Monthly Archives

August 2022

ଗଜପତିରେ ପବିତ୍ର ରକ୍ଷା ବନ୍ଧନ ଓ ଗହ୍ମା ପର୍ବ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହ ଜିଲ୍ଲାର ପୁର ପଲ୍ଲୀରେ ଆନନ୍ଦ ଉଲ୍ଲାସରେ ପବିତ୍ର ରକ୍ଷା ବନ୍ଧନ ଓ ଗହ୍ମା ପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ପର୍ବ ଘରେ ଘରେ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ପାଳିତ ହୋଇଯାଇଛି । ବଳଭଦ୍ରଙ୍କ ଜନ୍ମ ପବିତ୍ର ରକ୍ଷା
Read More...

ବୃତ୍ତଗ ନଦୀରେ ଭାସିଯାଇ ଜଣେ ମୃତ

ଦଶପଲ୍ଲା : ଦଶପଲ୍ଲା ପଶ୍ଚିମାଞ୍ଚଳ ବାଣୀଗୋଛା ଥାନା ଅନ୍ତର୍ଗତ ଗୁଣ୍ଡୁରୀବାରୀ ଗ୍ରାମର ଉଦ୍ୟନାଥ ଜାନୀ (ପେଟୁ) ଗତକାଲି ଅପରାହ୍ନରେ ନିକଟସ୍ଥ ବୃତ୍ତଗ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ନଦୀର ପ୍ରଖର ସୁଅରେ ଭାସିଯାଇଥିଲେ । ଖବରପାଇ ଗ୍ରାମବାସୀ ଓ ଆତ୍ମୀୟସ୍ୱଜନ ଗତକାଲି ରାତିସାରା ଖୋଜାଖୋଜି
Read More...

ବାଲିଗୁଡ଼ାରେ ଏସବିଆଇ ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍‌ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ହରିଶଙ୍କରରେ ସିଆରପିଏଫ୍‌ର ହର ଘର ତ୍ରିରଙ୍ଗା ମୋଟର ସାଇକେଲ ଶୋଭାଯାତ୍ରାର ଶୁଭାରମ୍ଭ, ବାଣ୍ଟିଲେ ଜାତୀୟ ପତାକା

ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ପୁଣ୍ୟ କ୍ଷେତ୍ର ହରିଶଙ୍କରଠାରୁ ହରିଶଙ୍କର ଠାରେ ଅବସ୍ଥାପିତ ସିଆରପିଏଫ ୧୮୯/ଏ ବାଟାଲିୟନ ପକ୍ଷରୁ ଆଜାଦି କା ଅମୃତ ମହୋତ୍ସବ ଅବସରରେ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଗୁରୁବାର ଶୁଭାରମ୍ଭ ହୋଇଯାଇଛି । କମାଣ୍ଡାଣ୍ଟ ପବନ କୁମାର
Read More...

ପୂର୍ବତନ ଟ୍ରେଜେରୀ ଆକାଉଣ୍ଟାଣ୍ଟଙ୍କୁ ୩ ବର୍ଷ ଜେଲ ଓ ଜରିମାନା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ସନ୍ତୋଷ କୁମାର ଜେନା ଏକ ଲାଞ୍ଚ ମାମଲାର ବିଚାର କରି ପୂର୍ବତନ ବୌଦ୍ଧ ଜିଲ୍ଲା ଟ୍ରେଜେରୀ ଆକାଉଣ୍ଟାଣ୍ଟ ଓ ବର୍ତ୍ତମାନର ସବ ଟ୍ରେଜେରୀ ଅଫିସ ବାଲିଗୁଡାରେ କାର୍ଯ୍ୟରତ ନାରାୟଣ ମଲ୍ଲିକଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ଅନୁଷ୍ଠିତ ହେଲା ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସକାଳେ ଶିଶୁମାନଙ୍କ ଦ୍ୱାରା ରକ୍ଷାବନ୍ଧନ, ଗୋପୂଜନ, ଦୀପ ପ୍ରଜ୍ୱଳନ, ସମସ୍ତ ଗୁରୁଜୀ ଗୁରୁମା ଫୁଲବାଣୀ ସହରର ପ୍ରତ୍ୟେକ ୱାର୍ଡର ବିଭିନ୍ନ
Read More...

୧୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସୃଷ୍ଟି ହେଲାଣି ବନ୍ୟା ଆଶଙ୍କା

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଏ ଲଘୁଚାପ ପ୍ରକୋପ ସରିନି, ଆଉ ଗୋଟିଏ ଦାନା ବାନ୍ଧିଲାଣି । ତା’ ପଛକୁ ପୁଣି ଗୋଟିଏ ଆସିବ । ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ
Read More...

ଜିମ୍ବାୱେ ଗସ୍ତରେ ସାମିଲ ହେଲେ କେଏଲ ରାହୁଲ, ତୁଳାଇବେ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ : ଆସନ୍ତା ୧୮ ତାରିଖରୁ ଘରୋଇ ଜିମ୍ବାୱେ ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ଖେଳିବେ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ କେଏଲ ରାହୁଲ । ବିସିସିଆଇ ମେଡିକାଲ ଟିମ୍‌ ତାଙ୍କୁ ଫିଟ୍‌ ଘୋଷିତ କରିଛନ୍ତି । ରାହୁଲ ଦଳରେ ସାମିଲ ହେବା ପରେ ତାଙ୍କୁ ଅଧିନାୟକ ଦାୟିତ୍ୱ ମଧ୍ୟ
Read More...

ପାଟଣାଗଡ ଭୂଲିଆ ସମାଜ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ପାଟଣାଗଡ : ପାଟଣାଗଡ ଭୂଲିଆ ସମାଜ ପକ୍ଷରୁ ୧୬୧ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସ୍ଥାନୀୟ ଭୂଲିଆ ଧର୍ମଶାଳା ଠାରେ ଅନୁଷ୍ଠିତ ହୋଇଯାଇଛି । ଧର୍ମଶାଳା ସମ୍ମୁଖରେ ଥିବା ସ୍ୱଭାବ କବି ଶ୍ରୀ ମେହେରଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଭୂଲିଆ ସମାଜର ପାଟଣାଗଡ ସଭାପତି
Read More...

ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ରମେଶ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଜହ୍ନାପଙ୍କ: ବୌଦ୍ଧ ବ୍ଳକ ଖୁଂଟବନ୍ଧ ଗ୍ରାମର ବାସିନ୍ଦା ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ରମେଶ ଚନ୍ଦ୍ର ମିଶ୍ରଙ୍କ ୯୨ ବର୍ଷ ବୟସରେ ଗୁରୁବାର ନିଜ ବାସଭବନରେ ପରଲୋକ ଘଟିଛି । ତାଙ୍କର ମୃତ୍ୟୁ ଖବର ଶୁଣି ଆତ୍ମୀୟ ସ୍ୱଜନ ଶେଷ ଦର୍ଶନ କରିଥିଲେ । ୧୯୮୮ ମସିହାରେ ସରସରା ରାଜସ୍ୱ କାର୍ଯ୍ୟାଳୟ
Read More...