Monthly Archives

August 2022

ଜଗତସିଂହପୁର ତାରଡାପଡ଼ାରେ ଗୁଳିକାଣ୍ଡ, ୨ ଗୁରୁତର

ଜଗତସିଂହପୁର : ଜଗତସିଂହପୁର ଜିଲା ସଦର ଥାନା ତରଡାପଡ଼ା ବ୍ଲକ ମଜୁରାଇ ଠାରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ମାନେ ହେଲେ ମଜୁରାଇ ଗାଁର ପୀତବାସ ଦାସ ଓ ଅବିନାଶ ଦାସ । ଉଭୟଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ପ୍ରଥମେ ଜଗତସିଂହପୁର
Read More...

ଶିକ୍ଷକ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ,ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗରେ ଯୋଗଦେଲେ ୬୮୯୧ ହାଇସ୍କୁଲ ଶିକ୍ଷକ

ଭୁବନେଶ୍ୱର: ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ବାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ। ଆଜି
Read More...

ରାଜ୍ୟଗୋଷ୍ଠୀ ଲନ୍‌ ବାଉଲ୍ସ :
ଫାଇନାଲରେ ପହଞ୍ଚି ଇତିହାସ ରଚିଲା ଭାରତ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ଲନ ବାଉଲ୍ସ ୱମେନ ୪ ଇଭେଣ୍ଟରେ ଇତିହାସ ରଚିଛି ଭାରତ । ଏହି ଇଭେଣ୍ଟରେ ଭାରତୀୟ ମହିଳା ଦଳ ଫାଇନାଲରେ ପ୍ରବେଶ କରି ଦେଶ ପାଇଁ ପଦକ ପକ୍କା କରିବାକୁ ସକ୍ଷମ ହୋଇଛି । ଲନ ବାଉଲ୍ସର କୌଣସି ଇଭେଣ୍ଟରେ ଭାରତ ପଦକ ଜିତିବା ଇତିହାସରେ ପ୍ରଥମ ଘଟଣା । ଆଜି
Read More...

ବୌଦ୍ଧ ଜିଲ୍ଲାରେ ଦୁଇଟି “ମିଶନ ଶକ୍ତି କାଫେ’ର ଶୁଭାରମ୍ଭ କଲେ ମନ୍ତ୍ରୀ ପ୍ରଦୀପ ଅମାତ

ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ଦୁଇଟି "ମିଶନ ଶକ୍ତି କାଫେ'ର ଶୁଭାରମ୍ଭ ପଞ୍ଚାୟତିରାଜ ଓ ଜଙ୍ଗଲ ପରିବେଶ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କରିଛନ୍ତି । ଏହି ଅବସରରେ କଣ୍ଟାମାଳ ବିଧାୟକ ମହୀଧର ରଣା, ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ଶୁଭାରମ୍ଭ ହୋଇଥିବା ଦୁଇଟି କାଫେ ମଧ୍ୟରୁ
Read More...

ପାଣ- ଗଣ୍ଡା ସମାଜ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବୌଦ୍ଧ : ବୌଦ୍ଧ ଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ହରଭଙ୍ଗା ବ୍ଲକ୍‌ ଅନ୍ତର୍ଗତ ରାଧାନଗର ପଂଚାୟତର ଗାନ୍ଧିନଗରଠାରେ ୫୦ଟି ଆମ୍ବ ଚାରାରୋପଣ କରାଯାଇଛି । ସଂଗଠନର ଜିଲ୍ଲା ସାଧାରଣ ସଂପାଦକ ସୁଧାଂଶୁ ଡାଙ୍ଗଙ୍କ ନେତୃତ୍ୱରେ ଏବଂ ଜିଲ୍ଲା ଉପ ସଭାପତି ରୋହିତ କହଁରଙ୍କ ପ୍ରତ୍ୟକ୍ଷ
Read More...

