ବାଗଦୋର ସମିତି ସଭ୍ୟାଙ୍କ ସ୍ୱାମୀଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ
ପାଟଣାଗଡ଼ : ବହୁ ଚର୍ଚ୍ଚିତ ବେଲପଡା ବ୍ଲକ ବାଗଦୋର ସମିତି ସଭ୍ୟାଙ୍କ ସ୍ୱାମୀ ଲୋକନାଥ ସାହୁଙ୍କୁ ଗୁଳିକରୀ ହତ୍ୟା ଘଟଣାର ଫେରାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବେଲପଡା ପୁଲିସ । ପୂର୍ବରୁ ୬ଜଣ ଅଭିଯୁକ୍ତକୁ ପୁଲିସ ଗିରଫ କରି କୋର୍ଟ କରିଥିବା ବେଳେ ଘଟଣା ଦିନରୁ ନରେଶ!-->…
Read More...
Read More...