Monthly Archives

June 2022

ଅର୍ଥମନ୍ତ୍ରୀ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀଙ୍କୁ ସ୍ୱାଗତ ଓ ଦାବିପତ୍ର ପ୍ରଦାନ କଲେ ଓଡିଶା ସାମ୍ବାଦିକ ସଂଘ…

ସୁବର୍ଣ୍ଣପୁର : ଆଜି ମଧ୍ୟାହ୍ନ ୧୨ ଘଣ୍ଟା ରେ ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ବଙ୍ଗଳା ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୁଜାରୀଙ୍କୁ ଓ ସନ୍ଧ୍ୟା ୬ ଘଣ୍ଟାରେ ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ
Read More...

ସୋନପୁରରେ ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଲୋକାର୍ପିତ

ସୁବର୍ଣ୍ଣପୁର,୧୫/୬: ଆଜି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁର ଠାରେ ୧୪ କୋଟି ୦୪ ଲକ୍ଷ ୯୦ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ବହୁପ୍ରତୀକ୍ଷିତ ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରର ଲୋକାର୍ପଣ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପର, ଓଡିଶା ଶ୍ରୀଯୁକ୍ତ
Read More...

ଜୋରସୋରରେ ଚାଲିଛି ଶ୍ରୀଜିଉଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ:ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାର୍ଶ୍ୱକୋଣରେ ପିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ପ୍ରଥମ ଭୂଇଁ ନିର୍ମାଣ ସରିଛି । ପ୍ରଥମଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ । ପରେ ୪ ନାହାକାରେ ପ୍ରଥମ ଭୂଇଁ ପ୍ରେମ ସଂଯୋଗ କରାଯାଇ ତିନି ରଥରେ ୧୪ ନାହାକା ସେଟିଂ
Read More...

ବଜରଙ୍ଗ ଦଳ ପ୍ରାନ୍ତୀୟ ସୌର୍ଯ୍ୟ ପ୍ରଶିକ୍ଷଣ ଶିବିର

ବୌଦ୍ଧ,୧୫/୬- ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ବୌଦ୍ଧଠାରେ ଗତ ୧୦ ତାରିଖ ଠାରୁ ବଜରଙ୍ଗ ଦଳର ପ୍ରାନ୍ତୀୟ ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ ହେଉଛି । ଉକ୍ତ ବର୍ଗରେ ୨୨ଟି ସାଙ୍ଗଠାନିକ ଜିଲ୍ଲାରୁ ୬୮ ଜଣ ଶିକ୍ଷାର୍ଥୀ ଉପସ୍ଥିତ ରହି ଏହି ପ୍ରଶିକ୍ଷଣ ନେଉଛନ୍ତି । ଉଦଘାଟନୀ ଉତ୍ସବରେ ପୂଜ୍ୟ
Read More...

ଆୟର୍ଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ : ନେତୃତ୍ୱ ନେବେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ: ଆଗକୁ ହେବାକୁ ଥିବା ଆୟର୍ଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଆଜି ଭାରତୀୟ ଦଳ ଘୋଷଣା ହୋଇଛି । ଅଧିନାୟକ ଭାବେ ଦାୟିତ୍ୱ ତୁଲାଇବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା । ତାଙ୍କ ଡେପୁଟି ଭାବେ ନିଯୁକ୍ତି ପାଇଛନ୍ତି ଭୁବନେଶ୍ୱର କୁମାର । ସେହିପରି କ୍ରମାଗତ ଭାବେ ଆଇପିଏଲରେ
Read More...

ମାରୁତି ଯୁବକ ସଂଘ ଓ ବିଭିନ୍ନ ଅନୁଷ୍ଠାନ ତରଫରୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କୁ ବିପୁଳ ସମ୍ବର୍ଦ୍ଧନା

ବୌଦ୍ଧ/ଜହ୍ନ ।ପଙ୍କ,୧୫/୬: ଆଜି ଅପରାହ୍ନରେ କଣ୍ଟାମାଳ ଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଜଙ୍ଗଲ ଓ ପରିବେଶ, ପଂଚାୟତରାଜ ଓ ପାନୀୟ ଜଳ ଯୋଗାଣ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତଙ୍କୁ ଜହ୍ନ ।ପଙ୍କ ଗ୍ରାମବାସୀ ଓ ମାରୁତି ଯୁବକ ସଂଘ ପକ୍ଷରୁ
Read More...

