Monthly Archives

June 2022

ଡୁମରପଦରରେ କେନ୍ଦୁପତ୍ର ସିଜିନାଲ କର୍ମଚାରୀଙ୍କ ଜରୁରୀକାଳୀନ ବୈଠକ

ପାଟଣାଗଡ: ପାଟଣାଗଡ଼ ଉପଖଣ୍ଡ ଯୋଗିମୁଣ୍ଡା ରେଞ୍ଜର କେନ୍ଦୁପତ୍ର ସିଜିନାଲ କର୍ମଚାରୀଙ୍କ ଏକ ଜରୁରୀକାଳୀନ ବୈଠକ ଡୁମେରପଦର ଗ୍ରାମର ପତ୍ରଫଡିରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ପାଟଣାଗଡ଼ ଡିଭିଜନର ସଂପାଦକ ଶିବାନନ୍ଦ ପରିଚ୍ଛାଙ୍କ ଅଧ୍ୟକ୍ଷତାରେ
Read More...

ଆଫ୍ରିକାର କିଲିମାଞ୍ଜାର ପର୍ବତ ଶୃଙ୍ଗରେ ନାଗାର୍ଜୁନ ବେଶ ପଟ୍ଟଚିତ୍ର ପ୍ରଦର୍ଶନ କଲେ ପୁରୀ ପୁଅ ଚିନ୍ମୟ

ପୁରୀ: ପୁରୀ ରଘୁରାଜପୁରର ଯୁବ ପର୍ବାତାରୋହୀ ଚିନ୍ମୟ ମହାରଣା ସାଉଥ୍‌ଆଫ୍ରିକାର କିଲିମାଞ୍ଜାର ପର୍ବତ ଶୃଙ୍ଗ ଆରୋହଣ କରି ମହାପ୍ରଭୁ ଜଗନ୍ନାଥଙ୍କ ନାଗାର୍ଜୁନ ବେଶର ପଟ୍ଟଚିତ୍ର ପ୍ରଦର୍ଶନ କରିଛନ୍ତି । ଗୁରୁବାର ଦିନ ଚିନ୍ମୟ ଏହି ଶୃଙ୍ଗ ଆରୋହଣ କରି ନାଗାର୍ଜୁନ ବେଶ ସହ ଜାତୀୟ ପତାକା
Read More...

ବୌଦ୍ଧ ଏନଏସି ପକ୍ଷରୁ ଦୁଇ ଦିନିଆ ଦକ୍ଷତା ବିକାଶ ତାଲିମ ଶିବିର

ବୌଦ୍ଧ: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ପକ୍ଷରୁ ଏକ ଦୁଇ ଦିନିଆ ଦକ୍ଷତା ବିକାଶ ତାଲିମ ଶିବିର ଭିକାରୀ କଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡା, କ୍ଲଷ୍ଟର ସଂଯୋଜକ ନରେନ୍ଦ୍ର ସ୍ୱାଇଁ
Read More...

ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ : ଜୁଲାଇ ୨୪ ତାରିଖରେ ଭାରତର ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେବ । ଏହା ପୂର୍ବରୁ ସମ୍ବିଧାନର ଧାରା ୬୨ ଅନୁସାରେ ନୂଆ ରାଷ୍ଟ୍ରପତି ଚୟନ ପାଇଁ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ଓ
Read More...

ରଜରେ ଓଡିଶା ଛୁଇଁନପାରେ ମୌସୁମୀ

ଭୁବନେଶ୍ୱର: ତାତି ଭିତରେ ଆହୁରି ଦରଦୀ ତଥା ଯନ୍ତ୍ରଣାଯୁକ୍ତ ଖବର ସାମନାକୁ ଆସିଛି । ତାହା ହେଲା ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ । ଏନେଇ ଆଇଏମଡିର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ
Read More...

ନୃଶଂସ ସ୍ୱାମୀ, ସ୍ତ୍ରୀକୁ ମାରି ଛଅବର୍ଷର ଝିଅର ତଣ୍ଟି କାଟିଲା

ଭୁବନେଶ୍ୱର: ମଦ ଉଜାଡି ଦେଲା ସଂସାର । ମଦ ପାଇଁ ଅନେକ ଅଭାବନୀୟ କାଣ୍ଡ ଘଟିଯାଉଛି । ମଦ ନିଶାରେ ଲୋକେ ନିଜର ହିତାହତ ଜ୍ଞାନ ହରାଇ ବସୁଛନ୍ତି । ଆଜି ପୁଣି ମଦ ପାଇଁ ଏକ ନାରକୀୟ କାଣ୍ଡ ଘଟିଯାଇଛି । ନିଶା ପାଇଁ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ’କୁ ମାରିଦେବା ସହ ୬ବର୍ଷର ଝିଅର ତଣ୍ଟିକୁ କାଟି
Read More...

ଲିଡ଼ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା

ଗଜପତି,୯/୬- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ୟୁନିଅନ ବ୍ୟାଙ୍କର ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଲିଡ଼ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ
Read More...

ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ :ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ଗୁରୁବାର ଦିନ ଅପରାହ୍ନ ୩ ଟାରେ ନିର୍ବାଚନ ତାରିଖ ଘୋଷଣା କରିବେ । ବର୍ତ୍ତମାନର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୫ ରେ ଶେଷ ହେବ ।ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଏକ ବଡ଼ ଘୋଷଣା
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେଲା ୬୦ଟି ବିଦ୍ୟାଳୟ

ଦଶପଲ୍ଲା : ଓଡ଼ିଶାର ଲୋକପ୍ରୀୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭର୍ଚୁୁଆଲ୍‌ ମାଧ୍ୟମରେ ଉଦଘାଟିତ ହେଲା ନୟାଗଡ଼ ଜିଲ୍ଲାରେ ୬୦ ଟି ରୂପାନ୍ତରିତ ବିଦ୍ୟାଳୟ । ଯାହା ମଧ୍ୟରେ ନୟାଗଡ଼ ସଦର ବ୍ଲକର ୧୦ଟି ବିଦ୍ୟାଳୟ, ଓଡ଼ଗାଁର ୧୩ ଟି, ଦଶପଲ୍ଲା ବ୍ଲକର ୫ଟି, ନୂଆଗାଁ ବ୍ଲକର ୯ଟି,
Read More...

ଧାରଣାକୁ ସମର୍ଥନ ଦେଲେ ସିପିଆଇଏମ୍‌ ନେତା ବିଶ୍ୱନାଥ ଓ ଶରତ

ଦଶପଲ୍ଲା : ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ନିର୍ମାଣ ପାଇଁ ଦୀର୍ଘବର୍ଷ ଧରି ଚାଲିଥିବା ଅଧଗ୍ରହଣ ପ୍ରକ୍ରିୟା ଶେଷ ହେବାର ନାଁ ଧରୁନାହିଁ । ଆଦିବାସୀଙ୍କ ଚାଷଜମି ରେଳପଥ ନିର୍ମାଣ ପାଇଁ ବ୍ୟବହାର ହେଉଥିବାବେଳେ ସେମାନଙ୍କୁ ଅନ୍ଧାରରେ ରଖାଯାଇଛି । ଜମି ବାବଦ ସହାୟତା ରାଶି ସେମାନଙ୍କୁ ମିଳିବ ନା
Read More...