ବିଷାକ୍ତ ମଦ ପିଇ ୪ଜଣଙ୍କ ମୃତ୍ୟୁ
ଅହମଦାବାଦ: ଗୁଜରାଟର ବୋଟାଡରେ ବିଷାକ୍ତ ମଦ ପିଇ ଅନେକ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବିଷାକ୍ତ ମଦ ସେବନ ହେତୁ କିଛି ଲୋକଙ୍କର ମଧ୍ୟ ମୃତ୍ୟୁ ହୋଇଛି । ଏପର୍ଯ୍ୟନ୍ତ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ପୁଲିସ ନିଶ୍ଚିତ କରିଛି । ଏବେ ଏକାଧିକ ଲୋକଙ୍କ ଅବସ୍ଥା ଗୁରୁତର । ପୁଲିସ!-->…
Read More...
Read More...