Monthly Archives

June 2022

ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କଲେ ରୋହିତ, ଟ୍ୱିଟରରେ ସେୟାର କଲେ ଏହି ବିଶେଷ ନୋଟ୍‌

ନୂଆଦିଲ୍ଲୀ : ଟିମ୍‌ ଇଣ୍ଡିଆର ବର୍ତ୍ତମାନର ଅଧିନାୟକ ରୋହିତ ଶର୍ମା ଆଜି ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୧୫ ବର୍ଷ ପୂରଣ କରିଛନ୍ତି । ରୋହିତ ଶର୍ମା ୨୩ ଜୁନ୍‌ ୨୦୦୭ ରେ ଆୟର୍ଲାଣ୍ଡ ବିପକ୍ଷରେ ୱାନ ଡେ ଇଣ୍ଟରନ୍ୟାସନାଲ କ୍ରିକେଟରେ ଡେବ୍ୟୁ କରିଥିଲେ । ଅବଶ୍ୟ, ଏକ ସମୟ ଥିଲା ଯେତେବେଳେ ସେ
Read More...

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେପିର ସମ୍ବର୍ଦ୍ଧନା

ଚଣ୍ଡିଖୋଲ : ଏନଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାଥିନି ଦ୍ରୌପଦୀ ମୁର୍ମୁ ବୁଧବାର ଅପରାହ୍ନରେ ମୟୂରଭଞ୍ଜରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବଡ଼ଚଣା ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଧାନସଭା ପ୍ରାର୍ଥୀ ତଥା ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଅମର ନାୟକଙ୍କ ନେତୃତ୍ୱରେ ଜିଲ୍ଲା
Read More...

ବିଜେଡିର ଏହି ଦୁଇମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବେ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ନୂଆଦିଲ୍ଲୀରେ ବିଜେଡିର ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟ୍ବିଟରରେ ସୂଚନା ଦେଇଛନ୍ତି। ଏଥିସହ ସେମାନେ ଶ୍ରୀମତୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ
Read More...

ଟି-୨୦ ବିଶ୍ୱକପ ଦଳରୁ ବାଦ ପଡିପାରନ୍ତି ପନ୍ତଙ୍କ ସମେତ ଏହି ଖେଳାଳି

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି -୨୦ ସିରିଜ୍‌ ଖେଳିବା ପରେ ଟିମ୍‌ ଇଣ୍ଡିଆର ପରବର୍ତ୍ତୀ ମିଶନ୍‌ ବର୍ତ୍ତମାନ ଆୟର୍ଲାଣ୍ଡ ଅଟେ । ଏହି ଭ୍ରମଣରେ ଭାରତକୁ ୨ ଟି -୨୦ ମ୍ୟାଚ୍‌ ଖେଳିବାକୁ ପଡିବ । ଅଷ୍ର୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳ
Read More...

ଦୁର୍ଘଟଣାଗ୍ରସ୍ତ କାର ଜଳିଗଲା, ୩ ଡାକ୍ତରୀ ଛାତ୍ର ଜୀବନ୍ତ ଦଗ୍ଧ

ଚଣ୍ଡିଗଡ: ହରିୟାଣାର ସୋନୀପତ ୩୩୪ ନମ୍ବର ଜାତୀୟ ରାଜପଥରେ ଗୁରୁବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ କାର ପଥର ସହ ଧକ୍କା ହେବା ପରେ ସେଥିରେ ନିଆଁ ଲାଗି ଯାଇଥିଲା । ନିଆଁ ଲାଗିବା ଫଳରେ ୩ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ୩ ଜଣ ଗଭୀର ଆହତ ହୋଇଛନ୍ତି । ସୂଚନାନୁଯାୟୀ,
Read More...

ଦ୍ରୌପଦୀଙ୍କୁ ସମର୍ଥନ କଲା ଜେଡିୟୁ

ନୂଆଦିଲ୍ଲୀ: ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଦ୍ରୌପଦୀଙ୍କ ପ୍ରତି ଅହେତୁକ ସମର୍ଥନ ବଢ଼ିବାରେ ଲାଗିଛି । ବିଜେଡି ପକ୍ଷରୁ ଦ୍ରୌପଦୀଙ୍କୁ ସମର୍ଥନ ଜଣାଇବା ପରେ ବର୍ତ୍ତମାନ ଜେଡିୟୁର ସମର୍ଥନ ଦ୍ରୌପଦୀଙ୍କ ପ୍ରତି ଥିବା ସ୍ପଷ୍ଟ କରିଛି ।
Read More...

ମରଣଯନ୍ତା ପାଲଟିଛି କୁଆଁରିଆ ସେତୁ

ଦଶପଲ୍ଲା :ଦଶପଲ୍ଲାର ପ୍ରାଣକେନ୍ଦ୍ର ତଥା ବ୍ୟବସାୟିକ ପେଣ୍ଠସ୍ଥଳ କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦୁର୍ଗାବଜାରଠାରେ ଥିବା କୁଆଁରିଆ ସେତୁ ଖାଲଖମାରେ ଭର୍ତ୍ତି ହୋଇଛି । ପାଣି ନିଷ୍କାସନ ହୋଇ ପାରୁନଥିବା ହେତୁ ଅସରାଏ ବର୍ଷା ହେଲେ ସେତୁ ଉପରେ ଆଣ୍ଠୁଏ ପାଣି
Read More...

ଗଛରେ ପିଟି ହେଲା ପିକଅପ୍‌, ୧୦ ମୃତ

ଲଖିମପୁର : ଉତ୍ତରପ୍ରଦେଶର ପିଲିଭୀତ ଜିଲାରେ ଏକ ପିକଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ପ୍ରାୟ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି । ଖବର ପାଇ ପୁଲିସ
Read More...

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨
Read More...

ବାଲ୍ୟ ବିବାହ ନିରାକରଣ ନିମନ୍ତେ ଟେଣ୍ଟ ହାଉସ ମାଲିକ, ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହଯୋଗ ଲୋଡିଲା ପ୍ରଶାସନ

ସୁବର୍ଣ୍ଣପୁର: ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲପାଳଙ୍କ ସଭା ଗୃହରେ ବାଲ୍ୟ ବିବାହ ନିରାକରଣ ନିମନ୍ତେ ଜିଲ୍ଲାର ଟେଣ୍ଟ ହାଉସ ମାଲିକ,ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଏକ ବୈଠକ
Read More...