Monthly Archives

August 2022

ବାଳ ମୁକୁନ୍ଦ କେନ୍ଦ୍ର ଦ୍ୱାରା ନୂତନ ଶିକ୍ଷା କୌଶଳ ପ୍ରୟୋଗ କରି ବରିଷ୍ଠ ନାଗରିକ ଦିବସ ପାଳିତ

ପାରଳାଖେମୁଣ୍ଡି : ଭକ୍ତିରସ ଅବତାର ଜଗଦଗୁରୁ ଶ୍ରୀ କୃପାଳୁ ମହାରାଜାଙ୍କ ଶହେତମ ଜନ୍ମବାର୍ଷିକୀ ଉତ୍ସବ ଅଭିଯାନ ମାନବ କଲ୍ୟାଣ ନିମନ୍ତେ ବାଳ ମୁକୁନ୍ଦ କେନ୍ଦ୍ର ଦ୍ୱାରା ଚାଲୁଥିବା ବେଳେ ବରିଷ୍ଠ ନାଗରିକ ଦିବସ ଅବସରରେ ଶିଶୁମାନେ ସଂଯୋଜକ ନିତ୍ୟାନନ୍ଦ ଚୌଧୁରୀ ସହିତ ଘର ଘର ବୁଲି ବରିଷ୍ଠ
Read More...

ପାଟଣାଗଡ଼ ବ୍ଳକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର

ପାଟଣାଗଡ଼ : ପାଟଣାଗଡ଼ ବ୍ଳକ କାର୍ଯ୍ୟାଳୟ ଠାରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ସୋମବାର ଦିନ ଅନୁଷ୍ଠିତ ଯୁଗ୍ମ ଜନ ଶିବିର ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ଏବଂ ଏସପି ନିତିନ କୁଶଳକର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ
Read More...

କଲାଡି ଗ୍ରାମରୁ ୧୨ ଫୁଟର ଅଜଗର ସାପ ଉଦ୍ଧାର

ଫୁଲବାଣୀ : ଫୁଲବାଣୀ ସହରଠୁ ପ୍ରାୟ ୫ କିଲୋମିଟର ଦୂର କଲାଡି ଗ୍ରାମ ଅମିତ କହଁରଙ୍କ ବଗିଚାରେ ଏକ ୧୨ଫୁଟର ଅଜଗର ସାପ ପଶି ଆସିଥିବା ନେଇ କଲାଡି ଗ୍ରାମର ସଂଜୀବ କହଁର ଟିମ୍‌ ହ୍ୟୁମାନିଟି କନ୍ଧମାଳ ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କୁ ଯୋଗାଯୋଗ କରିଥିଲେ । ସମୟ ନଷ୍ଟ ନ କରି ତୁରନ୍ତ ଟିମର ଆବାହକ
Read More...

ଆରମ୍ଭ ହେଲା ପୋଖରୀ ସଫେଇ ଓ ପୁନରୁଦ୍ଧାର କାର୍ଯ୍ୟ

ଫୁଲବାଣୀ : ଫୁଲବାଣୀ ପୌରାଧ୍ୟକ୍ଷା ଶ୍ରୀମତୀ ସ୍ମିତା ମହାନ୍ତିଙ୍କ ନିର୍ଦ୍ଦେଶରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଦେବ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଫୁଲବାଣୀ ସହରର ବଜାରର ନିକଟରେ ଥିବା ପୁରାତନ ପୋଖରୀ ଗୁଡିକର ଦୀର୍ଘ ଦିନ ହେଲା ଅଳିଆ ଆବର୍ଜନା ଓ ଦଳ ଆଦି ଭର୍ତ୍ତି ହୋଇ ପଡି
Read More...

ଚାଷ ଜମି ପାଣିରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ

ବାଲିଗୁଡ଼ା: ଚାଷ ଜମି ପାଣିରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତର ଜାର୍ଗୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନା ପ୍ରକାରେ ଜାର୍ଗୀ ଗ୍ରାମର ଦୁଇ ପରିବାରର ଲୋକେ ଗତକାଲି ସନ୍ଧ୍ୟା ସମୟରେ ବିଲ ଦେଖିବାକୁ ଯାଇଥିବା
Read More...

