Monthly Archives

June 2022

ଶିଶୁ ସୁରକ୍ଷା ଓ ବାଲ୍ୟବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର,୬/୬ - ଡୁଙ୍ଗୁରିପାଲି ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବ୍ଲକ ସଭାଗୃହ ଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ ଙ୍କ ସହ ଜିଲ୍ଲାପାଳଙ୍କ ଏକ ବୈଠକ ଅନୁଷ୍ଠିତ
Read More...

ମାସିକିଆ ଟଙ୍କା ନେଉଛି ପୁରୀ ପୁଲିସ, ଅବକାରୀ କମିସନରଙ୍କୁ ଚିଠି ଲେଖିଲେ ଇନସପେକ୍ଟର

ପୁରୀ : ପୁରୀ ଜିଲ୍ଲା ଅବକାରୀ ବିଭାଗରେ ହୁଲସ୍ତୁଲ । ମାସିକିଆ ଟଙ୍କା ନେଉଛି ପୁରୀ ପୁଲିସ । ଅବକାରୀ କମିସନର୍‌ଙ୍କୁ ଏଭଳି ଚିଠି ଲେଖି ଗଣମାଧ୍ୟମ ଆଗରେ ଖୁଲମଖୁଲା ଅଭିଯୋଗ ଆଣିଛନ୍ତି ପୁରୀ ଅବକାରୀ ଇନସ୍‌ପେକ୍ଟର୍‌ ସଞ୍ଜୟ କୁମାର ପଣ୍ଡା । ଜିଲ୍ଲାରେ ଥାନା ଅଧିକାରୀମାନେ ନିଶା ମାଫିଆଙ୍କ
Read More...

ଯୁଗଳମୂର୍ତ୍ତିଙ୍କ ନଗର ପରିକ୍ରମା ସହ ମହାଆଡମ୍ବରରେ ସମାପନହେଲା ସୁବର୍ଣ୍ଣପୁରର ଶୀତଳ ଷଷ୍ଠୀ ଯାତ୍ରା

ସୁବର୍ଣ୍ଣପୁର,୬/୬ - ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀ ଙ୍କ ଯୁଗଳମୂର୍ତ୍ତି ଓ ଅଷ୍ଟଚଣ୍ଡୀ, ଅଷ୍ଟ ଶମ୍ଭୁ ଓ ଅଷ୍ଟବିଷ୍ଣୁଙ୍କ ନଗର ପରିକ୍ରମା ପରେ ମହାଆଡମ୍ବରରେ ଆଜି ଉଦଯାପିତ ହୋଇଯାଇଛି ସୁବର୍ଣ୍ଣପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା । ଆଜି ଭୋରରୁ ସୁବର୍ଣ୍ଣପୁର ଭଗବତି
Read More...

ଆକାଶରୁ ବିମାନ ଖସି ଦି’ଫାଳ; ପାଇଲଟ ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲାରେ ଆଜି ଏକ ଟ୍ରେନି ବିମାନ ଦୁର୍ଘଟଣା ଘଟିଛି । କାମାକ୍ଷନଗର ଅନ୍ତର୍ଗତ ବୀରାଶାଳ ଅଂଚଳରେ ପ୍ରଶିକ୍ଷଣ ବେଳେ ବିମାନଟି ୧୫ ଫୁଟ ଉପରୁ ତଳକୁ ଖସିପଡିଥିଲା । ତଳେ ପଡିବା ପରେ ଏହା ଦି'ଫାଳ ହୋଇଯାଇଛି । ଟ୍ରେନି ପାଇଲଟ ଏହି ଦୁର୍ଘଟଣାରୁ ଗୁରୁତର ଭାବେ ଆହତ
Read More...

