Monthly Archives

September 2022

ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି

ପୁରୀ : ଶାରଦୀୟ ଦୁର୍ଗାପୂଜାରେ ଗୋଷାଣୀ ଦେବୀଙ୍କୁ ପୂଜା କରିବା ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପ୍ରସ୍ତୁତି । ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଗୋଷାଣୀଙ୍କର ବିଶାଳ ମୂର୍ତ୍ତି ନିର୍ମାଣରେ ଲାଗିଛନ୍ତି ଶିଳ୍ପୀମାନେ । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ଆରାଧନା କରାଯାଉଥିବା
Read More...

୧ରୁ ରାଜ୍ୟସ୍ତରୀୟ ତୀରନ୍ଦାଜୀ ପ୍ରତିଯୋଗିତା : ଯୋଗ ଦେବେ ୩୦୦ ପ୍ରତିଯୋଗିତା

ଖପ୍ରାଖୋଲ : ଓଡିଶା ଆରଚେରୀ ସଂଘ ପକ୍ଷରୁ ୨୩ତମ ରାଜ୍ୟସ୍ତରୀୟ ତୀରନ୍ଦାଜୀ ପ୍ରତିଯୋଗିତା ଖପ୍ରାଖୋଲଠାରେ ଅନୁଷ୍ଠିତ ହେବ । ଅକ୍ଟୋବର ୧ ରୁ ୪ ପର୍ଯ୍ୟନ୍ତ ଚାରିଦିନ ଧରି ଖପ୍ରାଖୋଲ ନୋଡାଲ ହାଇସ୍କୁଲ ନୂତନ ଖେଳ ପଡିଆରେ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଖପ୍ରାଖୋଲ ପରି ଅନୁନ୍ନତ ଅଞ୍ଚଳରେ
Read More...

ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ଦୀକ୍ଷାନ୍ତ କାର୍ଯ୍ୟକ୍ରମ

ଗଞ୍ଜାମ/ବ୍ରହ୍ମପୁର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୁଲ୍ୟରେ ବ୍ରହ୍ମପୁର ସହର ଉପକଣ୍ଠ ସ୍ଥିତ ପୁଟବଗଡ ଗ୍ରାମଠାରେ ଦୀକ୍ଷାନ୍ତ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ନାଟ୍ୟ କ୍ଷେତ୍ରରେ ଗୁରୁ -ଶିଷ୍ୟ ପରମ୍ପରାର
Read More...

ଆଦର୍ଶ ବିଦ୍ୟାଳୟର ଛାତ୍ରୀ ରାଜ୍ୟ ସ୍ତରରେ ପୁରସ୍କୃତ

ବାଲିଗୁଡା: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ହେଇଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଦର୍ଶ ବିଦ୍ୟାଳୟର ଜୁନିୟର ବର୍ଗର ସାଂସ୍କୃତିକ ନୃତ୍ୟ ପ୍ରତିଯୋଗୀ ରାଜ୍ୟ ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କରିପାରିଛନ୍ତି । ଏହା ସହ ବାଗ୍ମମିତା
Read More...

ଗାଜଲବାଡ଼ି ଘାଟିରେ ଭୂସ୍ଖଳନ, ଯାତାୟାତ ଠପ୍‌

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଜଳ ଆସି ରାସ୍ତା କ୍ଷତିଗ୍ରସ୍ତ ହେବାର ଦେଖିବାକୁ ମିଳିଛି । ଜିଲ୍ଲାର ଦାରିଙ୍ଗବାଡ଼ି ନିକଟସ୍ଥ ଗାଜରବାଡ଼ି ଘାଟିର ତିନି ନମ୍ବର ବୁଲାଣି ରାସ୍ତାରେ ଭୂସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି ।
Read More...

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ : ଭୂ-ଅର୍ଜନ ଅଧିକାରୀଙ୍କ ଖାମଖିଆଲ୍‌ ମନୋବୃତ୍ତି ଯୋଗୁଁ ହେଉନି ଜମିର ଉପଯୁକ୍ତ…

ଦଶପଲ୍ଲା : ଖୋର୍ଦ୍ଧା -ବଲାଙ୍ଗୀର ରେଳ ପ୍ରକଳ୍ପ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି । ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଅହେତୁକ ତତ୍ପରତା ପ୍ରକାଶ ପାଉଥିବା ବେଳେ କ୍ଷତିଗ୍ରସ୍ତ ବ୍ୟକ୍ତିଙ୍କୁ
Read More...

