Monthly Archives

July 2022

ରାଜ୍ୟରେ ମୌସୁମୀ ସ୍ଥିତି ଦୁର୍ବଳ

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ସ୍ଥିତି ଦୁର୍ବଳ ରହିଛି । ଏହା ପ୍ରଭାବରେ ଦିନରେ ତାପମାତ୍ରା ବଢୁଛି । ଏହାସହ କେତେକ ଅଞ୍ଚଳରେ ଘଡଘଡି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସେପଟେ ଆସନ୍ତା ୩ ଦିନ
Read More...

ଦକ୍ଷତା ବିକାଶ କେନ୍ଦ୍ର ଉଦଘାଟିତ କଲେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ବେତାଗୁଡା ନିକଟରେ ଏକ ଦକ୍ଷତା ବିକାଶ ତାଲିମ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ରିବନ କାଟି ଶୁଭ ଉଦଘାଟନ କରିଛନ୍ତି । ଏହି କେନ୍ଦ୍ରଟି ଓଡ଼ିଶା ଦକ୍ଷତା ବିକାଶ କେନ୍ଦ୍ର ଓ ବିଜ୍ଞାନ ଭାରତୀ
Read More...

ଜିଲ୍ଳାସ୍ତରୀୟ ବିଦ୍ୟୁତ ମହୋତ୍ସବ ପାଳନ

ସୁବର୍ଣ୍ଣପୁର: ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ସାରା ଦେଶରେ ଉଜ୍ଜ୍ୱଳ ଭାରତ-ଉଜ୍ଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ବିଦ୍ୟୁତ ଉତ୍ସବ ନୂତନ ଟାଉନ ହଲ ସୋନପୁର ଠାରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ କେନ୍ଦ୍ର
Read More...

ବିଧାୟକଙ୍କ ପ୍ରତିଶୃତି ପାଣିର ଗାର ; ଖଟିଆ ଆଉ ଭାରରେ ବୁହା ହେଉଛନ୍ତି ରୋଗୀ ଓ ପ୍ରସୂତି, ସରକାରଙ୍କ ଯୋଜନା ବାଟବଣା

ବାଲିଗୁଡ଼ା : ନିର୍ବାଚନ ପୂର୍ବରୁ ପୁଳାପୁଳା ପ୍ରତିଶ୍ରୁତି, ହେଲେ ହେଲେ ଭୋଟ ପାଇବା ପରେ ଯଥା ପୂର୍ବଂ ତଥା ପରଂ । ବିଧାୟକ ଭୋଟ ପାଇବା ପୂର୍ବରୁ ସମ୍ପୃକ୍ତ ଅଞ୍ଚଳକୁ ଯାଇ କହିଥିଲେ ମୁଁ ଏବେ ଚାଲି ଚାଲି ଆସିଛି ମୋତେ ଭୋଟ ଦିଅ ମୁଁ ତୁମ ଗାଁ କୁ ପକ୍କା ରାସ୍ତା କରି କାରରେ ଆସିବି । କିନ୍ତୁ
Read More...

ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ତ୍ରିରଙ୍ଗା ଧରିବେ ସିନ୍ଧୁ

ନୂଆଦିଲ୍ଲୀ: ଅଲିମ୍ପିକ୍‌ ଚାମ୍ପିଅନ୍‌ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ ରାଜ୍ୟ ଗୋଷ୍ଠୀ କ୍ରୀଡା-୨୦୨୨ର ଉଦଘାଟନୀ ସମାରୋହରେ ଭାରତୀୟ ଦଳର ଧ୍ୱଜାବାହକ(ତ୍ରିରଙ୍ଗା ଧାରକ)ଭାବରେ ନିଯୁକ୍ତ ହୋଇଛନ୍ତି । ଭାରତୀୟ ଅଲିମ୍ପିକ୍‌ ଆସୋସିଏସନ୍‌ (ଆଇଓଏ)ର ଜଣେ ଅଧିକାରୀ ଜାତୀୟ ଗଣମାଧ୍ୟମକୁ
Read More...

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା, କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‍ ଟପ୍‍ପର

ଭୁବନେଶ୍ୱର, ୨୭ ।୭: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‍ ହାର ବିଜ୍ଞାନରେ ୯୪ ପ୍ରତିଶତ ରହିଥିବା ବେଳେ
Read More...

ମଙ୍କିପକ୍ସ ଟିକା ବାହାର କରିବା ପାଇଁ ଟେଣ୍ଡର ଆହ୍ୱାନ କଲା କେନ୍ଦ୍ର

ନୂଆଦିଲ୍ଲୀ : ଦେଶରେ ଜଣକ ପରେ ଜଣେ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ସରକାରଙ୍କ ଚିନ୍ତା ବଢିଯାଇଛି । ଏହାର ମୁକାବିଲା ପାଇଁ ସରକାର ସ୍ୱତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି । ସ୍ଥିତିକୁ ଆଖି ଆଗରେ ରଖି ମଙ୍କିପକ୍ସ ନିମନ୍ତେ ଏକ ଟିକା ବାହାର କରିବାକୁ ଭାରତ ସରକାରଙ୍କ ଅଧିନସ୍ଥ
Read More...

ଆଇଆଇଏମ ସମ୍ବଲପୁରକୁ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ରୂପେ ଗଢିବାର ଲକ୍ଷ୍ୟ

ସମ୍ବଲପୁର:ସମ୍ବଲପୁରରେ ସ୍ଥାପିତ ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ)ର ଅଷ୍ଟମ ବ୍ଯାଚ ପ୍ରବେଶାର୍ଥୀଙ୍କୁ ସମ୍ବୋଧିତ କରି ନିର୍ଦ୍ଦେଶକ ପ୍ରୋ ମହାଦେବ ଜାଏସଓ୍ବାଲ କହିଛନ୍ତି ଯେ ଏହି ଶିକ୍ଷାନୁଷ୍ଠାନକୁ ଦେଶର ଏକ ଅଗ୍ରଣୀ ସଂସ୍ଥାନ ରୂପେ ଗଢି ତୋଳିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି । ଦେଶର
Read More...

ପୁନର୍ଜୀବନ ପାଇବ ବିଏସଏନଏଲ :
କ୍ୟାବିନେଟ ବୈଠକରେ ୧.୬୪ ଲକ୍ଷ କୋଟିର ପ୍ୟାକେଜକୁ ଅନୁମୋଦନ

ନୂଆଦିଲ୍ଲୀ: ଦେଶରେ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନି ବିଏସ୍‌ଏନ୍‌ଏଲ୍‌କୁ ମିଳିବ ପୁନର୍ଜୀବନ । ଏଥିପାଇଁ କେନ୍ଦ୍ର ସରକାର ଏକ ବଡ଼ ଆର୍ଥିକ ପ୍ୟାକେଜ ବ୍ୟବସ୍ଥା କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ସୋନପୁର ଥାନାରେ ମେଗା ରକ୍ତଦାନ ଶିବିର,୩୬୦ ୟୁନିଟ ରକ୍ତ ସଂଗ୍ରହ

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁରର ଟାଉନ୍‌ ଥାନାଠାରେ ମୋ ସରକାର ତରଫରୁ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ସୁବର୍ଣ୍ଣପୁର ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଶୁଭ ଉଦଘାଟନ କରି ରକ୍ତଦାତା ତଥା ସହରର ବିଭିନ୍ନ ଅଗ୍ରଣୀ ସ୍ୱେଚ୍ଛାସେବୀ
Read More...