Monthly Archives

June 2022

ଆଫ୍ରିକାର କିଲିମାଞ୍ଜାର ପର୍ବତ ଶୃଙ୍ଗ ଅଭିମୁଖେ ଓଡ଼ିଆ ପୁଅ

ପୁରୀ : ପୁରୀ ରଘୁରାଜପୁରର ଯୁବ ପର୍ବାତାରୋହୀ ଚିନ୍ମୟ ମହାରଣା ସାଉଥ୍‌ ଆଫ୍ରିକାର କିଲିମଞ୍ଜାର ପର୍ବତ ଶୃଙ୍ଗ ଆରୋହଣ ଲକ୍ଷ୍ୟରେ ଯାତ୍ରା ଆରମ୍ଭ କରିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସମର୍ଥ ବର୍ମା ଚିନ୍ମୟଙ୍କୁ ପୁଷ୍ପଗୁଚ୍ଛ ଉତ୍ତରୀୟ ପ୍ରଦାନ
Read More...

ବିଦ୍ୟୁତ ବିଭ୍ରାଟ ବିରୁଦ୍ଧରେ ଟାଟା ପାୱାରକୁ ସ୍ମାରକପତ୍ର

ସମ୍ବଲପୁର: ବାରମ୍ବାର ଆପତ୍ତି ଅଭିଯୋଗ ସତ୍ତେ୍ୱ୍ୱ ଲୋକଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ମିଳିପାରୁ ନାହିଁ ଓ ଏହି ସମସ୍ୟା ମହାନଗର ଠାରୁ ପୁରପଲ୍ଲୀ ସବୁଆଡେ ବ୍ୟାପ୍ତ । ସ୍ଥାନୀୟ ରେଙ୍ଗାଲିଠାରେ ଏହି ସମସ୍ୟା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଛି ରେଙ୍ଗାଲି ସଚେତନ ନାଗରିକ ସମିତି ଓ
Read More...

ଅବସର ନେଲେ ପ୍ରଧାନ ଶିକ୍ଷୟତ୍ରୀ ମିନତୀ ବହିଦାର

ସୁବର୍ଣ୍ଣପୁର: ସୋନପୁର ବାଳିକା ହାଇସ୍କୁଲର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ବହିଦାର ଏବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷକ ବୈଦ୍ୟନାଥ କର୍ଣ୍ଣଙ୍କ ଅଧ୍ୟକ୍ଷତାରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା
Read More...

ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସମସ୍ତ ୨୦ ରାଉଣ୍ଡରେ ଟ୍ରେଣ୍ଡ ରହିବା ପରେ ବିଜେପି କଂଗ୍ରେସକୁ ପଛରେ ପକାଇ ବିଜେଡି ବିଜୟୀ ହୋଇଛି । ମୋଟ ୬୫ହଜାର ୭୯୧ଭୋଟ ବ୍ୟବଧାନରେ ବ୍ରଜରାଜନଗରରେ
Read More...

ସୁପ୍ରିମକୋର୍ଟରେ ରଦ୍ଦ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା, ଆସିଲା ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍‌

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଆସିଲା ରାୟ । ପେନାଲ୍ଟିଂ ସହ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା ପାଇଁ ନିର୍ଦ୍ଦେଶ ହୋଇଛି । ଏହି କାମ ବିପୁଳ ଜନସ୍ୱାର୍ଥ ପାଇଁ କରାଯାଉଛି । ଏଭଳି ଭାବେ
Read More...

ବ୍ରଜରାଜନଗର ଉପ ନିର୍ବାଚନ : ବିଜେଡି ପ୍ରାର୍ଥୀ ଆଗୁଆ, ଦ୍ୱିତୀୟରେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ଭୋଟ୍‌ ଗଣତି ଜାରି ରହିଛି । ୧୫ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଅଳକା ମହାନ୍ତିଙ୍କୁ ୭୧୬୬୭ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ କଂଗ୍ରେସର କିଶୋର ପଟେଲ ୨୦୦୮୫ ଖଣ୍ଡ ଭୋଟ୍‌ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ବିଜେପିର ରାଧାରାଣୀ ପଣ୍ଡା ଙ୍କୁ
Read More...

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ ଜେଲ୍‌

ଦଶପଲ୍ଲା : ନିଜ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ହତ୍ୟା କରିବା ମାମଲାର ଶୁଣାଣି କରି ସ୍ୱାମୀକୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତିି ନୟାଗଡ଼ ଜିଲ୍ଲା ଜଜ୍‌ ରୁପଶ୍ରୀ ଚୌଧୁରୀ । ପ୍ରାପ୍ତ ସୂଚନା ଅନୁସାରେ, ନୟାଗଡ଼ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ କେସରସିଂ ଗ୍ରାମର
Read More...

ନୟାଗଡରେ ଜିଲ୍ଲାସ୍ତରୀୟ ପରୀକ୍ଷା ପର୍ବ ସଚେତନତା କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀଙ୍କ ମନରୁ ଦୂରହେବ ପରୀକ୍ଷା ଭୟ

ଦଶପଲ୍ଲା : ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନରେ ସୃଷ୍ଟି ହୋଇଥାଏ ଅହେତୁକ ଭୟ । ପରୀକ୍ଷା ଏବଂ ପରୀକ୍ଷା ପରବର୍ତ୍ତୀ ସମୟରେ ଶିକ୍ଷକ, ପିତାମାତା ତଥା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଥାଏ ପରୀକ୍ଷା ଜନିତ ଭୟ, ଅବସାଦ ଏବଂ ଆତ୍ମହତ୍ୟା ଭଳି ବିଚାର ଉତ୍ପନ୍ନ ହୋଇଥିବା
Read More...

ବିଶ୍ୱ ବାଇସାଇକେଲ ଦିବସ ପାଳିତ

ଫୁଲବାଣୀ: ଫୁଲବାଣୀ ସହରର ସ୍ଥାନୀୟ ମାଦିକୁଂଦା ଛକ ଫୁଲବାଣୀ ଠାରେ ନେହରୁ ଯୁବକେନ୍ଦ୍ର ଫୁଲବାଣୀ ତରଫରୁ ବିଶ୍ୱ ବାଇସାଇକେଲ ଦିବସ ପାଳିତ ହୋଇଯାଇଛି । ଏ ନେଇ ଏକ ସାଇକେଲ ରାଲିର କାର୍ଯ୍ୟକ୍ରମ ହୋଇଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଡେପୁଟି ଜ଼ିଲ୍ଲାପାଳ ବୁନା ପ୍ରଧାନ
Read More...

କନ୍ଧମାଳ ଜିଲ୍ଲାରେ ୭୩ଟି ହାଇସ୍କୁଲର ଭର୍ଚୁଆଲରେ ଉଦଘାଟନ କରିବେ ଆଜି ମୁଖ୍ୟମନ୍ତ୍ରୀ

ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ୭୩ଟି ହାଇସ୍କୁଲର ରୂପାନ୍ତରୀକରଣ କାର୍ଯ୍ୟ ଶେଷ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ଏହାକୁ ଉଦଘାଟନ କରିବେ । ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ସରକାରୀ ୟୁଜିଏଚଏସ ବିରିଗାଁ,
Read More...