ଦଳର ଭବିଷ୍ୟତ ନେଇ ଏମିତି କହିଲେ ଶାହ
ହାଇଦ୍ରାବାଦ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ବିଜେପିର ଯୁଗ ଜାରି ରହିବ। ଅର୍ଥାତ କେନ୍ଦ୍ରରେ ବିଜେପିର କ୍ଷମତା କାଏମ ରହିବ। ଦଳର ଭବିଷ୍ୟତ ନେଇ ଏମିତି କିଛି ଆକଳନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ୍। ଖାଲି ଆକଳନ କରିନାହାନ୍ତି ଭାରତ ବିଶ୍ୱଗୁରୁ ହେବ ବୋଲି ଶାହ କହିଛନ୍ତି।!-->…
Read More...
Read More...