ଲକ୍ଷ୍ନୌରେ ଭୂମିକମ୍ପ
ଲକ୍ଷ୍ନୌ: ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂ-ବିଜ୍ଞାନୀ ସେଣ୍ଟର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲକ୍ଷ୍ନୌଠାରୁ ୧୩୯ କିମି ଦୂର ଉତ୍ତର-ଉତ୍ତରପୂର୍ବ ଅଞ୍ଚଳରେ ଏହା ଅନୁଭୂତ ହୋଇଛି। ଗତକାଲି ରାତି ଗୋଟାଏ ୧୨ରେ ଏହି ପ୍ରାକୃତିକ ବିପର୍ଯ୍ୟୟ ଘଟିଥିଲା।!-->…
Read More...
Read More...