More...

ଓଲଟିଲା ଯାତ୍ରୀବାହୀ ବସ୍

ସୁନ୍ଦରଗଡ : ସୁନ୍ଦରଗଡରେ ଅଭାବନୀୟ ଘଟଣା । ଭାରସାମ୍ୟ ହରାଇ ଓଲଟିପଡିଲା ଯାତ୍ରୀବାହୀ ବସ । ବଏଲମା ଠାରୁ ସୁନ୍ଦରଗଡକୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଝରିଆପାଲି ଠାରେ ଓଲଟିପଡିଥିଲା । ତେବେ ଏଥିରେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସୂଚନା ଥାଉକି, ବସରେ ୪୦ ରୁ ଅଧିକ ଯାତ୍ରୀ
Read More...