ପଏମ ପକ୍ଷରୁ ନାଟ୍ୟମହର୍ଷି ଭଗବାନ ସାହୁ ଜୟନ୍ତୀ ପାଳିତ

ସମ୍ବଲପୁର: ଅଗ୍ରଣୀ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପଶ୍ଚିମାଞ୍ଚଳ ଏକତା ମଂଚ (ପଏମ) ପକ୍ଷରୁ ସମ୍ବଲପୁରୀ ନାଟ୍ୟମହର୍ଷି ଭଗବାନ ସାହୁଙ୍କ ୯୨ ତମ ଜୟନ୍ତୀ ସମାରୋହ ସହକାରେ ପାଳିତ ହୋଇଯାଇଛି । ଏହି ସମାରୋହରେ ଡଃ ପରେଶ ଦାନୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଗୁରୁ ଭଗବାନ ସାହୁଙ୍କ
Read More...

ଫୁଲବାଣୀ ଟାଉନ ଥାନା ସମ୍ମୁଖରୁ ସିରିଜ ଚୋରି, ପୋଲିସ ସାଜିଛି ଧୃତରାଷ୍ଟ୍ର

ଫୁଲବାଣୀ: ଫୁଲବାଣୀ ଟାଉନ ଥାନା ସମ୍ମୁଖରୁ ସିରିଜ ଚୋରି । ଗୋଟିଏ କି ଦୁଇଟି ନୁହେଁ, ଚାରି ଚାରିଟା ଦୋକାନର ତାଲା ଭାଙ୍ଗି ନଗଦ ଟଙ୍କା ଓ ସାମଗ୍ରି ଚୋରି କରି ନେଇଛନ୍ତି ଦୁର୍ବୃତ୍ତ । ଦୁଇଜଣ ଯୁବକ ହାତରେ ଶାବଳ, ହାତୁଡି ଧରି ଦୋକାନରୁ ସେ ଦୋକାନକୁ ବୁଲିବୁଲି ଚୋରି କରୁଥିବା ଦୋକାନରେ
Read More...

ହରିଶଙ୍କରଠାରେ ନୂତନ କାର୍ଯ୍ୟକାରୀ ଶିକ୍ଷକ ସଂଘ ଗଠିତ

ଖପ୍ରାଖୋଲ: ଖପ୍ରାଖୋଲ ବ୍ଳକ ର ସମସ୍ତ ପ୍ରାଥମିକ ବିଦ୍ୟାଳୟର ଲେଭେଲ ୫ର୍ଥ ଏକ୍ସ କ୍ୟାଡର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଏକ ଜରୁରୀକାଳୀନ ବୈଠକ ହରିଶଙ୍କର ସ୍ଥିତ କୌଲାସ କୁଞ୍ଜର ଆମ୍ବତୋଟାଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିକ୍ଷକ ମୋତିଲାଲ ତାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷକ
Read More...

ହରିଶଙ୍କର ପୀଠରେ ବାଡାବାଡି,ଥାନାରେ ୧୦ ଯୁବକ ଅଟକ

ଖପ୍ରାଖୋଲ: ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ଝରଣା କୂଳରେ ଦୁଇ ଗୋଷ୍ଟି ଗଣ୍ଡଗୋଳ ଘଟଣା ରେ ଦୁଇଜଣ ଗୁରୁତର ହୋଇଥିବା ବେଳେ ଚିକିତ୍ସା ପାଇଁ ବଲାଙ୍ଗିର ଡାକ୍ତର ଖାନା ପଠା ଯାଇଥିବା ଜଣା ପଡ଼ିଛି । ଗଣ୍ଡଗୋଳ ଘଟଣା ରେ ୧୦ ଜଣ ଯୁବକଙ୍କୁ ଖପ୍ରାଖୋଲ ପୋଲିସ ଅଟକ ରଖିଥିବା ଜଣାଯାଇଛି
Read More...