Monthly Archives

June 2022

ରେମୁଣାରେ ଇମାମୀ-କିସ୍‌ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍‌ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ
Read More...

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ପାଟଣାଗଡ଼:ରାଜ୍ୟସଭା ସାଂସଦ ଭାବରେ ନିରଞ୍ଜନ ବିଶି ମନୋନୀତ ହେବା ପରେ ପ୍ରଥମ କରି ବେଳପଡା ଗସ୍ତ କରିଥିଲେ । ବେଳପଡା ଶିବ ମନ୍ଦିର ଦର୍ଶନ କରିବା ପରେ ଆଦିବାସୀ କର୍ମଚାରୀ ସଂଘ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଶୋଭାଯାତ୍ରାରେ ବାଜାର ତାଳେ ତାଳେ ସହର ପରିକ୍ରମା କରି ମାରବାଡି
Read More...

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମ ପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ରିବନ କାଟି ଶୁଭ ଉଦଘାଟନ
Read More...

କ.ନୂଆଗାଁରେ ଶ୍ରୀରାମଚରିତ ମାନସ ଉଦଯାପିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପଶୁ ଚିକିତ୍ସାଳୟ ନିକଟରେ ଗତ ନବଦିନ ବ୍ୟାପୀ ଶ୍ରୀରାମଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅଧିବାସ ଓ କଳସ ଯାତ୍ରା ସହ ଶିକ୍ଷକ ସୁକାନ୍ତ କୁମାର ମହାପାତ୍ରଙ୍କ ଦ୍ୱାରା ନିର୍ମିତ ମୃଣୟମୂର୍ତ୍ତି
Read More...

ଚାନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଜନଶୁଣାଣୀ ଶିବିର

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚାନ୍ଦାହାଣ୍ଡି ବ୍ଲକ୍‌ସ୍ତରୀୟ ଜନଶୁଣାଣୀ ଶିବିର ଆଜି ଚାନ୍ଦାହାଣ୍ଡି ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲାପାଳ ଡକ୍ଟର କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା । ଏଥିରେ ଚାନ୍ଦାହାଣ୍ଡି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ ଜିଲ୍ଲାପାଳଙ୍କୁ
Read More...

ଯୁବ ମୋର୍ଚ୍ଚା ପକ୍ଷରୁ ବିକାଶ ତୀର୍ଥ ବାଇକ ରାଲି ସମାବେଶ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା କାର୍ଯ୍ୟାଳୟ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଠ ବର୍ଷ ପୂର୍ତ୍ତି ଉପଲକ୍ଷେ ଭାରତୀୟ ଜନତା ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ସଭାପତି ତେଜସ୍ୱି ସୁରିୟା ଜୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସଭାପତି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା
Read More...

ରାହୁଲ ଗାନ୍ଧୀଙ୍କୁ ଇଡିର ପଚରାଉଚରା ଶେଷ, ଏହି ସବୁ ପ୍ରଶ୍ନର ସମ୍ମୁଖୀନ ହେଲେ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଜି ଇଡି ପକ୍ଷରୁ ପଚରାଉଚରା କରାଯାଇଛିି । ଇଡି ପକ୍ଷରୁ କଂଗ୍ରେସ ନେତାଙ୍କୁ ପ୍ରାୟ ତିନି ଘଣ୍ଟା ପ୍ରଶ୍ନ କରାଯାଇଥିଲା ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନର ଉତ୍ତର ଖୋଜିଯାଇଥିଲା । ଏହି ସମୟରେ ପ୍ରବର୍ତ୍ତନା ନିର୍ଦ୍ଦେଶାଳୟ
Read More...

୨୦୨୨ରେ ତିନି ଭାରତୀୟ ଅଧିନାୟକଙ୍କୁ ଫେଲ୍‌ କଲାଣି ଦ.ଆଫ୍ରିକା

ନୂଆଦିଲ୍ଲୀ : ଭାରତ ବିପକ୍ଷରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ଦକ୍ଷିଣ ଆଫ୍ରିକା ୨-୦ ଅଗ୍ରଣୀ ହାସଲ କରିଛି । ଦିଲ୍ଲୀରେ ଭ୍ରମଣକାରୀ ଦଳ ଭାରତକୁ ୭ ୱିକେଟ ଏବଂ କଟକକୁ ୪ ୱିକେଟରେ ପରାସ୍ତ କରିଛି । ଏହା ସହିତ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା
Read More...

ରଜରେ ଓଡିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର : ଆସନ୍ତା ୧୫ କିମ୍ବା ୧୬ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁପାରେ । ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି । ଆଜି ମହାରାଷ୍ଟ୍ର, ଗୁଜୁରାଟ, ବିହାରର କିଛି ଅଂଚଳ ମୌସୁମୀ ଛୁଇଁଛି । ତେଣୁ ପାଣିପାଗ ବିଭାଗର
Read More...