ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ୱର: ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ପରୀକ୍ଷା ଫଳ ପ୍ରକାଶ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍ ୨୮!-->…
Read More...
Read More...