Monthly Archives

August 2022

୨୩ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୩ରୁ ୩ ଦିନ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। ତେବେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଆଜି ସୂଚନା
Read More...

ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ଠାରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ବୌଦ୍ଧ,୨୧/୮- ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପରମ୍ପରା ଅନୁସାରେ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ନବାନ୍ନ ଲଗ୍ନ ଆଜି ଧାର୍ଯ୍ୟ କରାଯାଇଛି । ସେପ୍‌ଟେମ୍ବର ମାସ ୧ ତାରିଖ ଗୁରୁବାର ଦିନ ଭାଦ୍ରବ ଶୁକ୍ଳ ପକ୍ଷ ପଂଚମୀ ସକାଳ ୧୦ ଟା ୫୪ ମିନିଟରୁ ୧୧ଟା ୧୦ ମିନିଟ ମଧ୍ୟେ
Read More...

କନ୍ଧମାଳ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ଜିଲ୍ଲା ବରିଷ୍ଠ ସଚେତନ ନାଗରିକ ସଂଘ ଓ ମହାନଦୀ ଚକ୍ଷୁ ଚିକିତ୍ସାଳୟ, ସୋନପୂରର ମିଳିତ ଆନୁକୁଲ୍ୟରେ ଚଳିତ ଅଗଷ୍ଟ ମାସ ୨୧ ତାରିଖ (ରବିବାର) ଆଜି ଫୁଲବାଣୀ ସହର ସ୍ଥିତ ନାରାୟଣୀ ଯାତ୍ରା ମଣ୍ଡପ ଠାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ
Read More...

ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ କ୍ଷମତା

ଭୁବନେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଆଜି ପ୍ରବଳ ବନ୍ୟା ହେବାର ସମ୍ଭାବନା ଥିବାରୁ ବାଲେଶ୍ୱର ଜିଲ୍ଲାପାଳଙ୍କ କ୍ଷମତାକୁ ବଢ଼ାଇ ଦିଆଯାଇଛି। ତାଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ କ୍ଷମତା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଏହି କ୍ଷମତା ଦିଆଯାଇଥିବା
Read More...

ସୁବର୍ଣ୍ଣରେଖାରେ ଆସୁଛି ବଡ଼ ବନ୍ୟା:ଏସ୍‌ଆର୍‌ସି

ଭୁବନେଶ୍ୱର : ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା। ୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ
Read More...

ବନ୍ୟା ପ୍ରଭାବିତ ଅଂଚଳ ବୁଲିଦେଖିଲେ ବାଲିଗୁଡା ବିଧାୟକ

ଫୁଲବାଣୀ/ବାଲିଗୁଡା:- ବନ୍ୟାଞ୍ଚଳ ଗସ୍ତରେ ବାଲିଗୁଡା ବିଧାୟକ ଚକ୍ରମଣି କହଁର । ଦୁର୍ଦ୍ଦିନ ସମୟରେ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ଚେଷ୍ଟାଜାରି ରଖିଛନ୍ତି ବିଧାୟକ କହଁର ।ଚାରିଦିନ ଧରି ଅହରହ ବର୍ଷାରେ ଜିଲାର ପ୍ରାୟ ୩ ଶହରୁ ଉର୍ଦ୍ଧ୍ୱ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି ।
Read More...

ଗଛ ପଡି ଭାଙ୍ଗିଲା ଘର, ଖୋଲା ଆକାଶ ତଳେ ପରିବାର

ଦଶପଲ୍ଲା : ଲଗାଣ ବର୍ଷା ଯୋଗୁଁ ଗତ ୭ ଦିନ ଧରି ଗଣିଆ ବ୍ଳକର ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ତେବେ ଆଡକଟା ପଞ୍ଚାୟତ ସିତୁଳିଆ ସାହିରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଅଜୁ ଗଡତିଆଙ୍କ ଚାଳ ଘର ଉପରେ ଗଛ ପଡ଼ି
Read More...

କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଗୋପ ଓ କଣାସ ବନ୍ୟାଞ୍ଚଳ ପରିଦର୍ଶନ

ପୁରୀ : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳାଇ ପୁରୀ ଜିଲ୍ଲାର ଗୋପ ଓ କଣାସ ବ୍ଲକ ର ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଥିଲେ । ଗୋପ ବ୍ଲକର ଖଣ୍ଡିଆକୁଦ ସ୍ଥିତ ଘାଇ ସ୍ଥଳକୁ ଆୟୁକ୍ତ ବୁଲି ଦେଖିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିଥିଲେ ।
Read More...

ଭଗବାନଙ୍କଠାରୁ ଭକ୍ତ ମହତ୍ତ୍ୱପୂର୍ଣ୍ଣ:ରାଜ୍ୟପାଳ

ପୁରୀ: ଶ୍ରୀମଦ ଭାଗବତ କଥା ଜ୍ଞାନ ଯଜ୍ଞ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକ ସୁନ୍ଦର ଭଜନ ଗାଇ ଉପସ୍ଥିତ ଶ୍ରୋତା ଓ ଦର୍ଶକଙ୍କୁ ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲ ମନ୍ତ୍ରମୁଗ୍ଧ କରିଦେଇଥିଲେ । ପୁରୀ ଚକ୍ରତୀର୍ଥ ରୋଡ ସ୍ଥିତ ଶ୍ରୀ ପୁରୁଷୋତ୍ତମ ବାଟିକା ପରିସରରେ ଚଳିତ ମାସ ୨୦ ତାରିଖ ଠାରୁ ୨୬ ତାରିଖ
Read More...

କଂଗ୍ରେସ ଭବନଠାରେ ଭାରତ ରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିବସ ପାଳିତ

ନବରଙ୍ଗପୁର: ଜିଲ୍ଳା କଂଗ୍ରେସ ଭବନ ଠାରେ ପୂର୍ବତନ ପ୍ରଧାନ ମନ୍ତ୍ରୀ ତଥା ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୭୮ ବର୍ଷ ଜନ୍ମ ତିଥିରେ "ଶ୍ରଦ୍ଧାଞ୍ଜଳୀ' ଦିବସ ରୂପେ ଜିଲ୍ଲା ସଭାପତି ଶ୍ରୀ ମୁନା ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ପାଳନ ହୋଇଯାଇଛି । ବରିଷ୍ଠ ନେତା ସଦନ ନାୟକ, ସତ୍ୟନାରାୟଣ
Read More...