ପାରା ସଂପ୍ରସାରଣ କର୍ମଚାରୀ ମାନଙ୍କର ସଚେତନତା ଓ ଦକ୍ଷତା ବୃଦ୍ଧି ତାଲିମ ଶିବିର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଆର ଉଦୟଗିରି କୃଷି ଜିଲ୍ଲା ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ପାରା ସଂପ୍ରସାରଣ କର୍ମଚାରୀ ମାନଙ୍କର ସଚେତନତା ଓ ଦକ୍ଷତା ବୃଦ୍ଧି ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୋହନା ବ୍ଳକ,ଆର ଉଦୟଗିରି ବ୍ଳକ, ନୂଆଗଡ଼ ବ୍ଳକର ସମସ୍ତ
Read More...

ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ଗଜପତି ପୋଲିସ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର ଓ ପରିଚୟ ପତ୍ର ବଣ୍ଟନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଆଦର୍ଶ ଥାନା ପରିସରରେ ଏକ ସ୍ୱାସ୍ଥ୍ୟ ଶିବିର ଓ ବରିଷ୍ଠ ନାଗରିକମାନଙ୍କୁ ପରିଚୟ ପତ୍ର ବଣ୍ଟନ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ଉପସ୍ଥିତ ରହି ବରିଷ୍ଠ
Read More...

ନୁଆଁଖାଇ ଭେଟ ଘାଟ ପାଇଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର : ଗତକାଲି ରବିବାର ସନ୍ଧ୍ୟା ସାତ ଘଣ୍ଟା ସମୟରେ ଅଭିମନ୍ୟୁ କୁଶଳଙ୍କ ଅଧ୍ୟକ୍ଷତାରେ ନୂଆଁଖାଇ ଭେଟଘାଟ କମିଟିର ସମସ୍ତ ସଭ୍ୟଙ୍କ ଉପସ୍ଥିତିରେ ପାହୁର ଯାତ୍ରା ଓ ସଂଧ୍ୟାରେ ସାଂସ୍କୃତିକ ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ପ୍ରଭାସଲଜଠାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ରାଜ୍ୟସ୍ତରୀୟ ସନ୍ତରଣ ଚମ୍ପିୟନସିପରେ ଭାଗନେବ ସୋନପୁର ଟିମ୍‌

ସୁବର୍ଣ୍ଣପୁର :୬୨ତମ ରାଜ୍ୟସ୍ତରୀୟ ବରିଷ୍ଠ ସନ୍ତରଣ ଚମ୍ପିୟନସିପରେ ଚଳିତ ବର୍ଷ ସୁବର୍ଣ୍ଣପୁର ଟିମ୍‌ ଭାଗନେବାକୁ ଯାଉଛି । ଆଗାମୀ ୨୩ ଓ ୨୪ ଅଗଷ୍ଟରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସ୍ଥିତ ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଅନୁଷ୍ଠିତ ହେବାକୁ ଥିବା ଏହି ସନ୍ତରଣ ଚମ୍ପିୟନସିପରେ ଭାଗନେବା
Read More...

ଗଞ୍ଜାମ ଜୋନ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ : ଗଂଜାମ ଜୋନ ଯୁବ ବିଜେଡ଼ି ସଭାପତି ଭାବ ପୁନର୍ବାର ନଚିକେତ ସ୍ୱାଇଁଙ୍କୁ ଦାୟିତ୍ୱ ମିଳିଥିବାରୁ ଆସିକା ବିଜୁ ଜନତା ଦଳ ଓ ଯୁବ ଜନତା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା କରାଯଇଛି । ଆସିକା ନିର୍ବାଚନ ମଣ୍ଡଳୀର ପଥରାଠାରୁ ବିଶାଳ ବାଇକ ରାଲିରେ ବାହାରି ଆସିକା ବିଜୁ ପଟ୍ଟନାୟକ
Read More...