ଟ୍ରକ୍‌ ଧକ୍କାରେ ବାପପୁଅ ଗୁରୁତର

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଲରମ୍ଭା ଥାନା ଅନ୍ତର୍ଗତ ଗୌଡିପାଲି ନିକଟସ୍ଥ ପଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ ଧକ୍କା ଦେବା ଫଳରେ ବାଇକରେ ଯାଉଥିବା ବାପା ପୁଅ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଉଭୟ ଗୁରୁତରଙ୍କୁ ବୁର୍ମା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଖବର ଅନୁଯାୟୀ
Read More...

କଲେଜ ସ୍ୱର୍ଣ୍ଣ ଜୟନ୍ତୀ ପାଳନର ସ୍ଥାୟୀ ରଙ୍ଗମଞ୍ଚ ନିର୍ମାଣ ପାଇଁ ସ୍ଥାନ ନିରୂପଣ

ନବରଙ୍ଗପୁର: ନବରଙ୍ଗପୁର କଲେଜ ସ୍ୱର୍ଣ୍ଣ ଜୟନ୍ତୀ ପାଳନ ପାଇଁ ବିଭିନ୍ନ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଥିବା ବେଳେ ଆଜି କଲେଜ ପରିସର ମଧ୍ୟରେ ଏକ ନୂତନ ସ୍ଥାୟୀ ରଙ୍ଗମଞ୍ଚ ନିର୍ମାଣ ପାଇଁ ସ୍ଥାନ ନିରୂପଣ କରାଯାଇଛି । ଆଜି ଅପରାହ୍ନରେ କଲେଜ ଗଭର୍ଣ୍ଣିଂ ବଡ଼ି ପ୍ରେସିଡେଣ୍ଟ ତଥା ଏଡିଏମ ଭାସ୍କର
Read More...

ବନ୍ଦରରୁ ୧୭୨୫ କୋଟିର ଡ୍ରଗ୍ସ ଜବତ

ନୂଆଦିଲ୍ଲୀ,୨୧/୯ : ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ମୁମ୍ବାଇର ନାଭା ଶେଭା ବନ୍ଦରରେ ବିପୁଳ ପରିମାଣର ଡ୍ରଗ୍ସ (ହେରୋଇନ୍‌)ଜବତ କରିଛି । ଆନ୍ତର୍ଜାତୀୟ ବଜାରରେ ଏହାର ମୂଲ୍ୟ ୧୭୨୫ କୋଟି ଟଙ୍କା । ଏକ କଣ୍ଟେନରୁ ଜବତ କରାଯାଇଥିଲା ଏହି ହେରୋଇନ୍‌ । ଭାରତରେ ବଡ ଧରଣର ଡ୍ରଗ୍ସ କାରବାର
Read More...

“ସ୍ନେହ’ ପକ୍ଷରୁ ଆନ୍ତର୍ଜାତିକ ଶାନ୍ତି ଦିବସ ପାଳିତ

ଘୁ ଉଦୟଗିରି: ସ୍ଥାନୀୟ ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ ପଞ୍ଚାୟତ ସଭା ଗୃହରେ ସ୍ୱେଚ୍ଛାସେବୀ ସଂଗଠନ "ସ୍ନେହ' ପକ୍ଷରୁ ଆନ୍ତର୍ଜାତିକ ଶାନ୍ତି ଦିବସ ପାଳିତ ହୋଇଯାଇଛି । ଏହି ସ୍ୱେଚ୍ଛାସେବୀ ଅନୁଷ୍ଠାନ ୨୦୦୯ ଠାରୁ ଶାନ୍ତି ସଦଭାବନା ରକ୍ଷା କରିବା ଉଦେଶ୍ୟରେ ସ୍ଥାନୀୟ ଅଞ୍ଚଳରେ କାର୍ଯ୍ୟ
Read More...