୧୨ ପରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର : ଜୁନ୍‌ ୧୨ ପରେ ଓଡିଶା ଛୁଇଁବ ମୌସୁମୀ । ରାଜ୍ୟରେ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ବାୟୁମଣ୍ଡଳରେ ଆଦ୍ରତା ଯୋଗୁଁ ଗୁଳୁଗୁଳି ପରିଲକ୍ଷିତ ହେଉଛି ।ତେଣୁ ମୌସୁମୀ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରୁନାହିଁ । ଆସନ୍ତା ୧୨ ତାରିଖ ପରେ
Read More...

ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡୁଙ୍ଗୁରିପାଲି ବ୍ଲକ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ
Read More...

୪୮୮ ଓ ୬୬୨ ମହାବିଦ୍ୟାଳୟ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଲାଗୁ ପ୍ରକ୍ରିୟାର ପୁନଃ ବିଚାର କରିବାକୁ ଦାବି

ବାଲିଗୁଡ଼ା: ଜୋର୍‌ ଧରିଲା ମହାବିଦ୍ୟାଳୟ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଲାଗୁ ପ୍ରକ୍ରିୟାର ପୁନଃ ବିଚାର କରିବାକୁ ଦାବି । ତା-୦୫.୦୬.୨୦୨୨ ଦିଗରେ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିଠାରେ ୪୮୮ ଓ ୬୬୨ ବର୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ
Read More...

“ବଲାଙ୍ଗୀର ଦିନ’ ପକ୍ଷରୁ ପରିବେଶ ଦିବସ ପାଳିତ

ବଲାଙ୍ଗୀର: ସ୍ଥାନୀୟ ପିପି ଏକାଡେମୀ ପ୍ରେକ୍ଷାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏକମାତ୍ର ପୃଥିବୀ ପ୍ରସଙ୍ଗକୁ ନେଇ ପରିବେଶ ଦିବସ କରାଯାଉଥିବାରୁ ଆଗାମୀ ପୀଢି ବଂଶଧରମାନଙ୍କ ପାଇଁ ମାଟି, ପାଣି ଓ ପବନକୁ ପ୍ରଦୂଷଣ ମୁକ୍ତ ରଖିବା ସମସ୍ତଙ୍କ କର୍ତ୍ତବ୍ୟ ବୋଲି ଏହି ଅବସରରେ
Read More...

ଦେବ ଦମ୍ପତିଙ୍କ ସ୍ୱମନ୍ଦିର ପ୍ରବେଶ ସହ ଶୀତଳଷଷ୍ଠୀ ଯାତ୍ରା ସମ୍ପନ୍ନ

ସମ୍ବଲପୁର: ଦୀର୍ଘ ଚାରିଶହ ବର୍ଷରୁ ଅଧିକ ପୁରାତନ ପରମ୍ପରା ପାଳନ ପୂର୍ବକ ଏଠାକାର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ନାଦ ଶେଷ ପର୍ଯ୍ୟାୟରେ ଆସି ପହଞ୍ଚିଛି । ମହାଦେବ ଶିବଙ୍କ ସହିତ ଆଦିମାତା ମହାଶକ୍ତି ପାର୍ବତୀଙ୍କୁ ବିବାହକାର୍ଯ୍ୟ ଗତକାଲି ମହା ସମାରୋହରେ ସମ୍ପନ୍ନ ହେଲା ପରେ ନବ ବିବାହିତ
Read More...

ଶୀତଳ ଷଷ୍ଠୀ ଯାତ୍ରାରେ ସାମିଲ ହେଲାପରେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ଫେରିଗଲେ

ସମ୍ବଲପୁର: ଏଠାକାର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆକର୍ଷଣରେ ପ୍ରଭାବିତ ହୋଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇଦିନିଆ ଗସ୍ତରେ ଏଠାକୁ ଆସିଥିଲେ ଓ ଗସ୍ତ ସମ୍ପନ୍ନ କରି ଆଜି ପ୍ରାତଃ ଟ୍ରେନ ଦ୍ୱାରା ରାଜଧାନୀ ଭୁବନେଶ୍ୱର ଫେରି ଯାଇଛନ୍ତି । ଯିବା ପୂର୍ବରୁ ସେ କହିଛନ୍ତି
Read More...