Monthly Archives

June 2022

ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ଅବୈଧ ତସ୍କରୀ ନିରକାରଣ ଦିବସ ପାଳନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ସାମାଜିକ ସୁରକ୍ଷା ବିଭାଗ ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜିଲ୍ଲା ଅବକାରୀ ବିଭାଗ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ଅବୈଧ ତସ୍କରୀର ନିରାକରଣ ଦିବସ
Read More...

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି, ପଦାର୍ପଣ କଲେ ଉମ୍ରାନ ମଲିକ

ଭାରତ ଟସ୍‌ ଜିତି ଆୟର୍ଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଫାଷ୍ଟ ବୋଲର ଉମ୍ରାନ ମଲିକ ଭାରତ ପାଇଁ ଡେବ୍ୟୁ କରିଛନ୍ତି । ଭାରତ ସେ ୯୮ ତମ ଖେଳାଳି ଭାବେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ପଦାର୍ପଣ କରିଛନ୍ତି
Read More...

ଆଜମଗଡରୁ ଜିତିଲେ ଭୋଜପୁରୀ ଷ୍ଟାର ନିରହୁଆ

ଆଜମଗଡ଼: ଉତ୍ତର ପ୍ରଦେଶରେ ଲୋକସଭା ଉପ ନିର୍ବାଚନରେ ବିଜେପି ବଡ ବିଜୟ ହାସଲ କରିଛି। ରାମପୁର ପରେ ଆଜମଗଡରେ ମଧ୍ୟ ବିଜେପି ବାଜିମାତ୍ କରିଛି। ଆଜମଗଡରେ ବିଜୟ ହାସଲ କରିଛନ୍ତି ବିଜେପି ପ୍ରାର୍ଥୀ ଦିନେଶ ଲାଲ ଯାଦବ ନିରହୁଆ। ସେ ସମାଜବାଦୀ ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ କକା ପୁଅ ଭାଇ
Read More...

ଓଲଟିଲା ବୋଲେରୋ, ୭ ମୃତ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଲଗାଭି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବୋଲେରୋ । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ରବିବାର ସକାଳେ ବେଲଗାଭି ନିକଟରୁ ଏହି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ।
Read More...

ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ : ମହାପ୍ରଭୁଙ୍କ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବେଦୀ ସିଂହାସନ ଓ କନ୍ୟା ପଟା, ହଂସ ପଟା ଆଦି କାର୍ଯ୍ୟ ଚାଲୁ ରହଛି । ତିନିରଥରେ ଲାଗିଛି ଧ୍ୱଜବତା । ଦୁଆରିବେଢା ଉପର ଭାଗରେ ଚନ୍ଦ୍ରଶାଳି ଲଗାଯାଇଛି । ମଝି ଭୂଇଁରେ କଣ୍ଟା ବାଡିଆ ଯାଇଛି । ଦୁଆରବେଢା ସହ ନାଟଗୋଡ ଏବଂ ୧୪
Read More...

ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

ପାରଳାଖେମୁଣ୍ଡି : ଆଜି ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ଜିଲ୍ଲା ଅବକାରୀ ବିଭାଗ ତରଫରୁ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଏବଂ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି ପୌରହିତ୍ୟ କରିଥିଲେ । ସ୍ଥାନୀୟ ମହାରାଜା ବାଳକ ଉଚ୍ଚ
Read More...

ରଥ ନିର୍ମାଣ କାର୍ଯ୍ୟ ତଦାରଖ କଲେ ଜିଲ୍ଲାପାଳ ଓ ଜିଲ୍ଲାଆରକ୍ଷୀ ଅଧିକ୍ଷକ

ପାରଳାଖେମୁଣ୍ଡି : ରଥଯାତ୍ରା ପାଇଁ ଆଉ ୪ଦିନ ବାକି ରହିଛି । ଏଥିଲାଗି ପ୍ରଶାସନିକ ସ୍ତରରେ ତତ୍ପରତା ଦେଖାଦେଇଛି । ଆଜି ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଆରକ୍ଷୀଅଧିକ୍ଷକ ଜୟରାମ ଶତପଥୀ, ସହକାରୀ ଜିଲ୍ଲାପାଳ ଜୁବୁଲୀଚରଣ ବେହେରା ପ୍ରମୁଖ ରଥନିର୍ମାଣ କାର୍ଯ୍ୟର ତଦାରଖ
Read More...

ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ହରଭଙ୍ଗା: ଆଜି ହରଭଙ୍ଗା ଆଞ୍ଚଳିକ ପଂଚାୟତ ମହାବିଦ୍ୟାଳୟ ଠାରେ କେବଳ ବରିଷ୍ଠ ନାଗରିକ ଓ କୀଡ୍‌ନୀ ରୋଗୀଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ସେବା ଶିବିର ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ହୋଇଛି । ଏହି ଶିବିରରେ ୮ଶହରୁ
Read More...

ମଧ୍ୟପ୍ରଦେଶକୁ ପ୍ରଥମ ରଣଜୀ ଟାଇଟଲ, ମୁମ୍ବାଇକୁ ହରାଇଲା

ନୂଆଦିଲ୍ଲୀ: ୪୧ ଥରର ଚାମ୍ପିୟନ ମୁମ୍ୱାଇକୁ ହରାଇ ପ୍ରଥମ ଥର ରଣଜୀ ଚାମ୍ପିୟନ ହୋଇଛି ମଧ୍ୟ ପ୍ରଦେଶ । ଫାଇନାଲ ମୁକାବିଲାରେ ୬ ୱିକେଟରେ ହରାଇ ପ୍ରଥମ ଥର ଟାଇଟଲ କବଜା କରିଛି । ମ୍ୟାଚର ଶେଷ ଦିନରେ ମୁମ୍ୱାଇ ମଧ୍ୟ ପ୍ରଦେଶ ଆଗରେ ୧୦୮ ରନର ବିଜୟ ଲକ୍ଷ୍ୟ ଦେଇଥିଲା । ମଧ୍ୟ ପ୍ରଦେଶ ଟିମ୍
Read More...

ରଥଯାତ୍ରା ପାଇଁ ମକ ଡ୍ରିଲ ଅନୁଷ୍ଠିତ

ପୁରୀ : ଆଗାମୀ ରଥଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପର୍ଣ୍ଣ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ଏକ ମକ ଡ୍ରିଲ ଟାଉନ ଥାନା ପରିସରରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତ ରଥଯାତ୍ରା ହେଉଥିବାରୁ
Read More...