Monthly Archives

September 2022

ହବିଷ୍ୟାଳୀଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ପୁରୀ -କାର୍ତ୍ତିକ ମାସରେ ଶ୍ରୀଜିଉ ଙ୍କ ପାଖରେ ହବିଷ ବ୍ରତ କରିବାକୁ ହବିଷ୍ୟାଳୀ ମାନେ ପୁରୀ ଆସିଥାନ୍ତି। ରାଜ୍ୟ ସରକାର ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସେହି ହବିଷ୍ୟାଳୀ ମାନଙ୍କ ରହିବା,ଶ୍ରୀଜିଉଙ୍କ ଦର୍ଶନ, ପୂଜା ବ୍ୟବସ୍ଥା,ଖାଇବା ଇତ୍ୟାଦିର ସୁ ବନ୍ଦୋବସ୍ତ ବିଗତ ବର୍ଷ ମାନଙ୍କ ରେ
Read More...

କନ୍ଧମାଳ ଜିଲ୍ଲାରେ ଆପ ପକ୍ଷରୁ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଫୁଲବାଣୀ:କନ୍ଧମାଳ ଜିଲ୍ଲା ଆପ ପକ୍ଷରୁ ଆଜି ମାଷ୍ଟରପଡ଼ାର ପାରିଜାତ କଲ୍ୟାଣ ମଣ୍ଡପରେ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ଆରମ୍ଭରେ ସମସ୍ତ ଆପ କ୍ରାନ୍ତିକାରୀଙ୍କ ଉପସ୍ଥିତିରେ ମାଦିକୁନ୍ଦା ଛକ ଠାରୁ ପଦଯାତ୍ରା କରି ସଭା ସ୍ଥଳକୁ ଆସିଥିଲେ । ଜିଲ୍ଲା
Read More...

ରାଜ୍ୟସ୍ତରୀୟ କରାଟେ ପେଞ୍ଚାକ ସିଲାଟ ସେମିନାର ଉଦ୍‌ଯାପିତ

ନବରଙ୍ଗପୁର: ରାଜ୍ୟ ସ୍ତରୀୟ ପେଞ୍ଚାକ ସିଲାଟ ସେମିନାର ସ୍ଥାନୀୟ ଗାନ୍ଧିନଗର ସ୍ଥିତ ବୈଭବ କଲ୍ୟାଣ ମଣ୍ଡପ ପରିସରରେ ମୁଖ୍ୟ ଅତିଥି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କ ଦ୍ୱାରା ଉଦଯାପିତ ହୋଇଯାଇଛି । ସ୍ୱାସ୍ଥ୍ୟ ପାଇଁ ପ୍ରତ୍ୟେକଙ୍କୁ କ୍ରୀଡ଼ା ସହ ଜଡିତ ରହିବା ଉଚିତ ବୋଲି ମତ ପ୍ରକାଶ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ, ଯୋଗଦେଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭିନିତ୍‌ ଅଗ୍ରୱାଲ

ଘୁ.ଉଦୟଗିରି : ଆଜି ସ୍ଥାନୀୟ ସମିତି ପ୍ରେକ୍ଷାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଜିଲ୍ଲା ମୁଖ୍ୟ ଆରକ୍ଷୀ ଅଧିକ୍ଷକ ଭିନିତ୍‌ ଅଗ୍ରୱାଲ, ଉପ ଜିଲ୍ଲାପାଳ ଦୁଃଖୀବନ୍ଧୁ ନାୟକ,
Read More...

ଝରିଗାଁ ବ୍ଲକ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ନବରଙ୍ଗପୁର: ଝରିଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୫୪ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ୪୨ଗୋଟି
Read More...

କେସିଙ୍ଗାଠାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର

ଭବାନୀପାଟଣା: ଆଜି କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍‌ ଦାସ ଅତିରିକ୍ତ
Read More...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ : ଟି-୨୦ ବିଶ୍ୱକପ ୨୦୨୨ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ସୋମବାର କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ଏହି ମେଗା ଇଭେଣ୍ଟ ପାଇଁ ଦଳ ଘୋଷଣା କରିଛି । ସୋମବାର ଅପରାହ୍ନରେ ଚୟନ କମିଟ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ୧୫ ଜଣିଆ ଦଳ ଚୟନ କରାଯାଇଥିଲା ।
Read More...

ଏଥର ରାଜଧାନୀରେ କଟକଣାମୁକ୍ତ ଦୂର୍ଗା ପୂଜା

ଭୁବନେଶ୍ୱର : କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେଲା ସମସ୍ତ ପୂଜାପର୍ବାଣୀ ବନ୍ଦ ହୋଇ ଯାଇଥିଲା। ଚଳିତ ବର୍ଷ ମହାମାରୀର କୋପ କମି ଯାଇଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ପୂଜା ମଣ୍ଡପ । ବେଶ୍‌ ଉତ୍ସାହ ଉଦ୍ଦୀପନାର ସହ ସମଗ୍ର ରାଜ୍ୟରେ ଗଣେଶ ପୂଜା ପାଳିତ ହୋଇଥିବା ବେଳେ ଆଗକୁ ଆସୁଛି ଦୂର୍ଗା
Read More...

କାଟ୍ରାମାଲା ପର୍ଯ୍ୟଟନସ୍ଥଳୀକୁ ଭଲ ରାସ୍ତା ପାଇଁ ଦାବି

ଫୁଲବାଣୀ-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତରେ ରହିଛି କାଟ୍ରାମାଲା ଜଳ ପ୍ରପାତ । ଜିଲ୍ଲାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ ଭାବେ ଏହା ପରିଚିତ । ଶୀତ ଦିନରେ ଏହି ଜଳପ୍ରପାତ ସୌନ୍ଦର୍ଯ୍ୟ ଦେଖିବାକୁ ପାଇଁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆସିଥାନ୍ତି । ଏଥି ସହିତ ଜାନୁଆରୀ
Read More...