ରୋଟାରୀ ମିଡ୍ ଟାଉନ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ
ଭଦ୍ରକ: ଭଦ୍ରକ ଟାଉନ ହଲରେ ରୋଟାରୀ କ୍ଲବ୍ ମିଡ ଟାଉନ ଭଦ୍ରକ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ ହୋଇଛି । ସହିଦଙ୍କୁ ସମ୍ମାନ ଜଣାଇ ଦିବସ ପାଳନ କରିବା ସହିତ ରାଷ୍ଟ୍ର ପ୍ରେମରେ ନିଜକୁ ଅନୁପ୍ରାଣୀତ କରି ସବୁଦିନ ନିଜର ଦୈନନ୍ଦିନ କାର୍ଯ୍ୟ ସହିତ ଅନ୍ୟ ପାଇଁ ଏବଂ ସମାଜ ପାଇଁ କିଛି!-->…
Read More...
Read More...