Monthly Archives

October 2022

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି:ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍‌ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି…
Read More...

ହସପିଟାଲରେ ଭର୍ତ୍ତି ହେଲେ ଶରଦ ପାୱାର

ମୁମ୍ବାଇ : ଜାତୀୟତାବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଛି । ଅସୁସ୍ଥତା କାରଣରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ପାୱାରଙ୍କୁ ମୁମ୍ବାଇର ବ୍ରିଚ କାଣ୍ଡି ହସପିଟାଲରେ ଭର୍ତ୍ତି କରାଯାଇଛି । ପାୱାରଙ୍କୁ ନଭେମ୍ବର ୨ରେ ହସପିଟାଲରୁ…
Read More...

ବିନିକାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ…
Read More...

ଗଦାପୁରଠାରେ ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ସୁନେତ୍ର' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ-୧୯ ପ୍ରଭାବ ଯୋଗୁଁ ଦୁଇ ବର୍ଷ କାଳ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ବନ୍ଦ ରହିଥିବା ବେଳେ ପିଲାମାନେ ଯେପରି…
Read More...

ବାଇକ-ଇନୋଭା ମୁହାଁମୁହିଁ ଧକ୍କା, ବାଇକ ଚାଳକ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରୀକୁଟି ପଞ୍ଚାୟତ ପାଟାଙ୍ଗୀ ଗ୍ରାମ ନିକଟ ବୁଲାଣିରେ ଅପରାହ୍ନ ପ୍ରାୟ ସାଢେ ୩ଟା ସମୟରେ ଏକ ବାଇକ ଓ ଇନୋଭା କାର ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକ ଜଣକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଜଣକ ଋତୁଙ୍ଗିଆ…
Read More...

ପୋଲ ଭୁଶୁଡ଼ିବା ଘଟଣାରେ ମୁଁ ରାଜନୀତି କରିବାକୁ ଚାହେଁନି: ରାହୁଲ

ନୂଆଦିଲ୍ଲୀ: ଗୁଜରାଟ ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ପ୍ରତିକ୍ରିୟା ରଖିଛନ୍ତି । ସେ ଏଥିରେ ରାଜନୀତି କରିବାକୁ ଚାହାଁନ୍ତି ନାହିଁ ବୋଲି କହିଛନ୍ତି । ଝୁଲା ପୋଲ ଦୁର୍ଘଟଣା ପାଇଁ କାହାକୁ ଦାୟୀ କରିବେ ବୋଲି ପ୍ରଶ୍ନ ହୋଇଥିଲା । ଜବାବରେ ମୁଁ ଏବିଷୟରେ…
Read More...

ଘୁ ଉଦୟଗିରି ଡାକ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ଘୁ ଉଦୟଗିରି: ସ୍ଥାନୀୟ ଡାକ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପରିସର ମଧ୍ୟରେ ଦୁର୍ନୀତି ନିବାରଣ ସପ୍ତାହ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଇନ୍ସପେକ୍ଟର ଶ୍ରୀ ହରିଶଙ୍କର ସୁବୁଦ୍ଧିଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଥିବା ବେଳେ ଦୁର୍ନୀତି କରିବେ ନାହି କିମ୍ବା ଦୁର୍ନୀତି କରିବାକୁ ଦେବେ ନାହି…
Read More...

ପୁରୀରୁ ପୁଣି ଜବତ ହେଲା ଧଳାଜହର

ପୁରୀ : ପୁରୀରୁ ପୁଣି ଜବତ ହେଲା ଧଳାଜହର । ବାସେଳୀ ସାହି ଥାନା ପୋଲିସକୁ ମିଳିଛି ବଡ ସଫଳତା । ୮୯୦ ଗ୍ରାମ ବ୍ରାଉନ ସୁଗାର ଜବତ ସହ ଚାରିଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଜବତ ବ୍ରାଉନ ସୁଗାରର ଆନୁମାନିକ ବଜାର ମୂଲ୍ୟ ୯୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ଗିରଫ ଅଭିଯୁକ୍ତ…
Read More...

ଗୁଜରାଟ ଝୁଲାପୋଲ ଟ୍ରାଜେଡି : ୯ ଜଣଙ୍କୁ ବାନ୍ଧିଲା ପୁଲିସ୍‌

ମୋର୍ବି: ଗୁଜରାଟର ମୋର୍ବିରେ ଝୁଲାପୋଲ ଭୁଶୁଡିବା ଘଟଣାରେ ଗୁଜରାଟ ପୁଲିସ୍‌ ଆଜି ୯ ଜଣଙ୍କୁ ଗିରଫ କରିଛି । ଏମାନେ ସମସ୍ତେ ବ୍ରିଜ୍‌ ମରାମତି ପାଇଁ ଠିକା ନେଇଥିବା କମ୍ପାନୀ ସହ ଜଡିତ । ରବିବାର ଝୁଲାପୋଲ ଭୁଶୁଡିଥିବା ବେଳେ ଆଜି ଏପରି ଗିରଫଦାରୀ ହୋଇଛି । ଗିରଫଦାରୀ ପୂର୍ବରୁ ସମସ୍ତଙ୍କୁ…
Read More...

ଧବଳେଶ୍ୱର ପୀଠରେ ଜାରି ହେଲା ୧୪୪ ଧାରା

ଆଠଗଡ଼ : ଆଠଗଡ ଧବଳେଶ୍ୱର ପୀଠରେ ଆଜି ଜାରି ହୋଇଛି ୧୪୪ ଧାରା । ଝୁଲାପୋଲର ମରାମତି ପାଇଁ ଜାରି ହେଲା ୧୪୪ ଧାରା । ଏନେଇ ସୂଚନା ଦେଲେ ଆଠଗଡ଼ ଉପଜିଲ୍ଲାପାଳ । ଡଙ୍ଗାରେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନଥିବାରୁ ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ । ଏହି ନିର୍ଦ୍ଦେଶ ଅନିର୍ଦ୍ଦିଷ୍ଟ…
Read More...