Monthly Archives

June 2022

ଜିଲ୍ଲା ଷୌଣ୍ଢିକ ସମାଜର ପ୍ରତିଷ୍ଠା ଦିବସ

ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ କେରେଡ଼ି ଉମା ମହେଶ୍ୱରୀ ମନ୍ଦିର ନିକଟରେ ଜିଲ୍ଲା ଷୌଣ୍ଢିକ ସମାଜର ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ବ୍ଲକ ଅଧ୍ୟକ୍ଷା ସସ୍ମିତା କହଁର ଯୋଗ ଦେଇଥିବା ବେଳେ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି
Read More...

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ଵର : ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଟ୍ଵିଟ୍ କରି ସୂଚନା ଦେଇଛି।ସୂଚନାନୁଯାୟୀ, ମୌସୁମୀ ପ୍ରଭାବରେ ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କଟକ
Read More...

ମହିଳାର ମୃତ ଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଦ୍ୱାରା ଉଦ୍ଧାର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଫୁଲବାଣୀ ସହର ନିକଟସ୍ଥ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ପଛ ପାର୍ଶ୍ୱ ଏକ ଗଛରେ ଜଣେ ମହିଳାର ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ସେହି ଶିଳ୍ପ ତାଲିମ କେନ୍ଦ୍ର ପଛପଟ ଶିଳ୍ପ ତାଲିମ
Read More...

ଫସଲ ବୀମା ରାଶି ଦାବିରେ ପାଟଣାଗଡ଼ କୃଷକ ସେନା ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପାଟଣାଗଡ଼ : ପାଟଣାଗଡ଼ ଅଞ୍ଚଳର କୃଷି ଓ କୃଷକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଚାଷୀମାନଙ୍କ ଅବସ୍ଥା ଦୋହଲି ପଡ଼ିବା ସହ ମେରୁଦଣ୍ଡ ଭାଙ୍ଗି ପଡୁଛି । ଅନ୍ୟ ପକ୍ଷରେ ଅନ୍ନଦାତା ଚାଷୀମାନଙ୍କୁ ଅଣଦେଖା ଓ ଶୋଷଣ କରାଯାଇଛି । ଏବଂ ବର୍ଷନୁବର୍ଷ ଧରି ମରୁଡି ପ୍ରଭାବିତ ହେତୁ ଆହୁରି
Read More...

ବର୍ଷା ଓ ବଜ୍ରପାତ ନେଲା ୧୭ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପାଟନା: ବିହାରରେ ପ୍ରବଳ ବର୍ଷା ଓ ବଜ୍ରପାତ ଯୋଗୁଁ ବିଭିନ୍ନ ଜିଲ୍ଲାରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନିତୀଶ କୁମାର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ମୃତକଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ସହାୟତା ରାଶି
Read More...

ରାଜ୍ୟରେ ୫ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍‌-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି। ଆଜିଠାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି)ରୁ ଅତିପ୍ରବଳ ବର୍ଷା
Read More...

ରାତ୍ରୀକାଳୀନ ଚଢ଼ାଉ କଲେ ଉପଜିଲ୍ଲାପାଳ ; ହାଇୱା ଜବତ, ଏକଲକ୍ଷ ଜରିମାନା

ସୁବର୍ଣ୍ଣପୁର : ଗତ ରାତିରେ ତେଲ ନଦୀରୁ ଗୋଟିଏ ହାଇୱା ବେନିୟମ ବାଲି ଚାଲାଣ କରୁଥିବା ସମୟରେ ବ୍ଲକ ଛକ ଠାରେ ସୋନପୁର ଉପଜିଲ୍ଲାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ ତହସିଲଦାର ନବୀନ କିଶୋର ପାଢ଼ୀ ଓ କାର୍ଯ୍ୟାଳୟର ସୁପରଭାଇଜର ପ୍ରମୁଖ ଚଢ଼ାଉ କରି ବେନିୟମ ବାଲି ଚାଲାଣ
Read More...

ଟି-୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ଦେଶକୁ ଗସ୍ତ କରିବ ଭାରତ, ଜାଣନ୍ତୁ ପୁରା କାର୍ଯ୍ୟସୂଚୀ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ୍‌ ଗତକାଲି ଶେଷ ହୋଇଛି । ଏହାପରେ ଟିମ୍‌ ଇଣ୍ଡିଆର କିଛି ଖେଳାଳି ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ସିରିଜକୁ ଖେଳିବାକୁ ଯିବାକୁ ଥିବା ବେଳେ ଆଉ କିଛି ଖେଳାଳି ଇଂଲଣ୍ଡ ଗସ୍ତ କରିବେ । ଆଗାମୀ କିଛି ମାସ ଭାରତୀୟ ଖେଳାଳିଙ୍କ ପାଇଁ ବହୁତ
Read More...

ଭୁବନେଶ୍ଵରରେ ଟେଲି ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ଵର : ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା। ଭଡ଼ା ଘରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଭୁବନେଶ୍ଵର ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଏକ ଭଡ଼ା ଘରେ ରହୁଥିଲେ। ଘର ଭିତରୁ ନୟାପଲ୍ଲୀ ଥାନା ପୋଲିସ ଏକ ସୁଇସାଇଡ୍ ନୋଟ୍ ଜବତ କରିଛି। ଧାରାବାହିକ
Read More...