Monthly Archives

June 2022

ଅଗ୍ନିବୀର ଭର୍ତ୍ତି ପାଇଁ ଆରମ୍ଭ ହେଲା ପଞ୍ଜିକରଣ

ନୂଆଦିଲ୍ଲୀ,୨୪/୬ : ଅଗ୍ନିପଥ ଯୋଜନାରେ ଆଜି ବାୟୁସେନାରେ ଅଗ୍ନିବୀର ଭର୍ତ୍ତି ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ । ଏ ବାବଦରେ ଗତ ୨୨ ତାରିଖରେ ବିଜ୍ଞପ୍ତି ଜାରି କରାଯାଇଥିଲା । ଅନଲାଇନରେ ହେବାକୁ ଥିବା ଏହି ରେଜିଷ୍ଟ୍ରେସନ ୫ ଜୁଲାଇ ଯାଏଁ ଜାରି ରହିବ । ଅଗ୍ନିବୀର ବାୟୁ ଭର୍ତ୍ତି ପାଇଁ
Read More...

ଆନ୍ତର୍ଜାତୀୟ କ୍ରୀଡାବିତଙ୍କୁ ରାଜ୍ୟ କ୍ରୀଡା ବିଭାଗର ଅଣଦେଖା ଅଭିଯୋଗ

ସୁବର୍ଣ୍ଣପୁର: କ୍ରୀଡା,କ୍ରୀଡାବିତ ତଥା କ୍ରୀଡା ଭିତ୍ତିଭୂମୀର ବିକାଶ ପାଇଁ ସରକାର ଅନେକ ଯୋଜନା କରୁଛନ୍ତି । କିନ୍ତୁ ବିଭିିନ୍ନ ସମୟରେ କ୍ରୀଡା ପ୍ରତିଭାମାନେ ଉପଯୁକ୍ତ ସରକାରୀ କ୍କୋତ୍ସାହନ ଅଭାବରୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ତାଙ୍କର ପ୍ରତିଭା ପ୍ରଦର୍ଶନ କରିବାରୁ ବଂଚିତ
Read More...

ବସ-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୪ ମୃତ,୨୦ ଆହତ

ଲାଖୀପୁର: ଶୁକ୍ରବାର ୟୁପିର ଲାଖୀପୁର ଖେରୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ରାଜପଥରେ ଏକ ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଦୁଇଜଣଙ୍କ ପରିଚୟ ମିଳିପାରି ନାହିଁ । ସମସ୍ତ
Read More...

ମନୋଜ ପଟ୍ଟନାୟକ ହେଲେ ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘର ଅଧ୍ୟକ୍ଷ

ନବରଙ୍ଗପୁର,୨୪/୬- ନବରଙ୍ଗପୁର ଜିଲ୍ଲାରେ କିନ୍ନର ମାନଙ୍କ ବିଭିନ୍ନ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ଏବଂ ଏଗୁଡିକର ତୁରନ୍ତ ସମାଧାନ ନିମନ୍ତେ ନବରଙ୍ଗପୁର ଜିଲ୍ଲାର ସମସ୍ତ କିନ୍ନରମାନେ ମିଶି ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘ ନାମରେ ଜିଲ୍ଲାପାଳ କାର୍ଯ୍ୟାଳୟରେ ୦୬/୨୦୨୨ ପତ୍ର
Read More...

ଚମକିବ ସର୍ଫରାଜ ଖାନଙ୍କ ଭାଗ୍ୟ, ଏହି ଗସ୍ତରେ ପାଇପାରନ୍ତି ଭାରତୀୟ ଦଳରେ ସ୍ଥାନ

ମୁମ୍ବାଇ : ରଣଜୀ ଟ୍ରଫିରେ କ୍ରମାଗତ ପ୍ରଦର୍ଶନ ସହିତ ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମୁମ୍ବାଇର ସର୍ଫରାଜ ଖାନ ନଭେମ୍ବରରେ ବାଂଲାଦେଶ ବିପକ୍ଷ ଦୁଇ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇପାରନ୍ତି । ରଣଜୀ ଟ୍ରଫିର ଅନ୍ତିମ ମ୍ୟାଚରେ ସର୍ଫରାଜ ଖାନ ନିଜର ଭଲ ଫର୍ମ ଜାରି
Read More...

ବରିଷ୍ଠ ସିନେ ଅଭିନେତା ରାଇମୋହନଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା । ଆଜି ନିଜ ଭୁବନେଶ୍ୱର ସ୍ଥିତ ପ୍ରାଚୀ ବିହାର ସ୍ଥିତ ତାଙ୍କ ବାସଭବନରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେ କେଉଁ କାରଣରୁ ଆତ୍ମହତ୍ୟା
Read More...

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା

ପୁରୀ :ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଓଡିଶାରୁ ପ୍ରଥମ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚନରେ ସାମିଲ ହୋଇଛନ୍ତି । ସେ ଓଡିଶାର ଗର୍ବ ଆଉ ଗୌରବ । ସେ ଓଡିଶାର ଝିଅ ହୋଇଥିବାରୁ ଦଳମତ ନିର୍ବିଶେଷରେ ସମସ୍ତେ ତାଙ୍କୁ ସମର୍ଥନ କରିବା
Read More...

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦାଖଲ କଲେ ନାମାଙ୍କନପତ୍ର, ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚ ପକ୍ଷରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ । ଦ୍ରୌପଦୀ ମୁର୍ମୁଙ୍କ ୪ଟି ସେଟରେ ନାମାଙ୍କନ
Read More...

ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ : ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନା ର ପ୍ରକୋପ ହ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ । ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ
Read More...

ଖାଲମଡା ସେବା ସମବାୟ ସମିତିରେ ସଭାପତି ଭାବେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରକାଶ

ଦଶପଲ୍ଲା : - ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍‌ ଅନ୍ତର୍ଗତ ଖାଲମଡା ସେବା ସମବାୟ ସମିତିରେ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଖାଲମଡା ଗ୍ରାମର ପ୍ରକାଶ ପ୍ରଧାନ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ନିର୍ବାଚନ ଅଧିକାରୀ ସୁକାନ୍ତ
Read More...