Monthly Archives

May 2022

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୨

ନବରଙ୍ଗପୁର : ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେ ଅଧ୍ୟକ୍ଷତାରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୨ ଅନୁଷ୍ଟିତ ହୋଇଯାଇଛି । ଜିଲ୍ଲା ଜଜ ସଂଜୀବ ଦୁବେ…
Read More...

ନୃସିଂହ ଚତୁର୍ଦ୍ଦିଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ଉଦଘାଟିତ

ପାଟଣାଗଡ଼ : ପ୍ରସିଦ୍ଧ ହରିଶଙ୍କର ନୃସିଂହ ଚତୁର୍ଦ୍ଦୁଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ଶନିବାର ଉଦଘାଟିତ ହୋଇଯାଇଛି । ପାପ ନାଶିନୀ ଝରଣାରୁ ପୂର୍ଣ୍ଣ କଳସ ଆଣି ସ୍ଥାପନ ସହ ପୂଜାର୍ଚ୍ଚନା କରାଯାଇଥିଲା । ବିଶ୍ୱଶାନ୍ତି ମହାଯଜ୍ଞର କଳସ ଶୋଭାଯାତ୍ରାରେ ଉପଜିଲ୍ଲାପାଳ ଡ଼. ବିଜୟା ନନ୍ଦ…
Read More...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାଜମିସ୍ତ୍ରୀଙ୍କ ମୃତ୍ୟୁ

ଫୁଲବାଣୀ: ଘର କାମ କରୁଥିବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାଜ ମିସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଫୁଲବାଣୀ ସଦର ମହକୁମା କଣ୍ଟ୍ରାକ୍ଟର ପଡ଼ାଠାରେ କିଛିଦିନ ହେଲା ଗୋଟଏ ଘର କାମ ଚାଲିଥିଲା । ଖଜୁରୀପଡ଼ା ବ୍ଲକର ବେଡ଼ାଙ୍ଗପାଜୁ ଗ୍ରାମର…
Read More...

ଆଉ ନାହନ୍ତି ଆଣ୍ଡ୍ରୁ ସାଇମଣ୍ଡସ୍‌, କାର୍‌ ଦୁର୍ଘଟଣାରେ ଚାଲିଗଲା ଜୀବନ

ସିଡ୍‌ନୀ: କ୍ରୀଡ଼ା ଜଗତ ପାଇଁ ପୁଣି ଥର ବଡ଼ ଦୁଃଖଦ ଖବର ଆସିଛି । ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରୁ ସାଇମଣ୍ଡସ୍‌ଙ୍କ ପରଲୋକ ହୋଇଯାଇଛି । ଗଣମାଧ୍ୟମର ରିପୋର୍ଟ ଅନୁସାରେ ସାଇମଣ୍ଡସ୍‌ ଶନିବାର ରାତିରେ ଟାଉନ୍ସଭିଲେରେ ଏକ କାର ଦୁର୍ଘଟଣାର ସାମ୍ନା କରିଛନ୍ତି । ତାଙ୍କୁ ୪୬…
Read More...

ଭୁଲିଆ (ମେହେର) ସମାଜ ବିକାଶ ପରିଷଦ ପକ୍ଷରୁ ନିଶୁଳ୍କ ଅନ୍ନ ସେବା

ପାଟଣାଗଡ଼ : ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ହରିଶଙ୍କର ଐତିହାସିକ ବୈଶାଖ ମେଳା ଆରମ୍ଭ ହୋଇଯାଇଛି । ଗତ ଦୁଇ ବର୍ଷ ଧରି କରୋନା ମହାମାରୀ କଟକଣା ଯୋଗୁଁ ମେଳା ବନ୍ଦ ରହିଥିଲା ଚଳିତ ବର୍ଷ ହରିଶଙ୍କର ବୈଶାଖ ମେଳା ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ ।…
Read More...

୩କୋଟି ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ପୁରୀ : ପୁରୀ ପୋଲିସ ଓ ଏସଟିଏଫକୁ ବଡ ସଫଳତା । ଧରାହେଲା ୩ କେଜିର ବ୍ରାଉନ ସୁଗାର । ଯାହାର ଆନୁମାନିକ ବଜାର ମୁଲ୍ୟ ତିନି କୋଟିରୁ ଅଧିକ ଟଙ୍କା । ବ୍ରାଉନ ସୁଗାର କିଙ୍ଗପିନ୍‌ ନଣ୍ଡା ଓରଫ ସୁଶାନ୍ତ ପଟ୍ଟନାୟକ ସହ ତାର ଅନ୍ୟ ଦୁଇ ସହଯୋଗୀ ରାଜ କିଶୋର ସାହୁ, ମାନସ ସାହୁକୁ ଗିରଫ କରିଛି…
Read More...

ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା ଅବକାରୀ ଅଧୀକ୍ଷକ

ରାୟଗଡା : ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରାୟଗଡ ଅବକାରୀ ଅଧିକ୍ଷକ ନିନା ବେଉରା । ରାୟଗଡ଼ାରୁ ଭୁବନେଶ୍ୱର ଯିବା ସମୟରେ ଧରିଲା ଓଡିଶା ଭିଜିଲାନ୍ସ ଟିମ । ଜବତ ନଗଦ ୬ ଲକ୍ଷ ଟଙ୍କା ବିଷୟରେ ସେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ନିନାଙ୍କୁ ଗିରଫ…
Read More...

ବାଞ୍ଜିପାଲି ଜଗନ୍ନାଥ ମନ୍ଦିରରୁ ଚୋରି

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିର ତାଲା କାଟି ଚୋରି ହୋଇଥିବା ନେଇ ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି । ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରରୁ ଶୁକ୍ରବାର ରାତିରେ ଦୁର୍ବୁତ୍ତମାନେ ମୁଖ୍ୟ ଦ୍ୱାରର ତାଲା କାଟି…
Read More...

ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୨୦ ମୃତ

ନୂଆଦିଲ୍ଲୀ : ରାଜଧାନୀର ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ବାଣିଜିକ ବହୁତଳ ବିଶିଷ୍ଟ କୋଠାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଅତି କମରେ ୨୦ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଅବସ୍ଥା ଅତି ସଂକଟାପନ୍ନ ।…
Read More...

ଆକ୍ସନ୍‌ ମୋଡରେ ନୟାଗଡ ଏସ୍‌ପି ଅଲେଖ ଚନ୍ଦ୍ର ପହି, ସଫାହେବେ ଅପରାଧୀ

ଦଶପଲ୍ଲା : ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ଚୋରି, ଡକାୟତି ,ରାହାଜାନି ବଢ଼ିବାରେ ଲାଗିଥିବା ବେଳେ ଶରଣକୁଳ ପୋଲିସକୁ ମିଳିଛି ବଡ଼ ସଫଳତା । ନୟାଗଡ଼ ଏସପି ଅଲେଖ ଚନ୍ଦ୍ର ପହିଙ୍କ ନିର୍ଦ୍ଦେଶ କ୍ରମେ ଶରଣକୁଳ ପୋଲିସ ଏକ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏସପି ଶ୍ରୀଯୁକ୍ତ ପହିଙ୍କ…
Read More...