Monthly Archives

June 2022

ସମ୍ବଲପୁରର ନୂତନ ଜିଲ୍ଳାପାଳ ଅନନ୍ୟା ଦାସଙ୍କ ଯୋଗଦାନ

ସମ୍ବଲପୁର: ସମ୍ବଲପୁରର ନୂତନ ଜିଲ୍ଲାପାଳ ଭାବେ ଅନନ୍ୟା ଦାସ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୨୦୧୫ ବ୍ୟାଚର ଆଇଏଏସ ଅଫିସର ଓ ଭାରତୀୟ ପ୍ରଶାସନିକ ସେବାରେ ସର୍ବଭାରତୀୟ ସ୍ତରରେ ୧୬ତମ ସ୍ଥାନ ଅଧିକାର କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ ନୂତନ ଜିଲ୍ଲାପାଳଙ୍କୁ ଦାୟିତ୍ୱ
Read More...

ଇଡିରେ ହାଜର ହେବାକୁ ଅଧିକ ସମୟ ମାଗିଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି ଏବେ ଇଡିରେ ହାଜର ହେବା ପାଇଁ ଅଧିକ ସମୟ ମାଗିଛନ୍ତି । ଆସନ୍ତାକାଲି ତାଙ୍କୁ ନ୍ୟାଶନାଲ ହେରାଲ୍ଡ ମାମଲାରେ ଜେରା କରିବାକୁ ଇଡି ନୋଟିସ କରିଥିଲା । ହେଲେ ସେ ସୁସ୍ଥ ହୋଇଥିଲେ ମଧ୍ୟ କରୋନା ଯୋଗୁ ତାଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିଲା । ଏହା
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆନ୍ତର୍ଜାତୀୟ ବିଶ୍ୱ ଯୋଗ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶିଶୁ ବିଦ୍ୟା ମନ୍ଦିର ଯୋଗ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ବହୁ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପାତାଞ୍ଜଳି ଯୋଗ ପୀଠର ଗୁରୁ ବିଶ୍ୱେଶ୍ୱର ଦାସ, ପ୍ରଶିକ୍ଷଣ ମୁରଲୀ ପ୍ରଧାନ,
Read More...

ଭୟଙ୍କର ଭୂକମ୍ପ; ୯୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଆଜି ଭୟଙ୍କର ଭୂମିକମ୍ପ ହୋଇଛି । ଭୂକଂପରେ ଥରିଛି ସାରା ଦେଶ । ଏଥିରେ ୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଆହୁରି ବହୁ ଲୋକ ଆହତ ହୋଇଛନ୍ତି । ଭୂକମ୍ପର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଏହି ଭୂକମ୍ପର ପ୍ରଭାବ ପାକିସ୍ତାନର କେତେକ ଅଞ୍ଚଳରେ ପଡିଥିବା
Read More...

ଘାଟିରୁ ଖସି ଜଳିଗଲା ମାଛ ବୋଝେଇ ଟ୍ରକ୍‌

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବଡଘାଟିରୁ ୩୦ ଫୁଟ୍‌ ତଳକୁ ଖସି ଜଳିଗଲା ମାଛ ବୋଝେଇ ଟ୍ରକ୍‌ । ସୌଭାଗ୍ୟ ବଶଃତ ଏତେ ବଡ ଦୁଃଘଟଣାରୁ ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ
Read More...

ରାହୁଲଙ୍କୁ ୫ ଦିନରେ ୫୦ ଘଣ୍ଟା ଜେରା

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ୫ ଦିନ ମଧ୍ୟରେ ପ୍ରାୟ ୫୦ ଘଣ୍ଟା ଜେରା କରିଛି । ତଥାପି ରାହୁଲଙ୍କ ବିରୋଧରେ କୌଣସି ଠୋସ ପ୍ରମାଣ ପାଇ ପାରିନାହିଁ । ଇଡି ରାହୁଲଙ୍କୁ ୫୦ ଘଣ୍ଟା ଜେରା କରିଥିଲେ ବି ସେ ପୂରା
Read More...

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନବୀନ ପଟ୍ଟନାୟକଙ୍କ ଅପିଲ୍‌

ଭୁବନେଶ୍ୱର: ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଅପିଲ କରିଛନ୍ତି। ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି। ଏଥିସହ ଓଡ଼ିଶାର ଝିଅ
Read More...

ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟୀତ୍ୱ ଗ୍ରହଣ

ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟୀତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଥିବା ଜିଲାପାଳ ଡା. ବୃନ୍ଦା ଡିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବୃନ୍ଦା ଡିଙ୍କୁ ଓଏସଏମସିଏଲ, ଭୁବେନଶ୍ୱରକୁ ବଦଳି ହୋଇଛି । ଆଶିଷ ଈଶ୍ୱର ପାଟିଲ ଏଥି
Read More...

ପୋପ୍ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭାଟିକାନସିଟିରେ ପୋପ୍ ଫ୍ରାନ୍ସିସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ରୋମରେ ରହଣୀ ସମୟରେ ଆଜି ପୋପ୍ ଫ୍ରାନ୍ସିସଙ୍କୁ ଭେଟିଛନ୍ତି।ସୂଚନାଯୋଗ୍ୟ, ୨୬ ତାରିଖ ଯାଏ ମୁଖ୍ୟମନ୍ତ୍ରୀ ରୋମରେ ଅବସ୍ଥାନ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନସଚିବ
Read More...

ଟ୍ବିନସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ଟ୍ବିନସିଟିରେ ପ୍ରବଳ ବର୍ଷା । ଭୁବନେଶ୍ବର, କଟକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଆକାଶରେ ପ୍ରବଳ ମେଘ ଘୋଟି ଅସିଥିବା ସହ ଜୋରରେ ବର୍ଷା ହେଉଛି । ଫଳରେ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି । ସେପଟେ ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାଡ଼ଖଣ୍ଡ
Read More...