ପରିବେଶ ମନ୍ତ୍ରୀଙ୍କୁ ପଞ୍ଚାୟତ ପକ୍ଷରୁ ସମ୍ବର୍ଦ୍ଧିତ
ଜହ୍ନାପଙ୍କ:ବୌଦ୍ଧ ବ୍ଳକ ବ୍ରାହ୍ମଣୀପାଲି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ କରିଥିବାରୁ ସ୍କୁଲ ପରିସରରେ ଏକ ସମ୍ବର୍ଦ୍ଧିତ ସଭା ସ୍ଥାନୀୟ ସରପଞ୍ଚ ଅରୁଣ କୁମାର ବାଘଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ!-->…
Read More...
Read More...