Monthly Archives

August 2022

ଏହି ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ରୋହିତ

ନୂଆଦିଲ୍ଲୀ : କ୍ରିକେଟ୍ ଜଗତର ହିଟମ୍ୟାନ୍ ରୋହିତ ଶର୍ମା । ତାଙ୍କ ନାମରେ ବଡ ବଡ ରେକର୍ଡ ରହିଛି । ସେ ଟି୨୦ରେ ସବୁଠୁ ବେଶୀ ରନ୍ କରିଥିବା ବ୍ୟାଟର୍ । ଅନ୍ତର୍ଜାତୀୟ ଟି୨୦ରେ ୩୪୪୩ ରନ୍ କରିଛନ୍ତି ସେ । ଏହାସହ ସର୍ବାଧିକ ୪ଟି ଶତକ ମଧ୍ୟ ତାଙ୍କ ନାଁରେ ରହିଛି । ତେବେ ରୋହିତଙ୍କ ନାଁରେ
Read More...

ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡର ପ୍ରହାର, ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର

ଫୁଲବାଣୀ: କେନ୍ଦ୍ର ସରକାର, ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଶିକ୍ଷାର ମାନ ବୃଦ୍ଧି ନିମନ୍ତେ ବିଭିନ୍ନ ଯୋଜନା ସୃଷ୍ଟି କରାଯାଉଛି । ଏପରିକି ଘରୋଇ ଶିକ୍ଷାନୁଷ୍ଠାନରେ ଯାହା ସବୁ ଦିଆଯାଉଛି ତା' ଠାରୁ ଆହୁରି ଅଧିକ ସୁବିଧା ପାଇବା ପାଇଁ ନୂତନ ଶୈଳୀରେ ଉଚ୍ଚ ବିଦ୍ୟାଳୟମାନଙ୍କୁ କୋଟି କୋଟି
Read More...

ଭବାନୀପାଟଣାରେ ଯୁଗ୍ମ ଜନଶୁଣାଣି ଶିବିର

ଭବାନୀପାଟଣା: ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍‌
Read More...

ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା, ଭାରରେ ବୋହି ପ୍ରସୂତି ମହିଳାଙ୍କୁ ଡ଼ାକ୍ତରଖାନାରେ ପହଞ୍ଚାଇଲେ

ବାଲିଗୁଡ଼ା: ଗାଁ ଅଛି,ହେଲେ ରାସ୍ତା ନାହିଁ । ଫଳରେ ବାଧ୍ୟ ହୋଇ ପରିବାରର ସଦସ୍ୟଙ୍କ ସହିତ ଗର୍ଭବତୀଙ୍କୁ ଆଣିବାକୁ ଯାଇଥିବା ୧୦୮ ଆମ୍ବୁଲାନ୍ସର କର୍ମଚାରୀ ମାନବିକତା ଦେଖାଇ ଏକ ଭାରରେ ଗର୍ଭବତୀଙ୍କୁ ପ୍ରାୟ ଦେଢ଼ କିଲୋମିଟର ବୋହି ଆମ୍ବୁଲାନ୍ସ ନିକଟରେ ପହଁଚାଇଥିଲେ । ସୂଚନା ପ୍ରକାରେ
Read More...

ବିପୁଳ ପରିମାଣର ଦେଶୀ ମଦ ଜବତ, ୩ ଗିରଫ

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଦଙ୍ଗିଆବାହାଲ ଓ ଇଲାପାଲି ଗାଁରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ଅଲେଖ ବରିହା , କୈଳାସ ଭୁଏ ଓ ଜନକେସନ ମଲ୍ଲିକ । ମିଳିଥିବା ରିପୋର୍ଟ ମୁତାବକ, ବେଆଇନ
Read More...

ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଉପରେ ସଚେତନତା ବୈଠକ

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ହରିଶଙ୍କର ଠାରେ ଯୋଗାଣ ବିଭାଗ ତରଫରୁ ଖରିଫ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ସମ୍ପର୍କିତ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ରୂପେ ଖପ୍ରାଖୋଲ ତହସିଲଦାର
Read More...

ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ କଳାହାଣ୍ଡି ଓ ବିବିଧ କ୍ଷେତ୍ରର ସ୍ୱୟଂସେବକ ତରଫରୁ ରାଲି ଓ ସାମୂହିକ ବନ୍ଦେ ମାତରଂ ଗାନ

ଭବାନୀପାଟଣା: ସ୍ୱାଧୀନତା ର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶରେ ବିଭିନ୍ନ ସଙ୍ଗଠନ ତରଫରୁ ବିବିଧ କାର୍ଯ୍ୟକ୍ରମ କରାଯାଉଛି । ଏହି ଉପଲକ୍ଷେ ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ କଳାହାଣ୍ଡି ଓ ବିବିଧ କ୍ଷେତ୍ରର ସ୍ୱୟଂସେବକ ଓ କାର୍ଯ୍ୟକର୍ତ୍ତାମାନଙ୍କ ଦ୍ୱାରା ଆଜି ଭବାନୀାଟଣା ନଗରରେ
Read More...

ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଲାପଟପ ପ୍ରଦାନ କଲେ ଜିଲ୍ଲାପାଳ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଲାପଟପ ବଣ୍ଟନ କରିଛନ୍ତି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓଡ଼ିଶା ପକ୍ଷରୁ ଦୃଷ୍ଟିହୀନ
Read More...

ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଜିଲ୍ଲା ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଳିତ ଅଭିଯୋଗ ଶୁଣାଣି

ଫୁଲବାଣୀ: କନ୍ଧମାଳ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଫୁଲବାଣୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କନ୍ଧମାଳ ଜିଲ୍ଲାପାଳ ପାଟିଲ ଆଶିଷ
Read More...