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ବୌଦ୍ଧ ଜିଲ୍ଲା ଗସ୍ତ

ବୌଦ୍ଧ : ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲା ବିଜେପିର ବହୁ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ପ୍ରଥମେ ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ସୁଖ୍ୟାତି ଅର୍ଜନ କରିଥିବା ୫ ଜଣଙ୍କୁ ମାନପତ୍ର ଉପଢୌକନ ସହ ପୁଷ୍ପଗୁଚ୍ଛ
Read More...

ଆପୋଲୋ ହସ୍ପିଟାଲ ଭୁବନେଶ୍ୱରର ଅଭିନବ ପ୍ରୟାସ ରକ୍ତ ପରୀକ୍ଷାରୁ ସ୍ତନ କର୍କଟର ଚିହ୍ନଟ

ଭୁବନେଶ୍ୱର: ରକ୍ତ ପରୀକ୍ଷାରୁ ହିଁ ଚିହ୍ନଟ ହୋଇପାରିବ ସ୍ତନ କର୍କଟ ରୋଗ । ରକ୍ତ ପରୀକ୍ଷା କ୍ଷେତ୍ରରେ ଏହି ବୈପ୍ଳବିକ ପରିବର୍ତ୍ତନ ଜରିଆରେ କର୍କଟ ରୋଗରୁ ମହିଳାମାନଙ୍କର ମୂଲ୍ୟବାନ ଜୀବନ ରକ୍ଷା କରବା ପାଇଁ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲ ପକ୍ଷରୁ ଆରମ୍ଭ ହୋଇଛି ଏଭଳି ଅଭିନବ
Read More...

୪ରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ

ପୁରୀ : ଭାରତର ନିର୍ବାଚନ ଆୟୋଗ ଓ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲାରେ ଆସନ୍ତା ୪ ତାରିଖରୁ ଅକ୍ଟୋବର ୨୪ ପର୍ଯ୍ୟନ୍ତ ସ୍ୱତନ୍ତ୍ର ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସୁସ୍ଥ ଓ ସୁଦୃଢ ଗଣତନ୍ତ୍ର ତଥା ଭୋଟର ତାଲିକାରେ
Read More...

ସୁବର୍ଣ୍ଣପୁରରେ ସମ୍ବଲପୁରୀ ଦିନ ପାଳିତ

ସୁବର୍ଣ୍ଣପୁର: ଆଜି ସକାଳ ୭.୩୦ଘଣ୍ଟା ସମୟରୁ ସ୍ଥାନୀୟ ରୋୟାଲ ପଡିଆ ଠାରେ ପଶ୍ଚିମ ଓଡ଼ିଶାର ଯୁବାମଞ୍ଚ ସୁବର୍ଣ୍ଣପୁର ଜିଲ୍ଲାଶାଖା ଓ ସହରବାସୀଙ୍କ ମିଳିତ ଉଦ୍ୟମରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିନକୁ ସମ୍ବଲପୁରୀ ଦିନ ଭାବରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଇଛି ।
Read More...

ଶ୍ରାବଣର ତୃତୀୟ ସୋମବାରରେ ଲୋକନାଥଙ୍କ ପୀଠରେ କାଉଡିଆଙ୍କ ଭିଡ

ପୁରୀ : ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ରାଜ୍ୟର ବିଭିନ୍ନ ଶୈବପୀଠରେ ଜଳଲାଗି କରିବା ପାଇଁ ପ୍ରବଳ କାଉଡିଆଙ୍କ ଭିଡ ଜମିଥିବା ବେଳେ ପୁରୀର ପ୍ରସିଦ୍ଧ ଲୋକନାଥଙ୍କ ମନ୍ଦିରରେ ଗତକାଲି ରାତିରୁ ଭିଡ ସହ ଲମ୍ବାଲାଇନ୍‌ ଦେଖିବାକୁ ମିଳିଥିଲା । ଗତକାଲି ମଧ୍ୟରାତ୍ରରେ ଲୋକନାଥଙ୍କ ମନ୍ଦିରର
Read More...